ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ
ଇଟାଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ । ମେଲୋନୀ ନିଜର ଏକ୍ସ ଆକାଉଣ୍ଟରେ ମୋଦିଙ୍କ ସହିତ ଏକ ଫଟୋ ସେୟାର କରିଛନ୍ତି, ଯେଉଁଥିରେ କ୍ୟାପସନରେ ଲେଖିଛନ୍ତି, ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୭୫ତମ ଜନ୍ମଦିନରେ ହାର୍ଦ୍ଦିକ ଶୁଭକାମନା । ତାଙ୍କର ଶକ୍ତି, ଦୃଢ ସଂକଳ୍ପ ଏବଂ ଲକ୍ଷ ଲକ୍ଷ ଲୋକଙ୍କୁ ନେତୃତ୍ୱ ନେବାରେ ତାଙ୍କ କ୍ଷମତା ପ୍ରେରଣାର ସ୍ରୋତ । ବନ୍ଧୁତା ଏବଂ ସମ୍ମାନ ସହିତ, ମୁଁ ତାଙ୍କ […]
Read More Text.