ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିପି ରାଧାକ୍ରିଷ୍ଣନ, ଆସନ୍ତାକାଲି ଉପରାଷ୍ଟ୍ରପତି ଭାବେ ନେବେ ଶପଥ
ନୂଆଦିଲ୍ଲୀ : ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିପି ରାଧାକ୍ରିଷ୍ଣନ । ଉପରାଷ୍ଟ୍ରପତି ନିର୍ବାଚନରେ ଜିତିବା ପରେ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି । ସିପି ରାଧାକ୍ରିଷ୍ଣନ ଇସ୍ତଫା ଦେବା ପରେ ଗୁଜରାଟ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତଙ୍କୁ ମହାରାଷ୍ଟ୍ର ରାଜ୍ୟପାଳ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି ରାଷ୍ଟ୍ରପତି । ଆଚାର୍ଯ୍ୟ ଦେବବ୍ରତ ଗୁଜରାଟ ସହିତ ମହାରାଷ୍ଟ୍ର ରାଜ୍ୟପାଳ ଦାୟିତ୍ବ ସମ୍ଭାଳିବେ । ଆସନ୍ତାକାଲି ଅର୍ଥାତ୍ ସେପ୍ଟେମ୍ବର ୧୨ରେ ସିପି ରାଧାକ୍ରିଷ୍ଣନ ଉପରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବେ । […]
Read More Text.