ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ୧୦ ପ୍ରତିଶତକୁ ବୃଦ୍ଧି ପାଇଲା ତୈଳ ଦର
ଇରାନ : ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଆକାଶଛୁଆଁ ତେଲ ଦର । ଇସ୍ରାଏଲ-ଇରାନ ମଧ୍ୟରେ ବଢ଼ୁଥିବା ଯୁଦ୍ଧ ଯୋଗୁଁ ତୈଳ ଦରରେ ଲାଗିଛି ନିଆଁ । ଏହାରି ମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ୧୦ ପ୍ରତିଶତକୁ ବୃଦ୍ଧି ପାଇଛି । ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ୭ରୁ ୧୩ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ହୋଇଛି । ସୋମବାର ବ୍ରେଣ୍ଟ କ୍ରୁଡ୍ ଦରରେ ୭ରୁ ୧୩ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ଦେଖିବାକୁ ମିଳିଛି । ଯଦି […]
Read More Text.