ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ X ଆକାଉଣ୍ଟ ହ୍ୟାକ୍
ମହାରାଷ୍ଟ୍ର : ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଏକ୍ସ ଆକାଉଣ୍ଟ ହ୍ୟାକ ହୋଇଯାଇଥିଲା । ହ୍ୟାକର୍ସ ତାଙ୍କ ଆକାଉଣ୍ଟରେ ପାକିସ୍ତାନ ଏବଂ ତୁର୍କୀର ପତାକାର ଫଟୋ ଏବଂ ଉଭୟ ଦେଶର ଲାଇଭ-ଷ୍ଟ୍ରିମିଂ ଫଟୋ ପୋଷ୍ଟ କରିଥିଲେ । ହ୍ୟାକିଂ ପରେ, ଅଧିକାରୀମାନେ ତୁରନ୍ତ ସାଇବର କ୍ରାଇମ୍ ପୋଲିସକୁ ସୂଚିତ କରିଥିଲେ ଏବଂ ଏକ୍ସ ଆକାଉଣ୍ଟକୁ ରିକଭରି କରିବା ପାଇଁ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରାଯାଇଥିଲା । ଭାରତ-ପାକିସ୍ତାନ ଏସିଆ କପର ଦ୍ବିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ହେଉଥିବା ବେଳେ ଏଭଳି […]
Read More Text.