ଭାରତ-ଚୀନ ସୀମା ବିବାଦ: ଅଜିତ ଡୋଭାଲ ଓ ଚୀନ ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ
ନୂଆଦିଲ୍ଲୀ: ଆମେରିକାରର ଟାରିଫ୍ ୱାର ମଧ୍ୟରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟିଙ୍କୁ ସାକ୍ଷାତ କରିଛନ୍ତି । ନୂଆଦିଲ୍ଲୀରେ ଉଭୟ ଭାରତ-ଚୀନ ସୀମା ବିବାଦ ଉପରେ ଆଲୋଚନା କରିଛନ୍ତି । ଏହି ବୈଠକ ସୀମା ବିବାଦର ସମାଧାନ ଏବଂ ପ୍ରକୃତ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ହ୍ରାସ କରି ଶାନ୍ତି ପ୍ରତିଷ୍ଠା କରିବା ପାଇଁ ୨୪ତମ ପର୍ଯ୍ୟାୟ ସ୍ୱତନ୍ତ୍ର ପ୍ରତିନିଧି ଆଲୋଚନା ଅଧୀନରେ ହୋଇଥିଲା । ଅଜିତ ଡୋଭାଲ ଆଲୋଚନା ଆରମ୍ଭ […]
Read More Text.