Trump brics 750x430

ଭାରତ ଚଳାଇଲା ଗୋଟି, ନିଜ ଜାଲରେ ଫସିବେ ଟ୍ରମ୍ପ!

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଭାରତ ଉପରେ ଖପ୍ପା । ରୁଷିଆ ସହ ସମ୍ପର୍କ ନେଇ ଭାରତ ଉପରେ ଦାଉ ସାଧୁଥିବା ଟ୍ରମ୍ପ, ଦେଶର ଆମଦାନୀ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ ଜାରି କରିଛନ୍ତି । ହେଲେ ଏବେ ଟ୍ରମ୍ପ ନିଜ ଚାଲରେ ହିଁ ଫସିବାକୁ ଯାଉଛନ୍ତି । ଭାରତ ଟ୍ରମ୍ପକୁ ମାତ୍ ଦେବାକୁ ତାର ଯୋଜନା ପ୍ରସ୍ତୁତ କରିସାରିଛି । ବ୍ରିକ୍ସ ବନ୍ଧୁଙ୍କ ସହ ମିଶି ଏବେ ଟ୍ରମ୍ପଙ୍କୁ ଚକମା ଦେବା ପାଇଁ […]

Read More Text.
Deas

ଭାରତରେ ବ୍ୟାପୁଛି ସାଂଘାତିକ ରୋଗ, ‘ବ୍ରେନ ଇଟିଂ ଆମୀବା’ ନେଉଛି ଜୀବନ

ନୂଆଦିଲ୍ଲୀ: ବିଶ୍ୱରେ ଅନେକ ପ୍ରକାରର ଭୂତାଣୁ (ଭାଇରସ) ଓ ଜୀବାଣୁ (ବ୍ୟାକ୍ଟେରିଆ) ମଣିଷର ସ୍ୱାସ୍ଥ୍ୟ ପାଇଁ ବିପଦ ସୃଷ୍ଟି କରୁଛନ୍ତି। କିନ୍ତୁ କେତେକ ଏମିତି ଅଛନ୍ତି, ଯାହାର ନାମ ଶୁଣିଲେ ହିଁ ଲୋକେ ଭୟଭୀତ ହୋଇଯାଆନ୍ତି। ‘ବ୍ରେନ ଇଟିଂ ଆମୀବା’ ଏପରି ଏକ ଅତି ଦୁର୍ଲଭ ଓ ଜୀବନଘାତୀ ସଂକ୍ରମଣ। ନିକଟରେ କେରଳରେ ମାତ୍ର ୩ ମାସ ମଧ୍ୟରେ ୩ ଜଣଙ୍କର ଏହି ସଂକ୍ରମଣ ହୋଇଥିବା ସୂଚନା ମିଳିଛି, ଯେଉଁଥିରେ ଜଣେ ୩ ମାସର ଶିଶୁ ମଧ୍ୟ […]

Read More Text.
Cran

ଫସିଲା ମୋନୋ ରେଲ୍‌: କ୍ରେନ୍‌ରେ ଯାତ୍ରୀଙ୍କୁ କରାଗଲା ଉଦ୍ଧାର

ମୁମ୍ବାଇ: ପ୍ରବଳ ବର୍ଷା ମଧ୍ୟରେ ଆଜି ମୁମ୍ବାଇରେ ଏକ ମୋନୋ ରେଲ୍‌ ଟ୍ରେନ୍‌ ଫସି ଯାଇଛି। ଏଥିଯୋଗୁଁ ପ୍ରାୟ ୨ ଶହ ଯାତ୍ରୀ  ୨ ଘଣ୍ଟାରୁ ଊର୍ଦ୍ଧ୍ବ ସମୟ ଧରି ଫସି ରହିଥିଲେ।  ମୋନୋ ରେଲ୍‌ ଏକ ଉଚ୍ଚ ଟ୍ରାକ୍‌ରେ ଯାତ୍ରା କରୁଥିବା ବେଳେ ବିଦ୍ୟୁତ ସରବରାହ ବନ୍ଦ ହୋଇଯିବାରୁ ଏହା ହଠାତ ଠପ୍‌ ହୋଇଯାଇଥିଲା ବୋଲି  ଏମ୍‌ଏମ୍‌ଆର୍‌ଡିଏ (ମୁମ୍ବାଇ ମେଟ୍ରୋପଲିଟାନ୍‌ ରିଜିଅନ୍‌ ଡେଭେଲପ୍‌ମେଣ୍ଟ ଅଥରିଟି) କହିଛନ୍ତି।  ଟ୍ରେନ୍‌ଟି ସନ୍ଧ୍ୟା ପ୍ରାୟ ୬.୧୫ ସମୟରେ ଚେମ୍ବୁରରୁ ଭକ୍ତି […]

Read More Text.
Mum

ମୁମ୍ବାଇରେ ଦିନକରେ ୩୦୦ ମିମି ବର୍ଷା, ରେଡ୍ ଆଲର୍ଟ, ୬ ମୃତ, ୩ ଶହ ଉଦ୍ଧାର

ମୁମ୍ବାଇ: ମଙ୍ଗଳବାର ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳ ଜଳମଗ୍ନ ହେବା ସହ ଲୋକାଲ ଟ୍ରେନ୍ ବିଳମ୍ବିତ ହେବା ଓ ସଡ଼କ ଯାତାୟାତ ଗୁରୁତର ଭାବେ ବାଧାପ୍ରାପ୍ତ ହେବାରୁ ସହର ପ୍ରାୟ ଠପ୍ ହୋଇଯାଇଛି। ବର୍ଷାଜନିତ କାରଣ ପାଇଁ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପାଣିଘେରରେ ଥିବା ବିପଦଗ୍ରସ୍ତ ଅଂଚଳରୁ ପ୍ରାୟ ୩ ଶହ ଲୋକଙ୍କୁ ଉଦ୍ଧାର କରାଯାଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ସ୍କୁଲ, କଲେଜ ଓ ସରକାରୀ କାର୍ଯ୍ୟାଳୟକୁ ବନ୍ଦ […]

Read More Text.
Lac

ଭାରତ-ଚୀନ ସୀମା ବିବାଦ: ଅଜିତ ଡୋଭାଲ ଓ ଚୀନ ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ: ଆମେରିକାରର ଟାରିଫ୍‍ ୱାର ମଧ୍ୟରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟିଙ୍କୁ ସାକ୍ଷାତ କରିଛନ୍ତି । ନୂଆଦିଲ୍ଲୀରେ ଉଭୟ ଭାରତ-ଚୀନ ସୀମା ବିବାଦ ଉପରେ ଆଲୋଚନା କରିଛନ୍ତି । ଏହି ବୈଠକ ସୀମା ବିବାଦର ସମାଧାନ ଏବଂ ପ୍ରକୃତ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ହ୍ରାସ କରି ଶାନ୍ତି ପ୍ରତିଷ୍ଠା କରିବା ପାଇଁ ୨୪ତମ ପର୍ଯ୍ୟାୟ ସ୍ୱତନ୍ତ୍ର ପ୍ରତିନିଧି ଆଲୋଚନା ଅଧୀନରେ ହୋଇଥିଲା । ଅଜିତ ଡୋଭାଲ ଆଲୋଚନା ଆରମ୍ଭ […]

Read More Text.
Trump 3

ହ୍ବାଇଟ୍ ହାଉସରେ ଏକାଠି ହେଲେ ଟ୍ରମ୍ପ-ଜେଲେନସ୍କି, ଯୁଦ୍ଧ ବିରତି ନେଇ ଆଲୋଚନା

ସୋମବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସକି ଏବଂ ୟୁରୋପୀୟ ନେତାମାନଙ୍କ ସହ ସାକ୍ଷାତ କରିଛନ୍ତି । ହ୍ୱାଇଟ୍ ହାଉସରେ ଗୁରୁତ୍ୱପୂର୍ଣ୍ଣ ବୈଠକଟ୍ରମ୍ପ ଏହାକୁ ‘ସଫଳ ଦିନ’ ବୋଲି କହିଥିଲେ, କିନ୍ତୁ ସବୁଠାରୁ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଥିଲା ଯେତେବେଳେ ସେ ବୈଠକ ବାଧାପ୍ରାପ୍ତ କରି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଫୋନ୍ କରିଥିଲେ । ସୂତ୍ରକୁ ଉଦ୍ଧାର କରି ସିଏନଏନ ଏହି ସୂଚନା ଦେଇଛି । ଏଥିସହ ଆଲାସ୍କାରେ ରୁଷ୍ ରାଷ୍ଟ୍ରପତି […]

Read More Text.
Fire breakout

ଇଲେକ୍ଟ୍ରୋନିକ୍ସ ଷ୍ଟୋରରେ ଅଗ୍ନିକାଣ୍ଡ, ୩ ମୃତ, ଜଣେ ଆହତ

ଦିଲ୍ଳୀ : ପଶ୍ଚିମ ଦିଲ୍ଲୀର ରାଜା ବଗିଚାରେ ଥିବା ଇଲେକ୍ଟ୍ରୋନିକ୍ସ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଆହତ ହୋଇଛନ୍ତି । ଏହି ଘଟଣା ପ୍ରାୟ ଗତକାଲି ଅପରାହ୍ଣରେ ଘଟିଥିବା ସୂଚନା ମିଳିଛି । ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ ତୁରନ୍ତ ଅଗ୍ନିଶମ ବାହିନୀ ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ସୂଚନାନୁଯାୟୀ, ରାଜା ଗାର୍ଡେନ୍ ରିଙ୍ଗ ରୋଡରେ ଥିବା ମହାଜନ ଇଲେକ୍ଟ୍ରୋନିକ୍ସ ଦୋକାନରେ ଘଟଣାଟି ଘଟିଥିଲା […]

Read More Text.
Heavy rain 1

ମୁମ୍ବାଇରେ ବର୍ଷାର ତାଣ୍ଡବ: ୭ ମୃତ: ଆବଶ୍ୟକ ନଥିଲେ ଘରୁ ନ ବାହାରିବାକୁ ପରାମର୍ଶ

ମୁମ୍ବାଇ ଏବଂ ମହାରାଷ୍ଟ୍ରର ଅନେକ ଜିଲ୍ଲାରେ ନିରନ୍ତର ପ୍ରବଳ ବର୍ଷା ହେଉଛି, ଯାହା ସାଧାରଣ ଜୀବନଯାତ୍ରାକୁ ପ୍ରବାହିତ କରିଛି । ମୁମ୍ବାଇ, ଥାନେ, ପାଲଘର ଏବଂ ନଭି ମୁମ୍ବାଇର ଅନେକ ଅଞ୍ଚଳରେ ରାସ୍ତାରେ ପାଣି ଜମି ରହିବା ଯୋଗୁଁ ପରିସ୍ଥିତି ଖରାପ ରହିଛି । ଆଇଏମଡି ଥାନେ ଏବଂ ପାଲଘର ଜିଲ୍ଲାରେ ୧୮-୧୯ ଅଗଷ୍ଟ ପାଇଁ ରେଡ୍ ଆଲର୍ଟ ଜାରି କରିଛି । ଏହି କାରଣରୁ ସ୍କୁଲ ଏବଂ କଲେଜରେ ଛୁଟି ଘୋଷଣା କରାଯାଇଛି । ସେହି […]

Read More Text.
Shubanshu

ପ୍ରଧାନମନ୍ତ୍ରୀଙ୍କୁ ଭେଟି ଅନ୍ତରୀକ୍ଷରୁ ଆଣିଥିବା ଫଟୋ ଉପହାର ଦେଲେ ଶୁଭାଂଶୁ ଶୁକ୍ଲା

ନୂଆଦିଲ୍ଲୀ: ଭାରତୀୟ ମହାକାଶଚାରୀ ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି । ସୋମବାର ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଲୋକ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ଶୁଭାଂଶୁଙ୍କୁ ଭେଟିଛନ୍ତି । ଆକ୍ସିଅମ-୪ ମହାକାଶ ମିଶନରୁ ଫେରି ସୁସ୍ଥ ହେବା ପରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ଶୁଭାଂଶୁ । ମୋଦିଙ୍କୁ ଭେଟିବା ପରେ ଏବଂ ISSରୁ ଉଠାଯାଇଥିବା ପୃଥିବୀର ଫଟୋଗ୍ରାଫକୁ ଦେଇଥିଲେ ଶୁଭାଂଶୁ । ପ୍ରଥମେ ମୋଦି ଶୁଭାଂଶୁଙ୍କୁ ଆଲିଙ୍ଗନ କରି ସ୍ୱାଗତ କରିବା ସହିତ […]

Read More Text.
Boeing 757

ପକ୍ଷୀମାଡ଼ ଯୋଗୁଁ ବିମାନେର ଲାଗିଲା ନିଆଁ, ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ବଞ୍ଚିଗଲା ୩୦୦ରୁ ଊର୍ଦ୍ଧ୍ବ ଯାତ୍ରୀଙ୍କ ଜୀବନ

ପୁଣି ବର୍ତ୍ତିଗଲା ବଡ଼ ବିମାନ ଦୁର୍ଘଟଣା । ବଞ୍ଚିଗଲା ୩୦୦ ଯାତ୍ରୀଙ୍କ ଜୀବନ । ଉଡ଼ାଣ ଭରିବାର କିଛି ସମୟ ଭିତରେ ବିମାନରେ ଲାଗିଗଲା ନିଆଁ । ଏହି ଘଟଣାର ୧୮ ସେକେଣ୍ଡର ଭିଡିଓ ଭାଇରଲ ହେବାରେ ଲାଗିଛି । ଯାହାକୁ ଦେଖି ଲୋକ ଭୟଭୀତ ହୋଇଛନ୍ତି । ଖବର ମୁତାବକ, ଗ୍ରୀସରୁ କର୍ଫୁରୁ ଉଡ଼ାଣ ଭରିଥିବା କଣ୍ଡୋର ଏୟାରଲାଇନ୍ସର ବୋଇଂ ୭୫୭-୩୦୦ ବିମାନ ଇଂଜିନରେ ନିଆଁ ଲାଗିଯାଇଥିଲା । ବିମାନରେ ୨୭୩ ଯାତ୍ରୀଙ୍କ ସହିତ ୮ […]

Read More Text.