ନଭେମ୍ବର ୬ ଓ ୧୧ରେ ହେବ ବିହାର ନିର୍ବାଚନ, ୧୪ରେ ଫଳାଫଳ
ନୂଆଦିଲ୍ଲୀ: ଆସନ୍ତା ନଭେମ୍ବର ୬ ଏବଂ ୧୧ ତାରିଖରେ ଦୁଇଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ। ୧୪ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ଘୋଷଣା କରାଯିବ। ସୋମବାର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଏ ସମ୍ପର୍କରେ ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରାଯାଇଛି। ଚଳିତ ଥର ବିହାରରେ ସ୍ଵତନ୍ତ୍ର ପୁଙ୍ଖାନୁପୁଙ୍ଖ ପୁନଃନିରୀକ୍ଷଣ(ଏସଆଇଆର) କାର୍ଯ୍ୟକାରୀ ହୋଇ ସଂଶୋଧିତ ମତଦାତା ତାଲିକା ପ୍ରକାଶ କରାଯାଇଛି। ବିହାରରେ ୨୪୩ ବିଧାନସଭା ଆସନ ରହିଛି। ପର୍ଯ୍ୟାୟକ୍ରମେ ଏସବୁ ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। […]
Read More Text.