ୱାଶିଂଟନରେ ଜୟଶଙ୍କରଙ୍କ ପାୱାର ମିଟିଂ
ୱାଶିଂଟନ : ୱାଶିଂଟନରେ ଜୟଶଙ୍କରଙ୍କ ପାୱାର ମିଟିଂ। ୱାଶିଂଟନ ଡିସିରେ ଆମେରିକାର ଟ୍ରେଜେରୀ ସେକ୍ରେଟାରୀ ସ୍କଟ୍ ବେସେଣ୍ଟ ଓ ବୈଦେଶିକ ସଚିବ ମାର୍କୋ ରୁବିଓଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି । ଭାରତ ଓ ଆମେରିକା ମଧ୍ୟରେ ବଡ଼ ଧରଣର ବାଣିଜ୍ୟିକ ଚୁକ୍ତି ହେବାର ଠିକ୍ ଦିନକ ପରେ ସାକ୍ଷାତକାର ହୋଇଛି । ପ୍ରଧାନମନ୍ତ୍ରୀ ମୋଦୀ ଓ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଆଲୋଚନା ଅନୁସାରେ, ଆମେରିକା ଭାରତୀୟ ସାମଗ୍ରୀ ଉପରେ ଟାରିଫକୁ ୨୫% ରୁ ୧୮% […]
Read More Text.