ସରକାରୀ ଓ ବିରୋଧୀ ଦଳ ସମସ୍ତେ ସମାନ-ଇସିଆଇ
ନୂଆଦିଲ୍ଲୀ : ଭାରତୀୟ ନିର୍ବାଚନ କମିଶନ(ଇସିଆଇ)ର ସାମ୍ବାଦିକ ସମ୍ମିଳନୀ ନୂଆଦିଲ୍ଲୀର ରାଇସିନା ରୋଡ୍ରେ ଥିବା ଜାତୀୟ ଗଣମାଧ୍ୟମ କେନ୍ଦ୍ରରେ ରବିବାର କରାଯାଇଛି । ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏହି ସମୟରେ ଭୋଟରମାନଙ୍କୁ ଏକ ବାର୍ତ୍ତା ଦେଇ କହିଛନ୍ତି, ସମ୍ବିଧାନ ଅନୁଯାୟୀ, ୧୮ ବର୍ଷ ବୟସ ପୂରଣ କରିଥିବା ପ୍ରତ୍ୟେକ ଯୁବକ ଓ ଯୁବତୀ ଭୋଟର ହୋଇ ଭୋଟ ଦେବା ଉଚିତ୍ । ପ୍ରତ୍ୟେକ ରାଜନୈତିକ ଦଳ ନିର୍ବାଚନ କମିଶନରେ ପଞ୍ଜିକରଣ ପରେ ହିଁ ଗଠିତ ହୁଏ […]
Read More Text.