IMG 20260727 WA0033

ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭବ୍ୟ ସ୍ୱାଗତ, ‘ଜିନ୍ଦାବାଦ’ ନାରାରେ ଗୁଞ୍ଜରିତ ହେଲା ସଂସଦ ଭବନ

ନୂଆଦିଲ୍ଲୀ: ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ଏବଂ ଦେଶବ୍ୟାପୀ ଛାତ୍ର ଆନ୍ଦୋଳନ କାରଣରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେବା ପରେ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ତେବେ ମନ୍ତ୍ରୀ ପଦ ଛାଡ଼ିବା ପରେ ମଧ୍ୟ ବିଜେପି ଦଳ ଭିତରେ ତାଙ୍କର ଦବଦବା ଏବଂ ଲୋକପ୍ରିୟତା ଟିକିଏ ବି କମିନାହିଁ ବୋଲି ସଂସଦ ଭବନରେ ଦେଖିବାକୁ ମିଳିଛି। ଇସ୍ତଫା ଦେବା ପରେ ଯେତେବେଳେ ପ୍ରଥମ ଥର ପାଇଁ ଧର୍ମେନ୍ଦ୍ର ପ୍ରଧାନ ସଂସଦରେ […]

Read More Text.
Jyotirmayee Nayak wins Indian Idol

ଜ୍ୟୋତିର୍ମୟୀଙ୍କ କଣ୍ଠରେ ଦୁଲୁକିଲା ମୁମ୍ବାଇ, ପ୍ରଥମ ଓଡ଼ିଆ ଭାବେ ଜିତିଲେ ଇଣ୍ଡିଆନ ଆଇଡଲ୍ ମୁକୁଟ

ମୁମ୍ବାଇ : ଓଡ଼ିଶା ପାଇଁ ଗର୍ବ ଓ ଗୌରବର ମୁହୂର୍ତ୍ତ। ଦେଶର ସବୁଠାରୁ ବଡ଼ ମ୍ୟୁଜିକ୍ ରିଆଲିଟି ସୋ ‘ଇଣ୍ଡିଆନ ଆଇଡଲ ସିଜନ ୧୬’ର ବିଜେତା ହୋଇଛନ୍ତି ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ। ଆଜି ଅନୁଷ୍ଠିତ ଗ୍ରାଣ୍ଡ ଫିନାଲେରେ ସେ ଇତିହାସ ରଚି ପ୍ରଥମ ଓଡ଼ିଆ ଭାବେ ଏହି ସମ୍ମାନଜନକ ମୁକୁଟ ପିନ୍ଧିଛନ୍ତି। ଟ୍ରଫି ସହ ମିଳିଲା ୨୦ ଲକ୍ଷ ଟଙ୍କାର ପୁରସ୍କାର ରବିବାର ଅନୁଷ୍ଠିତ ଏହି ମହାମୁକାବିଲାରେ ସାରା ଦେଶରୁ ଆସିଥିବା ଶ୍ରେଷ୍ଠ ପ୍ରତିଯୋଗୀମାନଙ୍କୁ ପଛରେ ପକାଇ […]

Read More Text.
1 587647260 784x441

ନନ୍ଦନ ନୀଲେକଣିଙ୍କ ନେତୃତ୍ୱରେ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ:ପ୍ରତିଯୋଗିତାମୂଳକ ପରୀକ୍ଷାର ବିଶ୍ୱସନୀୟତା, ସ୍ୱଚ୍ଛତା ଏବଂ ଦକ୍ଷତା ବୃଦ୍ଧି ଲକ୍ଷ୍ୟରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆରେ ସେୟାର କରିଥିବା ଏକ ଭିଡିଓ ବାର୍ତ୍ତାରେ ପରୀକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ ଏକ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ ଗଠନ କରାଯିବ ବୋଲି ଘୋଷଣା କରିଛନ୍ତି। ସୂଚନା ଅନୁଯାୟୀ,ଏହି ଟାସ୍କ ଫୋର୍ସର ନେତୃତ୍ୱ ଇନଫୋସିସର ସହ-ସଂସ୍ଥାପକ ତଥା ପ୍ରଯୁକ୍ତିବିଦ୍ୟା ନନ୍ଦନ ନୀଲେକଣି ନେବେ। ପରୀକ୍ଷା ପ୍ରକ୍ରିୟାକୁ ଅଧିକ ସୁରକ୍ଷିତ, ସ୍ୱଚ୍ଛ […]

Read More Text.
26bbs 56 26072026 112 2026 07 26 20 36

ପିଓକେ ଛଡ଼ା ପାକିସ୍ତାନ ସହ ଅନ୍ୟ କୌଣସି ବିଷୟ‌ରେ କଥାବାର୍ତ୍ତା ହେବନି

ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଜି ସ୍ପଷ୍ଟ କରିଛନ୍ତି ଯେ, ଭାରତ ପିଓକେ (ପାକିସ୍ତାନ-ଅଧିକୃତ କାଶ୍ମୀର) ବ୍ୟତୀତ ଅନ୍ୟ କୌଣସି ପ୍ରସଙ୍ଗ‌ରେ ପାକିସ୍ତାନ ସହ କଥାବାର୍ତ୍ତା କରିବନାହିଁ। ରାଜନାଥ କହିଛନ୍ତି, ପିଓକେ ହେଉଛି ଭାରତର ଅବିଚ୍ଛେଦ୍ୟ ଅଂଶ ଏବଂ ଏହା ଏବେ ବେଆଇନ ଭାବେ ପାକିସ୍ତାନ ଅଧୀନରେ ରହିଛି। ଦ୍ରାସ୍‌ରେ କାର୍ଗିଲ ଯୁଦ୍ଧ ସ୍ମାରକସ୍ଥଳରେ କାର୍ଗିଲ ବିଜୟ ଦିବସ ସ୍ମୃତି ସମାରୋହ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ରାଜନାଥ କହିଛନ୍ତି, ପାକିସ୍ତାନ ଆତଙ୍କବାଦକୁ ଏହାର ରାଷ୍ଟ୍ରନୀତି କରିଛି। […]

Read More Text.
1785083140 hormuz

ମାଇନ ସଂସ୍ପର୍ଶରେ ଆସି ହର୍ମୁଜରେ ଜଳିଗଲା ତୈଳ ଟ୍ୟାଙ୍କର

ନୂଆଦିଲ୍ଲୀ: ଇରାନୀ ସମ୍ବାଦ ସରବରାହ ସଂସ୍ଥା ‘ତସନିମ’ ଅନୁସାରେ ହର୍ମୁଜ ପ୍ରଣାଳୀରେ ଏକ ତୈଳ ଟ୍ୟାଙ୍କରରେ ବିସ୍ଫୋରଣ ହୋଇଛି। ଜାହଜରେ ଏହି ବିସ୍ଫୋରଣ ଇରାନ ଦ୍ୱାରା ନିର୍ଦ୍ଧାରିତ ଜଳ ମାର୍ଗ ବାହାରେ ମାଇନ ସଂସ୍ପର୍ଶରେ ଆସିବା ଯୋଗୁ ହୋଇଛି। ଏହି ମାମଲାରେ ଇରାନ ଅଧିକାରୀମାନେ ଏ ପର୍ଯ୍ୟନ୍ତ କୌଣସି ବୟାନ ଦେଇ ନାହାନ୍ତି। ଏହି ଘଟଣା ଇସ୍ଲାମିକ ରିଭଲ୍ୟୁସନାରୀ ଗାର୍ଡ କ୍ରପ (ଆଇଆରଜିସି) ଦ୍ୱାରା ଗୁରୁବାର ଦିଆଯାଇଥିବା ସୂଚନା ପରେ ଆସିଛି। ୩ଟି ତୈଳ ଟ୍ୟାଙ୍କର ହର୍ମୁଜ ପାର […]

Read More Text.
1785051176 ANI 20260726071409 1068x601

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ର ସରକାର ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଇଛନ୍ତି ପ୍ରହ୍ଲାଦ ଯୋଶୀ । ପ୍ରହ୍ଲାଦ ଯୋଶୀ ଖାଦ୍ୟ, ସାଧାରଣ ବଣ୍ଟନ ଓ ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟର ଦାୟିତ୍ୱ ସହ ଶିକ୍ଷା ମନ୍ତ୍ରଣାଳୟର କାର୍ଯ୍ୟଭାର ମଧ୍ୟ ସମ୍ଭାଳିବେ। ଆଜି ସେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। କାର୍ଯ୍ୟଭାର ଗ୍ରହଣ ପରେ ପ୍ରହ୍ଲାଦ ଯୋଶୀ କହିଛନ୍ତି ଯେ, ସେ ଏହି ଦାୟିତ୍ୱକୁ କର୍ତ୍ତବ୍ୟବୋଧ ଓ ବିନମ୍ରତାର ସହ […]

Read More Text.
Protest 2026 07 24 08 40

ପଡ଼ୋଶୀ ପାକିସ୍ତାନ, ନେପାଳ ଓ ଶ୍ରୀଲଙ୍କାରେ ଭାରତୀୟ ‘ଜେନ୍‌ ଜେଡ୍‌’ଙ୍କୁ ପ୍ରବଳ ପ୍ରଶଂସା

ନୂଆଦିଲ୍ଲୀ: ଭାରତର ଜେନ୍ ଜେଡ୍‌ ଆନ୍ଦୋଳନ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କାରଣ ହୋଇଥିଲା। ଏହି ଆନ୍ଦୋଳନ କେବଳ ଦେଶର ଆକର୍ଷଣ ନୁହେଁ ବରଂ ସୀମା ଡେଇଁ ପଡ଼ୋଶୀ ପାକିସ୍ତାନ, ନେପାଳ ଓ ଶ୍ରୀଲଙ୍କାର ଯୁବପିଢ଼ିଙ୍କୁ ପ୍ରଭାବିତ କରିଛି। ଭାରତୀୟ ଯୁବପିଢ଼ି କିପରି ମାସକ ଧରି ଦିଲ୍ଲୀର ଜନ୍ତର ମନ୍ତରଠାରେ ଗୋଟିଏ ପ୍ରସଙ୍ଗରେ ଆନ୍ଦୋଳନ କରି ସେମାନଙ୍କ ଲକ୍ଷ୍ୟ ହାସଲ କରିଥିଲେ ତା’ର ପ୍ରଶଂସା କରାଯାଇଥିଲା। ଭାରତର ପଡ଼ୋଶୀ ଶ୍ରୀଲଙ୍କା ଓ ନେପାଳରେ ପୂର୍ବରୁ ଜେନ୍‌ […]

Read More Text.
IMG 20260726 WA0032 750x430

‘କ୍ୟାଚ୍ ଦି ରେନ୍’ ଅଭିଯାନରେ ଚମକିଲା ଭୁବନେଶ୍ୱର: ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଓଡ଼ିଶାର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ପାଇଁ ଆସିଛି ଏକ ଗର୍ବର ବିଷୟ। ଜଳ ସଂରକ୍ଷଣ ଦିଗରେ ସହରର ନିରନ୍ତର ପ୍ରୟାସ ଏବଂ ସଫଳତାକୁ ଏବେ ଖୋଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ରବିବାର ପ୍ରସାରିତ ନିଜର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍ କି ବାତ୍’ର ୧୩୬ତମ ସଂସ୍କରଣରେ ଦେଶବାସୀଙ୍କୁ ସମ୍ବୋଧିତ କରିବା ଅବସରରେ ପ୍ରଧାନମନ୍ତ୍ରୀ ‘କ୍ୟାଚ୍ ଦି ରେନ୍’ ଅଭିଯାନରେ ଭୁବନେଶ୍ୱରର ଉଲ୍ଲେଖନୀୟ ଯୋଗଦାନ ସମ୍ପର୍କରେ ଆଲୋଚନା କରିଛନ୍ତି। ଗତ ଜୁଲାଇ ୪ ତାରିଖରୁ ସାରା ଦେଶରେ […]

Read More Text.
Pralhad joshi 25492479 16x9

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ସମ୍ଭାଳିବେ ପ୍ରହ୍ଲାଦ ଯୋଶୀ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ର ସରକାର ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ କରିଛନ୍ତି। ସେ ନିଜର ବର୍ତ୍ତମାନର ଦାୟିତ୍ୱ ସହ ଶିକ୍ଷା ମନ୍ତ୍ରାଳୟର କାର୍ଯ୍ୟଭାର ମଧ୍ୟ ସମ୍ଭାଳିବେ।ପ୍ରହ୍ଲାଦ ଯୋଶୀ ବର୍ତ୍ତମାନ ଖାଦ୍ୟ, ସାଧାରଣ ବଣ୍ଟନ ଏବଂ ଉପଭୋକ୍ତା ବ୍ୟାପାର ମନ୍ତ୍ରାଳୟର ଦାୟିତ୍ୱରେ ରହିଛନ୍ତି। ଏବେ ସେହି ଦାୟିତ୍ୱ ସହ ତାଙ୍କୁ ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।ଏହାସହ ରାଷ୍ଟ୍ରପତି ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରିଛନ୍ତି। ଏହା […]

Read More Text.
3190 e1784995027923 300x191

ସରକାରଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହାର କଲା ସିଜେପି

ନୂଆଦିଲ୍ଲୀ : ସିଜେପି ଆନ୍ଦୋଳନ ପ୍ରତ୍ୟାହାର କଲା। ସିଜେପି ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ ଆମର ତିନୋଟି ଦାବି ଥିଲା। ପ୍ରଧାନ ଇସ୍ତଫା ଦେଇଛନ୍ତି। ଏବେ ଆମେ ୧ କୋଟି ଟଙ୍କା କ୍ଷତିପୂରଣ ଏବଂ ମାମଲା ପ୍ରତ୍ୟାହାର ଦାବି କରିଛୁ। ସରକାରଙ୍କ ସହିତ ତିନି ପର୍ଯ୍ୟାୟ ଆଲୋଚନା ହୋଇଥିଲା। ସୌରଭ ଦାସ କହିଛନ୍ତି ଯେ ସମସ୍ତ ମାମଲା ପ୍ରତ୍ୟାହାର କରାଯିବ ଏବଂ ଏଫଆଇଆରର କପି ବାଣ୍ଟି ଦିଆଯିବ। ସରକାର ଆମର ଦ୍ୱିତୀୟ ଦାବି ମଧ୍ୟ ଗ୍ରହଣ […]

Read More Text.