ମହିଳାମାନଙ୍କୁ ଯୋଗୀଙ୍କ ଦୀପାବଳି ଭେଟି, ମାଗଣାରେ ମିଳିବ ଏଲପିଜି ସିଲିଣ୍ଡର
ଲକ୍ଷ୍ନୌ : ଦୀପାବଳିରେ କୋଟି କୋଟି ମହିଳାଙ୍କୁ ଖୁସି ଖବର ଦେବେ ସରକାର । ମହିଳା ଓ ଯୁବତୀଙ୍କୁ ମାଗଣାରେ ଗ୍ୟାସ୍ ସିଲିଣ୍ଡର ଯୋଗାଇବେ । ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା ଅଧୀନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ଲୋକଭବନରେ ଆୟୋଜିତ ଏକ ସମାରୋହରେ ମାଗଣା ଏଲପିଜି ସିଲିଣ୍ଡର ରିଫିଲ୍ ଯୋଜନା ଆରମ୍ଭ କରିବେ । ଏହା ଅଧିନରେ ମହିଳାମାନଙ୍କୁ ମାଗଣା ଏଲପିଜି ସିଲିଣ୍ଡର ମିଳିବ । ସୂଚନା ଅନୁସାରେ, ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରକୁ ପ୍ରତିବର୍ଷ ଦୁଇଟି ମାଗଣା […]
Read More Text.