ପତ୍ନୀ ଓ ଭଉଣୀକୁ ହତ୍ୟା କରିବା ପରେ ନିଜ ଜୀବନ ହାରିଲେ ବ୍ୟାଙ୍କ କର୍ମଚାରୀ
ଲକ୍ଷ୍ନୌ : ଲକ୍ଷ୍ନୌର ଗୋମତୀ ନଗର ଅଞ୍ଚଳରେ ଜଣେ ବ୍ୟାଙ୍କ କର୍ମଚାରୀ ନିଜ ସ୍ତ୍ରୀ ଓ ଭଉଣୀଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜ ଜୀବନକୁ ଶେଷ କରିଛନ୍ତି । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି । ଅଭିଯୁକ୍ତ ମାନସ ବାଜପେୟୀ, ସ୍ତ୍ରୀ ଦିବ୍ୟା ମିଶ୍ର ଏବଂ ଭଉଣୀ ଶିବା ବାଜପେୟୀ ଗୁଳି କରି ହତ୍ୟା କରିବା ପରେ ନିଜେ ନିଜକୁ ଶେଷ କରିଥିବା ଜଣାପଡ଼ିଛି । ମାନସ ଗୋମତୀ ନଗରସ୍ଥିତ […]
Read More Text.