ଦିଲ୍ଲୀ ବିସ୍ଫୋରଣରେ ସାମିଲ ଥିବା ୪ଡାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣରେ ସାମିଲ ଥିବା ୪ ଡାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଆଉ ଡାକ୍ତରୀ ଅଭ୍ୟାସ କରିପାରିବେନି ଏହି ୪ଜଣ । ଜାତୀୟ ମେଡିକାଲ କମିଶନ ନିଜ ସରକାରୀ ରେଜିଷ୍ଟରରୁ ସେମାନଙ୍କ ନାଁ କାଟି ଦେଇଛି । ବିସ୍ଫୋରଣ ପରେ ବେଆଇନ କାର୍ଯ୍ୟକଳାପ ଆଇନ ଅନୁଯାୟୀ ମାମଲା ରୁଜୁ ହେବା ପରେ ଜାତୀୟ ମେଡିକାଲ କମିଶନ ଶୁକ୍ରବାର ଦିନ ମୁଜାଫର ଅହମ୍ମଦ, ଡାକ୍ତର ଆଦିଲ୍ ଅହମ୍ମଦ ରାଠର, ଡାକ୍ତର ମୁଜାମ୍ମିଲ ସକିଲ୍ ଏବଂ […]
Read More Text.