ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା: ଛାତ୍ରଛାତ୍ରୀଙ୍କ ବିରୋଧରେ ସମସ୍ତ FIR ରଦ୍ଦ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ : ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ ଗତ ଜୁଲାଇ ମାସରେ ହୋଇଥିବା ଦେଶବ୍ୟାପୀ ଆନ୍ଦୋଳନରେ ପୁଲିସ ଅନେକ ଛାତ୍ରଙ୍କ ବିରୁଦ୍ଧରେ ମାମଲା ରୁଜୁ କରିଥିଲା । ଏହି ସମସ୍ତ ମାମଲା ଖାରଜ କରିବାକୁ ମଙ୍ଗଳବାର ମାନ୍ୟବର ସୁପ୍ରିମକୋର୍ଟ କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରଧାନ ବିଚରପତି ଜଷ୍ଟିସ ସୂର୍ଯ୍ୟ କାନ୍ତ, ବିଚାରପତି ଜଷ୍ଟିସ ଜୟମାଲ୍ୟ ବାଗ୍ଚୀ ଓ ଭି.ମୋହନାଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ରାୟ ଦେଇଛନ୍ତି । ବିନା […]
Read More Text.