ମିଆଁମାର ଉପକୂଳ ନିକଟରେ ଅଘଟଣ: ବଙ୍ଗୋପସାଗରରେ ଦୁଇ ଡଙ୍ଗା ବୁଡ଼ି ୫୦୦ରୁ ଅଧିକ ଯାତ୍ରୀ ନିଖୋଜ
କୋଲକତା : ବଙ୍ଗୋପସାଗରରେ ମିଆଁମାର ଉପକୂଳ ନିକଟରେ ବଡ ଅଘଟଣ । ମଝି ସମୁଦ୍ରରେ ବୁଡିଗଲା ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ନେଇ ଯାଉଥିବା ଦୁଇଟି ଡଙ୍ଗା । ୫୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଆଶଙ୍କା କରାଯାଉଛି । ଘଟଣାକୁ ନେଇ ଜାତିସଂଘର ଇଣ୍ଟରନ୍ୟାସନାଲ୍ ଅର୍ଗାନାଇଜେସନ୍ ଫର୍ ମାଇଗ୍ରେସନ୍ ଓ ୟୁଏନଏଚସିଆର୍ ଗଭୀର ଚିନ୍ତା ପ୍ରକାଶ କରିଛନ୍ତି । ଖବର ମୁତାବକ, ଜୁନ ଶେଷ ସପ୍ତାହରେ ମିଆଁମାରର ସଂଘର୍ଷପ୍ରବଣ ରାଖାଇନ୍ ରାଜ୍ୟରୁ ଦୁଇଟି ଡଙ୍ଗା ଯାତ୍ରା ଆରମ୍ଭ କରିଥିଲା […]
Read More Text.