Air india 1068x712

ଉଡ଼ାଣ ବେଳେ ପକ୍ଷୀ ମାଡ଼, ଏୟାର ଇଣ୍ଡିଆର ବିମାନ ବାତିଲ

ନୂଆଦିଲ୍ଲୀ: କଲମ୍ବୋରୁ ଚେନ୍ନାଇ ଯାଉଥିବା ଏୟାର ଇଣ୍ଡିଆର ବିମାନରେ ଅଘଟଣ । ମଙ୍ଗଳବାର ବାର୍ଡ ହିଟ ଯୋଗୁଁ ବିମାନକୁ ବାତିଲ କରାଯାଇଥିବା  ବିମାନବନ୍ଦର କର୍ତ୍ତୃପକ୍ଷ କହିଛନ୍ତି। ଘଟଣା ସମୟରେ ବିମାନରେ ୧୫୮ ଜଣ ଯାତ୍ରୀ ଉପସ୍ଥିତ ଥିଲେ। ତେବେ ବିମାନଟିକୁ ସୁରକ୍ଷିତ ଭାବରେ ଅବତରଣ କରାଯାଇ ସେଥିରୁ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବରେ ବାହାର କରାଯାଇଥିଲା। ଏହି ଘଟଣା ପରେ ବିମାନକୁ ଗ୍ରାଉଣ୍ଡ କରାଯାଇ ପୁଙ୍ଖାନୁପୁଙ୍ଖ ଭାବେ ଯାଞ୍ଚ କରାଯାଇଥିଲା। ତେବେ ଏହାର ସୁରକ୍ଷା ଦୃଷ୍ଟିରୁ ବିମାନ […]

Read More Text.
Shilpa

୬୦ କୋଟି ଠକେଇ ମାମଲା: ଶିଳ୍ପା ସେଠୀଙ୍କୁ EOWର ଜେରା

ମୁମ୍ବାଇ : ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କୁ ମୁମ୍ବାଇ ପୋଲିସର ଅର୍ଥନୈତିକ ଅପରାଧିକ ଶାଖା ୫ ଘଣ୍ଟା ଧରି ପଚରାଉଚରା କରିଛି । ଶିଳ୍ପା ସେଟ୍ଟୀ ଏବଂ ତାଙ୍କ ସ୍ୱାମୀ ରାଜ କୁନ୍ଦ୍ରା ୬୦ କୋଟି ଟଙ୍କାର ଠକେଇ ମାମଲା ପୋଲିସ ରାଡାରରେ ରହିଛି । ଏ ନେଇ ଶିଳ୍ପାଙ୍କ ସ୍ୱାମୀ ରାଜ କୁନ୍ଦ୍ରାଙ୍କ ସମେତ ୫ ଜଣଙ୍କର ବୟାନ ରେକର୍ଡ ହୋଇଛି । ଠକେଇ କରିଥିବା ସଂସ୍ଥାର ନିର୍ଦ୍ଦେଶକ ଥିଲେ ଉଭୟ ଶିଳ୍ପା ଓ କୁନ୍ଦ୍ରା । […]

Read More Text.
Arvind kejriwala

ଦିଲ୍ଲୀର ପୂର୍ବ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରୱାଲଙ୍କୁ ମିଳିଲା ସରକାରୀ ବାସଭବନ

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ବାସଭାବନ ଛାଡିବାର ଗୋଟିଏ ବର୍ଷ ପରେ ମଧ୍ୟ ଆମ୍ ଆଦମୀ ପାର୍ଟିର ପ୍ରମୁଖ କିମ୍ବା ଦିଲ୍ଲୀର ପୂର୍ବ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରୱାଲଙ୍କୁ ଶେଷରେ ଏକ ନୂଆ ସରକାରୀ ବାସଭବନ ମିଳିଛି । ଦିଲ୍ଲୀ ହାଇକୋର୍ଟରେ ଏକ ଶୁଣାଣି ପରେ ଏହି ନିଷ୍ପତ୍ତି ଆସିଛି । ଯେଉଁଠାରେ ସେ ଜଣେ ରାଜନୈତିକ ଦଳର ଜାତୀୟ ସଭାପତି ଭାବରେ ବାସଭବନ ପାଇଁ ଅନୁରୋଧ କରିଥିଲେ । ସୂଚନାନୁଯାୟୀ, ଗୋଟିଏ ବର୍ଷର ଅପେକ୍ଷା ପରେ ଶେଷରେ ଗତକାଲି କେନ୍ଦ୍ର ସରକାର […]

Read More Text.
Physic nobel

ପଦାର୍ଥ ବିଜ୍ଞାନରେ ଆମେରିକାର ୩ ଜଣଙ୍କୁ ନୋବେଲ ପୁରସ୍କାର

ସ୍ବିଡେନ : ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି । ପଦାର୍ଥ ବିଜ୍ଞାନୀ ଜନ କ୍ଲାର୍କ, ବୈଜ୍ଞାନିକ ମାଇକେଲ ଡେଭୋରେଟ ଏବଂ ବୈଜ୍ଞାନିକ ଜନ ମାର୍ଟିନିସଙ୍କୁ ଏହି ପୁରସ୍କାର ମିଳିଛି । ଏକ ଇଲେକ୍ଟ୍ରିକ ସର୍କିଟରେ କ୍ଵାଣ୍ଟମ ମେକାନିକାଲ ଟନେଲିଂ ଏବଂ ଏନର୍ଜୀ କ୍ଵାଣ୍ଟାଇଜେସନର ଆବିସ୍କାର କ୍ଷେତ୍ରରେ ସେମାନଙ୍କୁ ଏହି ପୁରସ୍କାରରେ ସମ୍ମାନିତ କରାଯାଇଛି । ରୟାଲ ସ୍ଵେଡିଶ ଏକାଡେମୀ ଏଫ ସାଇନସେସ ତରଫରୁ ଦିଆଯାଉଥିବା ଏହି ପୁରସ୍କାର ବାବଦରେ ୩ ବୈଜ୍ଞାନିକଙ୍କୁ ୧୧ ମିଲିଅନ ସ୍ଵେଡିଶ […]

Read More Text.
Jaffar express

ପାକିସ୍ତାନରେ ଜାଫର ଏକ୍ସପ୍ରେସରେ ବୋମା ବିସ୍ଫୋରଣ, ୭ ଆହତ

ପାକିସ୍ତାନ : ପାକିସ୍ତାନର କ୍ବେଟାରେ ଜାଫର ଏକ୍ସପ୍ରେସକୁ ପୁଣି ଥରେ ଟାର୍ଗେଟ୍ କରାଯାଇଛି । ବର୍ତ୍ତମାନ ଟ୍ରେନକୁ ଟାର୍ଗେଟ୍ କରି ବୋମା ବିସ୍ଫୋରଣ କରାଯାଇଛି ।  ଏହି ଆକ୍ରମଣରେ ଟ୍ରେନ୍ ଲାଇନଚ୍ୟୁତ ହେବା ସହ ସାତ ଜଣ ଆହତ ହୋଇଛନ୍ତି । ଏହି ଆକ୍ରମଣ ପାଇଁ ବଲୁଚ୍ ବିଦ୍ରୋହୀ ଗୋଷ୍ଠୀ  ବଲୁଚ୍ ରିପବ୍ଲିକାନ୍ ଗାର୍ଡସକୁ ଦୋଷୀ ବୋଲି ଦାବି କରିଛି । ଟ୍ରେନଟି ପେଶାୱର ଅଭିମୁଖେ ଯାଉଥିବା ସମୟରେ ଏହାକୁ ଟାର୍ଗେଟ କରାଯାଇଥିଲା ବୋଲି ସୂଚନା ମିଳିଛି । […]

Read More Text.
Accident 1

ଇଟାଲୀରେ ସଡ଼କ ଦୁର୍ଘଟଣା: ୪ ଭାରତୀୟଙ୍କ ମୃତ୍ୟୁ

ଇଟାଲୀ: ଇଟାଲୀର ମାଟେରାରେ ଏକ ସଡ଼କ ଦୁର୍ଘଟଣାରେ ଚାରି ଜଣ ଭାରତୀୟ ନାଗରିକଙ୍କ ମୃତ୍ୟୁ ହୋଇଛି । ରୋମରେ ଥିବା ଭାରତୀୟ ଦୂତାବାସ ସୋମବାର ଏହି ଘଟଣା ବିଷୟରେ ସୂଚନା ଦେଇଛି । ସୂଚନା ଦେଇ ଇଟାଲୀୟ ସମାଚାର ଏଜେନ୍ସି ANSA ରିପୋର୍ଟ କରିଛି ଯେ ଆଗ୍ରି ଭ୍ୟାଲିର ମାଟେରାର ସ୍କାନଜାନୋ ଜୋନିକୋ ମ୍ୟୁନିସିପାଲିଟି ଅଞ୍ଚଳରେ କାରଟି ଏକ ଟ୍ରକ ସହିତ ଧକ୍କା ହେବା ଫଳରେ ଦୁର୍ଘଟଣା ଘଟିଥିଲା । ମୃତକମାନେ ହେଲେ ମନୋଜ କୁମାର, ସୁରଜିତ ସିଂହ, […]

Read More Text.
Beard

ଆମେରିକା ସେନାରେ ଦାଢି-ପଗଡି ଉପରେ କଟକଣା, ଭାରତର ନେତାଙ୍କ ବିରୋଧ

ନୂଆଦିଲ୍ଲୀ : ଆମେରିକୀୟ ସେନା ନୂଆ ନିୟମ ଯୋଗୁଁ ବିବାଦରେ ଫସିଛି। ନୂଆ ନିୟମାବଳୀରେ ଦାଢି ଓ ଲମ୍ବା କେଶ ଉପରେ କଟକଣା ଲାଗିଛି । ଯାହା ଫଳରେ ଶିଖ୍, ମୁସଲିମ୍ ଓ ଅର୍ଥୋଡକ୍ସ ୟେହୁଦୀ ସୈନିକଙ୍କୁ ନିଜ ଧର୍ମ ଓ ସେବା ମଧ୍ୟରୁ ଯେ କୌଣସି ଗୋଟିଏକୁ ଚୟନ କରିବାକୁ ପଡିବ। ନିକଟରେ ଆମେରିକୀୟ ପ୍ରତିରକ୍ଷା ସଚିବ ପିଟ୍ ହେଜସେଥ୍ ଦାଢି ରଖୁଥିବା ସୈନିକଙ୍କ ମଜା ଉଡାଇଥିଲେ। ସେ ଦାଢି ରଖୁଥିବା ସୈନିକଙ୍କୁ ‘ବିୟୋର୍ଡୋସ’ ବୋଲି ଉଚ୍ଚାରଣ […]

Read More Text.
Mayabati

ବିହାର ନିର୍ବାଚନ : ବଡ଼ ଘୋଷଣା, ସମସ୍ତ ଆସନରେ ପ୍ରାର୍ଥୀ ଦେବ ମାୟାବତୀଙ୍କ ବିଏସପି

ବିହାର : ଆଗାମୀ ବିହାର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ ।  ବିହାର ନିର୍ବାଚନ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ  ।  ପ୍ରଥମ ପର୍ଯ୍ୟାୟ ଗୁରୁବାର (୬ ନଭେମ୍ବର) ଏବଂ ଦ୍ୱିତୀୟ ପର୍ଯ୍ୟାୟ ମଙ୍ଗଳବାର (୧୧ ନଭେମ୍ବର) ରେ ହେବ ।  ନିର୍ବାଚନ ଫଳାଫଳ ଶୁକ୍ରବାର (୧୪ ନଭେମ୍ବର) ରେ ଘୋଷଣା କରାଯିବ । ନିର୍ବାଚନ କମିଶନଙ୍କ ଘୋଷଣା ପରେ ବିଏସପି ସୁପ୍ରିମୋ ମାୟାବତୀ ଟ୍ୱିଟ୍ କରିଛନ୍ତି । ତାଙ୍କ ଟ୍ୱିଟରେ ସେ […]

Read More Text.
Capture 1

ପ୍ରଧାନ ବିଚାରପତିଙ୍କ ଉପରକୁ ଜୋତା ଫିଙ୍ଗିବାକୁ ଉଦ୍ୟମ କରିଥିବା ଓକିଲ ନିଲମ୍ବିତ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ବି.ଆର ଗଭଇଙ୍କ ଉପରକୁ ଜୋତା ଫିଙ୍ଗିବାକୁ ଉଦ୍ୟମ କରିଥିବା ଆଇନଜୀବୀ ରାକେଶ କିଶୋରଙ୍କୁ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆରୁ ନିଲମ୍ବନ କରାଯାଇଛି। ଏହି ଅବଧି ମଧ୍ୟରେ ସେ ଓକିଲାତି କରିପାରିବେ ନାହିଁ। ବିସିଆଇ ତାଙ୍କ ଲାଇସେନ୍ସ ମଧ୍ୟ ରଦ୍ଦ କରିଛି। ବାର୍ କାଉନସିଲ୍ ଅଫ୍ ଇଣ୍ଡିଆ ଜଣାଇଛି କି ଏହି ମାମଲାରେ ଓକିଲଙ୍କ ବିରୋଧରେ ଅନୁଶାସନାତ୍ମକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ତାଙ୍କୁ ୧୫ ଦିନ ମଧ୍ୟରେ ଶୋ କଜ୍ ନୋଟିସ୍ ଜାରି […]

Read More Text.
Images

କଫସିରପ୍ ଖାଇ ୧୪ ଶିଶୁଙ୍କ ମୃତ୍ୟୁ ମାମଲା: ‘ଅପନା ମେଡିକାଲ ଷ୍ଟୋର୍ସ’ର ଲାଇସେନ୍ସ ରଦ୍ଦ

ଭୋପାଳ: ମଧ୍ୟ ପ୍ରଦେଶର ଛିନ୍ଦଓ୍ବାଡାରେ କଫସିରପ୍ ଖାଇ ୧୪ ଶିଶୁଙ୍କ ମୃତ୍ୟୁ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପରସିୟାରେ ପରିଚାଳିତ ‘ଅପନା ମେଡିକାଲ ଷ୍ଟୋର୍ସ’ର ଲାଇସେନ୍ସ ରଦ୍ଦ କରାଯାଇଛି। ଏହାର ପରିଚାଳିକା ଜ୍ୟେତି ସୋନି(ଡାକ୍ତର ପ୍ରବୀଣ ସୋନିଙ୍କ ପତ୍ନୀ)। ଖାଦ୍ୟ ଏବଂ ଔଷଧ ପ୍ରଶାସନ ଜିଲା ଛିନ୍ଦଓ୍ବାଡା ଲାଇସେନ୍ସ ରଦ୍ଦ କରିବାକୁ ଆଦେଶ ଜାରି କରିଛନ୍ତି। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ତତ୍କାଳ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ରାଜ୍ୟରେ ଡ୍ରଗ୍ କଣ୍ଟ୍ରୋଲର ଦିନେଶ ମୌର୍ଯ୍ୟଙ୍କ ହଟାଇ ଦେଇଛନ୍ତି। ଛିନ୍ଦଓ୍ବାଡାରେ […]

Read More Text.