ଦିଶା ପଟାନୀଙ୍କ ଘରୁ ଗୁଳି ମାଡ଼ କରିଥିବା ଦୁଇ ସନ୍ଦିଗ୍ଧ ଏନକାଉଣ୍ଟରରେ ମୃତ
ବରେଲି : ବଲିଉଡ ଅଭିନେତ୍ରୀ ଦିଶା ପଟାନୀଙ୍କ ବରେଲି ସ୍ଥିତ ଘର ଉପରେ ଗୁଳିକାଣ୍ଡ ଘଟଣାରେ ସମ୍ପୃକ୍ତ ଦୁଇ ସନ୍ଦିଗ୍ଧ ପୋଲିସ ଏନକାଉଣ୍ଟରରେ ପ୍ରାଣ ହରାଇଛନ୍ତି । ୟୁପି ଏସଟିଏଫର ନୋଏଡା ୟୁନିଟ୍, ହରିୟାଣା ଏସଟିଏଫ୍ ଏବଂ ଦିଲ୍ଲୀ ପୋଲିସ କ୍ରାଇମବ୍ରାଞ୍ଚର ମିଳିତ ଟିମ୍ ଗାଜିଆବାଦର ଥାନା ଟେକ୍ନୋ ସିଟି ଅଞ୍ଚଳରେ ଏହି ଏନକାଉଣ୍ଟର କରିଛି । ପୋଲିସର ସୂଚନା ଅନୁଯାୟୀ, ଏନକାଉଣ୍ଟର ସମୟରେ ଉଭୟ ସନ୍ଦିଗ୍ଧ ଗୁରୁତର ଆହତ ହୋଇଥିଲେ । ସେମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ […]
Read More Text.