Gaza war

ଗାଜାର ବିମାନ ଉପରେ ଇସ୍ରାଏଲର ଆକ୍ରମଣ , ୨୦ ମୃତ

ଇସ୍ରାଏଲ ପୁଣି ଥରେ ଗାଜାର ବିମାନ ଉପରେ କରିଛି ଆକ୍ରମଣ । ଇସ୍ରାଏଲର ବୋମା ବିସ୍ଫୋରଣରେ ୩ ଜଣ ସାମ୍ବାଦିକଙ୍କ ସମେତ ୧୫ ଜଣଙ୍କର ମୃତ୍ୟୁ ହୋଇଥିଲା । କିନ୍ତୁ ବର୍ତ୍ତମାନ ଏକ ରିପୋର୍ଟରୁ ଜଣାପଡିଛି ଯେ ମୃତଙ୍କ ସଂଖ୍ୟା ୨୦କୁ ବୃଦ୍ଧି ପାଇଛି । ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏହି ଆକ୍ରମଣ ଦକ୍ଷିଣ ଗାଜାର ଏକ ହସ୍ପିଟାଲ ଉପରେ କରାଯାଇଛି । ସୂଚନାନୁଯାୟୀ, ଯେଉଁ ସମୟରେ ଇସ୍ରାଏଲର ସୁରକ୍ଷା କ୍ୟାବିନେଟ୍ ଗାଜା ଦଖଲ […]

Read More Text.
Cds

ଶତ୍ରୁ ଦେଶକୁ CDS ଜେନେରାଲ ଅନିଲ୍ ଚୌହାନଙ୍କ ଚେତାବନୀ; ଯଦି ଶାନ୍ତି ଚାହୁଁଛ ଯୁଦ୍ଧ ପାଇଁ ପ୍ରସ୍ତୁତ ରୁହ…’

ନୂଆଦିଲ୍ଲୀ: ଭାରତର ପ୍ରତିରକ୍ଷା ମୁଖ୍ୟ (CDS) ଜେନେରାଲ ଅନିଲ୍ ଚୌହାନ ଚୀନ, ପାକିସ୍ତାନକୁ ସିଧାସଳଖ ବାର୍ତ୍ତା ଦେଇଛନ୍ତି । ସେ ଦେଶର ସୁରକ୍ଷା ଏବଂ ଭବିଷ୍ୟତର ପ୍ରସ୍ତୁତି ଉପରେ ମଧ୍ୟ ଅନେକ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଭାରତ ସର୍ବଦା ଶାନ୍ତିର ସମର୍ଥକ ରହିଆସିଛି, କିନ୍ତୁ ଶକ୍ତି ବିନା ଶାନ୍ତି କେବଳ ଏକ କଳ୍ପନା ହୋଇ ରହିଥାଏ । ଜେନେରାଲ ଚୌହାନ ଅପରେସନ ସିନ୍ଦୂର ଏବଂ ଆଗାମୀ ସମୟରେ ଭାରତର ନୂଆ ପ୍ରତିରକ୍ଷା ପ୍ରଣାଳୀ […]

Read More Text.
Pakistan flood

ପାକିସ୍ତାନରେ ବନ୍ୟା ବିତ୍ପାତ ଜାରି, ୨୪ ଘଣ୍ଟାରେ ୧୭ ମୃତ

ପାକିସ୍ତାନରେ ପ୍ରବଳ ବର୍ଷା, ବନ୍ୟା ଏବଂ ଭୂସ୍ଖଳନ ଯୋଗୁଁ ଅନେକ କ୍ଷତି ଘଟିଛି । ପରିସ୍ଥିତି ଏପରି ହୋଇଛି ଯେ ଏଠାରେ ପ୍ରତିଦିନ ଲୋକ ମୃତ୍ୟୁବରଣ କରୁଛନ୍ତି । ଉତ୍ତର-ପଶ୍ଚିମ ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶ ବର୍ଷା ଦ୍ୱାରା ସର୍ବାଧିକ ପ୍ରଭାବିତ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଖାଇବର ପଖତୁନଖ୍ୱାର କିଛି ସ୍ଥାନରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ଯୋଗୁଁ ୩ ଜଣ ଶିଶୁଙ୍କ ସମେତ ଅତି କମରେ ୧୭ଜଣଙ୍କର ମୃତ୍ୟୁ ମଧ୍ୟ ହୋଇଛି […]

Read More Text.
Trump 5

ଡୋନାଲ୍ଡ ଟ୍ରମ୍ପଙ୍କ ୟୁ-ଟର୍ଣ୍ଣ, ୬ ଲକ୍ଷ ଚୀନ୍ ଛାତ୍ରଙ୍କ ପାଇଁ ଭିସା ଘୋଷଣା

ଚାଇନା ପାଇଁ ଟ୍ରମ୍ପଙ୍କ ୟୁ-ଟର୍ଣ୍ଣ । ଜିନପିଙ୍ଗଙ୍କ ଆଗରେ ନରମ ପଡ଼ୁଛନ୍ତି ଟ୍ରମ୍ପ । ୬ ଲକ୍ଷ ଚୀନ୍ ଛାତ୍ରଙ୍କ ପାଇଁ ଭିସା ଘୋଷଣା କଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଅନ୍ୟପଟେ ଚାଇନାର ଛାତ୍ରମାନଙ୍କୁ ଆମେରିକୀୟ ବିଶ୍ୱବିଦ୍ୟାଳୟରେ ପାଠ ପଢିବାକୁ ଅନୁମତି ଘୋଷଣା ପରେ ଏହାକୁ ନାପସନ୍ଦ କରିଛନ୍ତି ଟ୍ରମ୍ପଙ୍କ ସମର୍ଥକ। ୱାଶିଂଟନ୍ ଏବଂ ବେଜିଂ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ସମ୍ପର୍କ ବିଷୟରେ ଟ୍ରମ୍ପ ଆଲୋଚନା କରି ଏଭଳି ନିଷ୍ପତ୍ତି ନେଇଥିବା କହିଛନ୍ତି । […]

Read More Text.
Indian army 1068x601

ଉରିରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ କଲା ସେନା

ଜାମ୍ମୁ-କାଶ୍ମୀରର ଉରି ଅନ୍ତର୍ଗତ ନିୟନ୍ତ୍ରଣ ରେଖା(ଏଲଓସି)ରେ ସୋମବାର ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ କରିଛି ସେନା। ନିୟନ୍ତ୍ରଣ ରେଖା ନିକଟରେ କିଛି ସନ୍ଦିଗ୍ଧ ଗତିବିଧି ଦେଖିବା ପରେ ଯବାନଙ୍କ ପକ୍ଷରୁ ଗୁଳିମାଡ଼ କରାଯାଇଥିଲା। ଫଳରେ ଆତଙ୍କୀମାନେ ଛତ୍ରଭଙ୍ଗ ଦେଇଥିଲେ ବୋଲି ସେନା ସୂତ୍ରରୁ ଜଣାପଡ଼ିଛି। ଏହି ଘଟଣା ପରେ ସେନା ପକ୍ଷରୁ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି। ସୋମବାର ସକାଳେ ପାକିସ୍ତାନ ପଟୁ ୬ରୁ ଅଧିକ ଡ୍ରୋନ ପୁଞ୍ଚ ଜିଲାର ଏଲଓସି ଉପରେ ଚକ୍କର […]

Read More Text.
Dar yunus 750x430

ଢାକାରେ ଡାର୍-ୟୁନୁସ ମିଟ୍, ଭାରତକୁ ବିପଦ କେତେ ?

ନୂଆଦିଲ୍ଲୀ: ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ଏବଂ ବୈଦେଶିକ ମନ୍ତ୍ରୀ ଇଶାକ ଦାର ଶନିବାର ଦୁଇ ଦିନିଆ ଗସ୍ତରେ ବାଂଲାଦେଶରେ ପହଞ୍ଚିଛନ୍ତି। ଗତ ୧୩ ବର୍ଷ ମଧ୍ୟରେ ଏହା ଜଣେ ପାକିସ୍ତାନୀ ବୈଦେଶିକ ମନ୍ତ୍ରୀଙ୍କ ବାଂଲାଦେଶର ପ୍ରଥମ ରାଷ୍ଟ୍ର ଗସ୍ତ। ଗତ ବର୍ଷ ଅଗଷ୍ଟରେ ଶେଖ ହସିନାଙ୍କ ସରକାରର ପତନ ଏବଂ ବାଂଲାଦେଶରେ ମହମ୍ମଦ ୟୁନୁସଙ୍କ ସରକାର ଗଠନ ପରେ ଇସଲାମାବାଦ ଏବଂ ଢାକା ମଧ୍ୟରେ ସମ୍ପର୍କରେ ଉନ୍ନତି ଆସିଛି । ଏହାରି ଭିତରେ ଏବେ ବାଂଲାଦେଶ ସରକାରଙ୍କ ନିମନ୍ତ୍ରଣରେ […]

Read More Text.
Amit shah 2 750x430

ନୂଆ ବିଲ୍ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ଶାହା, ଧନଖଡ଼ଙ୍କ ଇସ୍ତଫା ନେଇ ବି କହିଲେ ବଡ କଥା….

ନୂଆଦିଲ୍ଲୀ: ୧୩୦ ତମ ସଂଶୋଧନ ବିଲ୍ ଠାରୁ ଆରମ୍ଭ କରି ଜଗଦୀପ ଧନଖଡଙ୍କ ଉପରାଷ୍ଟ୍ରପତି ପଦ ଛାଡିବା ପର୍ଯ୍ୟନ୍ତ ସବୁ କିଛି ନେଇ ବଡ ମନ୍ତବ୍ୟ ରଖିଛନ୍ତି ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ । ଖବରସରବରାହ ସଂସ୍ଥା ଏଏନଆଇ ସହ ଏକ ସାକ୍ଷାତକାରରେ ୧୩୦ତମ ସମ୍ବିଧାନ ସଂଶୋଧନ ବିଲ୍ ବିରୋଧରେ ବିରୋଧୀଙ୍କ ମତ ଉପରେ ଶାହ ବିରୋଧୀଙ୍କୁ କଡା ଆକ୍ରମଣ କରିଛନ୍ତି । କହିଛନ୍ତି, ଆଜି ମଧ୍ୟ ବିରୋଧୀ ଦଳର ଲୋକମାନେ ଚେଷ୍ଟା କରୁଛନ୍ତି ଯେ ଯଦି ସେମାନେ […]

Read More Text.
11

ନୌସେନାକୁ ବୁଷ୍ଟ କରିବ ସବ୍‌ମରିନ୍ ଡିଲ୍, ଜର୍ମାନୀଠାରୁ ଭାରତ କିଣିବ ୬ ବୁଡ଼ାଜାହାଜ

ନୂଆଦିଲ୍ଲୀ: ଭାରତ ସରକାର ବାୟୁସେନା ଓ ନୌସେନାର ଶକ୍ତି ବଢ଼ାଇବା ପାଇଁ ଦୁଇଟି ବଡ଼ ଚୁକ୍ତି ଲାଗି ପ୍ରସ୍ତୁତି ଚଳାଇଛନ୍ତି। ଛଅ ମାସ ଧରି ଅଟକି ରହିବା ପରେ, କେନ୍ଦ୍ର ସରକାର ପ୍ରତିରକ୍ଷା ମନ୍ତ୍ରଣାଳୟ ଏବଂ ମଝଗାଓଁ ଡକ୍‌ୟାର୍ଡସ ଲିମିଟେଡ୍ (MDL)କୁ ପ୍ରୋଜେକ୍ଟ ୭୫ ଇଣ୍ଡିଆ (P-75I) ଅଧୀନରେ ଛଅଟି ଉନ୍ନତ ବୁଡ଼ାଜାହାଜ ନିର୍ମାଣ ପାଇଁ ଜର୍ମାନୀର ଥିସେନକ୍ରୁପ୍ ମାରିନ୍ ସିଷ୍ଟମ୍ସ (TKMS) ସହିତ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିବାକୁ ଅନୁମୋଦନ ଦେଇଛନ୍ତି। ପ୍ରତିରକ୍ଷା ଅଧିକାରୀଙ୍କ ଅନୁଯାୟୀ, […]

Read More Text.
00

ସିଆଇଏସଏଫ ପ୍ରଥମ ମହିଳା କମାଣ୍ଡୋ ୟୁନିଟ୍ ଆରମ୍ଭ, ସ୍ୱତନ୍ତ୍ର ତାଲିମ ପରେ ହେବେ ନିୟୋଜିତ

ନୂଆଦିଲ୍ଲୀ: କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (CISF) ରବିବାର ଘୋଷଣା କରିଛି ଯେ ଏହାର ପ୍ରଥମ ମହିଳା କମାଣ୍ଡୋ ୟୁନିଟ୍ ଏବେ ଆରମ୍ଭ ହୋଇଛି। ଏହି ସ୍ୱତନ୍ତ୍ର ମହିଳା ସ୍କ୍ୱାଡ୍ ଦେଶର ବିମାନବନ୍ଦର ଏବଂ ଅନ୍ୟାନ୍ୟ ସମ୍ବେଦନଶୀଳ ପ୍ରତିଷ୍ଠାନରେ ସୁରକ୍ଷା ଦାୟିତ୍ୱ ପାଇଁ ନିୟୋଜିତ ହେବ। ଏବେ ମହିଳା କମାଣ୍ଡୋମାନଙ୍କୁ ମଧ୍ୟପ୍ରଦେଶର ବାରୱାହାରେ ଅବସ୍ଥିତ ଆଞ୍ଚଳିକ ତାଲିମ କେନ୍ଦ୍ର (RTC)ରେ ସ୍ୱତନ୍ତ୍ର ତାଲିମ ଦିଆଯାଉଛି। ମୁଖପାତ୍ରଙ୍କ ଅନୁଯାୟୀ, ଏହି ଆଠ ସପ୍ତାହର ଉନ୍ନତ କମାଣ୍ଡୋ ପାଠ୍ୟକ୍ରମ ବିଶେଷ […]

Read More Text.
Accident 6

ଟ୍ରାକ୍ଟରକୁ ଧକ୍କା ଦେଲା ଟ୍ରକ, ୮ ଶ୍ରଦ୍ଧାଳୁ ମୃତ ଓ ୪୩ ଆହତ

ସୋମବାର ଅର୍ଥାତ୍ ଆଜି ବୁଲନ୍ଦସହରରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଆଠ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୪୩ ଜଣ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ, କାସଗଞ୍ଜରୁ ଗୋଗାମେଡି ରାଜସ୍ଥାନକୁ ଜହରବୀର (ଗୋଗାଜୀ) ଦର୍ଶନ ପାଇଁ ଯାଉଥିବା ଶ୍ରଦ୍ଧାଳୁ ଭର୍ତ୍ତି ଟ୍ରାକ୍ଟରକୁ ଏକ ଟ୍ରକ ଧକ୍କା ଦେଇଥିଲା, ଯାହା ଫଳରେ ଏହି ଦୁର୍ଘଟଣା ଘଟିଛି । ମୃତକଙ୍କ ମଧ୍ୟରେ ଜଣେ ଶିଶୁ ଏବଂ ଦୁଇଜଣ ମହିଳା ମଧ୍ୟ ଅଛନ୍ତି, ସମସ୍ତ ଆହତଙ୍କୁ […]

Read More Text.