ରାଜ୍ୟସଭାରୁ ଅବସର ନେଉଥିବା ୬ ସଦସ୍ୟଙ୍କୁ ବିଦାୟୀ ସମ୍ୱର୍ଦ୍ଧନା , ଜଣେ ସାଂସଦଙ୍କ ଫେରିବା ନିଶ୍ଚିତ
ନୂଆଦିଲ୍ଲୀ : ମୌସୁମୀ ଅଧିବେଶନ ବେଳେ ପୂର୍ବତନ ଉପରାଷ୍ଟ୍ରପତି ଜଗଦିପ୍ ଧନଖଡଙ୍କ ଇସ୍ତଫାରେ ରାଜ୍ୟସଭା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଗୁରୁବାର ଉପର ସଦନରେ ସେହି ୬ ସଦସ୍ୟଙ୍କୁ ବିଦାୟୀ ଦିଆଯାଇଛି, ଯାହାଙ୍କର କାର୍ଯ୍ୟକାଳ ଶେଷ ହେଉଛି। ଉପାଧ୍ୟକ୍ଷ ହରିବଂଶ ଏହି ପୂରା କାର୍ଯ୍ୟକ୍ରମର ସୂଚନା ପ୍ରଦାନ କରିଛନ୍ତି। ସେ ଆବଶ୍ୟକ କାଗଜପତ୍ର ଟେବୁଲ ଉପରେ ରଖି ୬ ସଦସ୍ୟଙ୍କ କାର୍ଯ୍ୟକାଳ ଶେଷ ହେଉଥିବା କହିଥିଲେ। ଯେଉଁଥିରେ ଜଣେ ଏଆଇଏଡିଏମକେର ପି ୱିଲସନ ଦ୍ୱିତୀୟ କାର୍ଯ୍ୟକାଳ ପାଇଁ ଗୃହକୁ […]
Read More Text.