ଆସନ୍ତାକାଲି ଠାରୁ ୧୨ ରାଜ୍ୟରେ SIR ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ: ନିର୍ବାଚନ କମିଶନ
ନୂଆଦିଲ୍ଲୀ : ଭୋଟର ତାଲିକାର ସ୍ୱତନ୍ତ୍ର ବ୍ୟାପକ ସଂଶୋଧନ (SIR) ସମ୍ପର୍କରେ ବଡ଼ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର କହିଛନ୍ତି ଯେ, ବିହାରରେ ଏସଆଇଆରର ସଫଳତା ପରେ ଏହାର ଦ୍ୱିତୀୟ ପର୍ଯ୍ୟାୟ ଏବେ ଦେଶର ଅନ୍ୟ ରାଜ୍ୟଗୁଡ଼ିକରେ କାର୍ଯ୍ୟକାରୀ ହେବ । ଦ୍ୱିତୀୟ ପର୍ଯ୍ୟାୟରେ ୧୨ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ କାର୍ଯ୍ୟକାରୀ ହେବ SIR । ଜ୍ଞାନେଶ କୁମାର କହିଛନ୍ତି, ଭୋଟର ତାଲିକାରେ ଯୋଗ୍ୟ ଭୋଟରଙ୍କୁ ଯୋଡିବା ଏବଂ […]
Read More Text.