8ea5ea9e 859e 4d58 8943 315c4a07

ପାକିସ୍ତାନରେ ତେଲ ନାହିଁ, ଅସୀମ ମୁନିର ଭୁଲ ସୂଚନା ଦେଇଛନ୍ତି: ବଲୁଚ ନେତା

ନୂଆଦିଲ୍ଲୀ: ଆମେରିକା ଅଶୋଧିତ ତେଲକୁ ନେଇ ପାକିସ୍ତାନ ସହିତ ଏକ ଚୁକ୍ତି କରିଛି। ପାକ୍ କହିଛି ଯେ ବଲୁଚିସ୍ତାନରେ ତେଲ ଏବଂ ଅନ୍ୟାନ୍ୟ ଖଣିଜ ପଦାର୍ଥର ଭଣ୍ଡାର ଅଛି। ଏହି ସମୟରେ, ବଲୁଚିସ୍ତାନ ନେତା ମୀର ୟାର ବଲୁଚ୍ ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି, ଯେଉଁଥିରେ ସେ କହିଛନ୍ତି ଯେ ବଲୁଚିସ୍ତାନ ବିକ୍ରୟ ପାଇଁ ନୁହେଁ। ମୀର ୟାର ବଲୁଚ୍ କହିଛନ୍ତି ଯେ ଆପଣ (ଟ୍ରମ୍ପ୍) ଏହି ଅଞ୍ଚଳର ବିଶାଳ ତେଲ ଏବଂ […]

Read More Text.
6a030ab2 ff1c 44df 957d 04890f30ac73 2025 08 02 18 24 34

ନିଜ ନାମ ପଢିପାରୁନାହାନ୍ତି ତେଜସ୍ୱୀ: ସମ୍ରାଟ

ପାଟନା: ଚଳିତ ବର୍ଷ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଭୋଟର ତାଲିକାର ସଠିକତା ଏବଂ ନିରପେକ୍ଷତାକୁ ସୁନିଶ୍ଚିତ କରିବା ପାଇଁ ଏକମାସ ଧରି ବିହାରରେ ଭୋଟର ତାଲିକା ସଂଶୋଧନ ଅଭିଯାନ (ଏସଆଇଆର) କରାଯାଇଥିଲା। ଅଗଷ୍ଟ ୧ ତାରିଖରେ ନିର୍ବାଚନ କମିସନ ଉକ୍ତ ଭୋଟର ତାଲିକାର ଚିଠା ପ୍ରକାଶ କରିଛନ୍ତି। ଏହି ଚିଠା ପ୍ରକାଶ ପାଇବା ପରେ ରାଷ୍ଟ୍ରୀୟ ଜନତା ଦଳ (ରାଜଦ) ନେତା ତେଜସ୍ବୀ ଯାଦବ ଦାବି କରି କହିଛନ୍ତି, ‘ମୁଁ […]

Read More Text.
Amarnath cave

ଅମରନାଥ ଯାତ୍ରା ୩ ପର୍ଯ୍ୟନ୍ତ ସ୍ଥଗିତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରରେ ପ୍ରବଳ ବର୍ଷା ଯୋଗୁଁ ଅମରନାଥ ଯାତ୍ରାକୁ ଆସନ୍ତା ୩ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଅମରନାଥ ଗୁମ୍ଫାକୁ ସଂଯୋଗ କରୁଥିବା ଉଭୟ ପହଲଗାଓଁ ଓ ବାଲତାଲ ରାସ୍ତା କ୍ଷତିଗ୍ରସ୍ତ ହୋଇଛି। ମରାମତି ପାଇଁ ଦୁଇଦିନ ସମୟ ଲାଗିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ସକାଳୁ କୌଣସି ଶ୍ରଦ୍ଧାଳୁଙ୍କୁ ଯାତ୍ରା ଅନୁମତି ପ୍ରଦାନ କରାଯାଇନାହିଁ। ଇତିମଧ୍ୟରେ ଚାରି ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ ଅମରନାଥ ଗୁମ୍ପାସ୍ଥିତ ବରଫ ଲିଙ୍ଗ ଦର୍ଶନ କରିସାରିଲେଣି।

Read More Text.
2

ମିଛ କହି ଧରାପଡ଼ିଲେ ତେଜସ୍ଵୀ ଯାଦବ

ପାଟନା : ବିହାରର ଆରଜେଡି(ରାଷ୍ଟ୍ରୀୟ ଜନତା ଦଳ) ନେତା ତେଜସ୍ଵୀ ଯାଦବ ମିଛ କହି ଧରାପଡ଼ିଛନ୍ତି। ଶନିବାର ତେଜସ୍ଵୀ ଭାରତୀୟ ନିର୍ର୍ବାଚନ ଆୟୋଗ(ଇସିଆଇ)ଙ୍କ ବିରୋଧରେ ଅଭିଯୋଗ ଆଣି ଚିଠା ଭୋଟର ତାଲିକାରେ ତାଙ୍କ ନାମ ନ ଥିବା କହିଥିଲେ। ନିର୍ବାଚନ ଆୟୋଗ ବିହାରରେ ସ୍ଵତନ୍ତ୍ର ପୁଙ୍ଖାନୁପୁଙ୍ଖ ପୁନଃନିରୀକ୍ଷଣ(ଏସଆଇଆର) କାର୍ଯ୍ୟକାରୀ କରିବା ପରେ ଜାରି କରିଥିବା ଚିଠା ଭୋଟର ତାଲିକାରେ ତାଙ୍କ ନାମ ନ ଥିବା ତେଜସ୍ଵୀ ଏକ ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ କରିଥିଲେ। ତେବେ ତେଜସ୍ଵୀଙ୍କ ଏପରି […]

Read More Text.
1754128371 new project 7

ଶିବୁ ସୋରେନଙ୍କ ଅବସ୍ଥା ସଙ୍କଟାପନ୍ନ, ଭେଣ୍ଟିଲେଟରରେ ରଖାଯାଇ ଚାଲିଛି ଚିକିତ୍ସା

ରାଞ୍ଚି : ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମଏମ) ନେତା ଶିବୁ ସୋରେନଙ୍କ ସ୍ଵାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି। ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭେଣ୍ଟିଲେଟରରେ ରଖାଯାଇ ତାଙ୍କର ଚିକିତ୍ସା ଚାଲିଛି। ଗତ ଜୁନ ମାସରେ ୮୧ ବର୍ଷୀୟ ସୋରେନଙ୍କ ଦେହ ଅସୁସ୍ଥ ହେବାରୁ ସେବେଠାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କିଡନୀ ସମ୍ବନ୍ଧୀୟ ସମସ୍ୟା କାରଣରୁ ଗତ ଜୁନ ଶେଷ ସପ୍ତାହରେ ସୋରେନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଦିନକୁ ଦିନ ସ୍ଵାସ୍ଥ୍ୟାବସ୍ଥାରେ ଅବନତି କାରଣରୁ ତାଙ୍କୁ […]

Read More Text.
Img prajwal revanna take 2 1 bqcs9g7b

ଦୁଷ୍କର୍ମ ମାମଲାରେ ପ୍ରଜ୍ଜ୍ବଳଙ୍କୁ ଆଜୀବନ କାରା ଦଣ୍ଡାଦେଶ

ବେଙ୍ଗାଲୁରୁ : ୪୭ ବର୍ଷୀୟା ଘରୋଇ ସହାୟିକାଙ୍କୁ ଦୁଷ୍କର୍ମ ମାମଲାରେ କର୍ଣ୍ଣାଟକ ହସନର ପୂର୍ବତନ ସାଂସଦ ପ୍ରଜ୍ଜ୍ବଳ ରେବାନ୍ନାଙ୍କୁ ବେଙ୍ଗାଲୁରୁର ସ୍ଵତନ୍ତ୍ର କୋର୍ଟ ଶନିବାର ଆଜୀବନ କାରା ଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି। ପ୍ରଜ୍ଜ୍ବଳ ହେଉଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବେଗୌଡ଼ାଙ୍କ ନାତି। ଗତ ଶୁକ୍ରବାର ଏହି ମାମଲାରେ କୋର୍ଟ ପ୍ରଜ୍ଜ୍ବଳଙ୍କୁ ଦୋଷୀ ସାବ୍ୟକ୍ତ କରି ରାୟ ସଂରକ୍ଷିତ ରଖିଥିଲେ। ଦୁଷ୍କର୍ମ, ଯୌନ ନିର୍ଯାତନା ଏବଂ ପ୍ରମାଣ ନଷ୍ଟ କରିବା ଆଦିରେ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। […]

Read More Text.
China us taiwan cropped

ତାଇଓ୍ବାନ ନିକଟରେ ଚୀନ-ଆମେରିକା ମୁହାଁମୁହିଁ

ବେଜିଂ : ତାଇଓ୍ବାନ ପ୍ରଣାଳୀ ନିକଟରେ ମୁହାଁମୁହିଁ ହୋଇଛନ୍ତି ଚୀନ ଓ ଆମେରିକା । ଏହା ଫଳରେ ଏହି ଅଂଚଳରେ ଗତ କିଛି ମାସ ହେଲା ଚାଲିଥିବା ଉତ୍ତେଜନା ଆହୁରି ବଢିଯାଇଛି । ଶୁକ୍ରବାର ଦିନ ଚୀନର ସରକାରୀ ନ୍ୟୁଜ୍ ଚ୍ୟାନେଲ୍ ଏକ ଫୁଟେଜ୍ ଜାରି କରି ପ୍ରକାଶ କରିଛି ଯେ ଚୀନ୍ ଉପକୂଳ ନିକଟରେ ଚୀନ୍ କୋଷ୍ଟ ଗାର୍ଡ ଏବଂ ଏକ ସନ୍ଦିଗ୍ଧ ଆମେରିକୀୟ ନୌସେନା ହେଲିକପ୍ଟର ମୁହାଁମୁହିଁ ହୋଇଥିଲେ। ଏହି ସିସିଟିଭି ଫୁଟେଜ୍ ଅନୁଯାୟୀ, […]

Read More Text.
983fb50c84f28cdb79c4a09710482f11

ବିବାଦୀୟ ମନ୍ତବ୍ୟ ପରେ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କୁ ମିଳିଲା ହତ୍ୟା ଧମକ

ନୂଆଦିଲ୍ଲୀ: ମଥୁରା-ବୃନ୍ଦାବନର ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସାନ୍ନିଧ୍ୟ ପାଇବା ପାଇଁ ଦେଶବିଦେଶରୁ ଶ୍ରଦ୍ଧାଳୁ ଛୁଟି ଆସନ୍ତି । ସାଂସାରିକ ଏବଂ ଆଧ୍ୟାତ୍ମିକ ଜୀବନର ଜ୍ଞାନ ପରଷୁଥିବା ପ୍ରେମାନନ୍ଦ ମହାରାଜ ପ୍ରତିଟି ସତସଙ୍ଗ ପରେ ଶ୍ରଦ୍ଧାଳୁଙ୍କ ମନରେ ଆସୁଥିବା ପ୍ରଶ୍ନର ଅତି ସରଳ ଭାବେ ଉତ୍ତର ଦେଇଥାନ୍ତି । ଯାହାର ଭିଡିଓ ସୋସିଆଲ ମିଡିଆରେ ଖୁବ ଭାଇରାଲ ହୋଇଥାଏ। ଲୋକେ ବି ଏହାକୁ ଖୁବ ପସନ୍ଦ କରୁଛନ୍ତି। ଶନିବାର ବୃନ୍ଦାବନର ସନ୍ଥ ପ୍ରେମାନନ୍ଦ ମହାରାଜଙ୍କୁ ଜଣେ ଯୁବକ ସୋସିଆଲ […]

Read More Text.
Nfq15vi rajnath vs rahul 160x120 02 august 25

ରାହୁଲଙ୍କୁ ରାଜନାଥଙ୍କ ଚ୍ୟାଲେଞ୍ଜ୍

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ଏବଂ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ନିର୍ବାଚନ କମିସନଙ୍କ ଉପରେ ‘ଭୋଟ୍ ଚୋରି’ ଅଭିଯୋଗ ଆଣିଥିଲେ । ସଂସଦ ପରିସରରେ ଭାଷଣ ଦେବା ସମୟରେ ସେ କହିଥିଲେ ଯେ, ଆମ ପାଖରେ ଏପରି ପ୍ରମାଣର ପରମାଣୁ ବୋମା ଅଛି, ଯେତେବେଳେ ଏହା ଫୁଟିବ, ନିର୍ବାଚନ କମିସନ ଉଭେଇ ଯିବେ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରାହୁଲ ଗାନ୍ଧୀଙ୍କ ଏହି ମନ୍ତବ୍ୟର ଉପଯୁକ୍ତ ଉତ୍ତର ଦେଇଛନ୍ତି। ସେ ସ୍ପଷ୍ଟ ଭାବରେ କହିଛନ୍ତି […]

Read More Text.
9d3a2066 cad9 493c 80b0 3e5dfd132dcc 2025 08 02 17 08 24

‘ମାଲେଗାଓଁ ବିସ୍ଫୋରଣ ମାମଲାରେ ଯୋଗୀ ଓ ମୋଦୀଙ୍କୁ ଫସାଇବାକୁ ଯୋଜନା ହୋଇଥିଲା’

ନୂଆଦିଲ୍ଲୀ: ମାଲେଗାଓଁ ବିସ୍ଫୋରଣ ମାମଲାରେ ନିର୍ଦ୍ଦୋଷ ସାବ୍ୟସ୍ତ ହେବା ପରେ, ପୂର୍ବତନ ବିଜେପି ସାଂସଦ ପ୍ରଜ୍ଞା ଠାକୁର ତଦନ୍ତକାରୀ ଅଧିକାରୀଙ୍କ ବିରୁଦ୍ଧରେ ଏକ ବଡ଼ ଅଭିଯୋଗ ଆଣିଛନ୍ତି। ସେ ଦାବି କରିଛନ୍ତି ଯେ ମାମଲାର ତଦନ୍ତ କରୁଥିବା ଅଧିକାରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଆରଏସଏସ ମୁଖ୍ୟ ମୋହନ ଭାଗବତ ଏବଂ ଅନ୍ୟମାନଙ୍କ ନାମ ନେବା ପାଇଁ ତାଙ୍କ ଉପରେ ଚାପ ପକାଇବାକୁ ଚେଷ୍ଟା କରିଥିଲେ। ଗୁରୁବାର (୩୧ ଜୁଲାଇ ୨୦୨୫) […]

Read More Text.