ଭାରତ-ବାଂଲାଦେଶ ଅନ୍ତର୍ଜାତୀୟ ସୀମାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ନୂଆଦିଲ୍ଲୀ: ବାଂଲାଦେଶର ସାମ୍ପ୍ରତିକ ପରିସ୍ଥିତି ଯୋଗୁଁ ଭାରତ ଏବେ ହାଇ ଆଲର୍ଟରେ ଅଛି। ଭାରତ-ବାଂଲାଦେଶ ଅନ୍ତର୍ଜାତୀୟ ସୀମାରେ ସୁରକ୍ଷାକୁ ଆହୁରି ବୃଦ୍ଧି କରାଯାଇଛି। ସୀମା ସୁରକ୍ଷା ବଳ (ବିଏସଏଫ୍) ଚିକେନ୍ ନେକ୍ ଅଞ୍ଚଳର ପ୍ରାୟ ୭୫ଧ ଅଞ୍ଚଳରେ ଏକ ନୂତନ ଡିଜାଇନ୍ ବାଡ଼ (ଏନଡିଏଫ୍) ସ୍ଥାପନ କରାଯାଇଛି। ରିପୋର୍ଟ ଅନୁଯାୟୀ, ବିଏସଏଫ୍ ପକ୍ଷରୁ ବିଶେଷ ସମ୍ବେଦନଶୀଳ ଅଞ୍ଚଳରେ ୧୨ ଫୁଟ ଉଚ୍ଚତାର ଅତ୍ୟାଧୁନିକ ବାଡ଼ ସ୍ଥାପନ କରାଯାଇଛି । ସ୍ମାର୍ଟ ବାଡ଼ ବ୍ୟବହାର କରାଯାଇଛି କାରଣ ଏହାର […]
Read More Text.