ଅହମଦାବାଦ ବିମାନ ଦୁର୍ଘଟଣା : ରିପୋର୍ଟକୁ ନେଇ ପାଇଲଟ ସଂଘ କ୍ଷୁବ୍ଧ, କେମିତି ଲିକ୍ ହେଲା ରିପୋର୍ଟ
ନୂଆଦିଲ୍ଲୀ : ବିଶ୍ବକୁ ସ୍ତବ୍ଧ କରି ଦେଇଥିବା ଅହମଦାବାଦ ବିମାନ ଦୁର୍ଘଟଣା (ଜୁନ୍ ୧୨) ର ପ୍ରାରମ୍ଭିକ ତଦନ୍ତ ରିପୋର୍ଟକୁ ଶନିବାର ସାର୍ବଜନୀନ କରାଯାଇଛି। ୧୫ ପୃଷ୍ଠାର ଏହି ରିପୋର୍ଟରେ ବିମାନର ଇନ୍ଧନ ସ୍ବିଚ୍ ବନ୍ଦ ହେବା ଯୋଗୁଁ ଏହି ଦୁର୍ଘଟଣା ଘଟିଥିଲା ବୋଲି କୁହାଯାଇଛି। ରିପୋର୍ଟରେ ପାଇଲଟଙ୍କ ତ୍ରୁଟିକୁ ଇଙ୍ଗିତ କରାଯାଇଛି। ତେବେ କକ୍ପିଟ୍ର ରେକର୍ଡିଂରୁ ଶେଷ ମୁହୂର୍ତ୍ତରେ ପାଇଲଟ୍ଙ୍କ ବାର୍ତ୍ତାଳାପର ତଥ୍ୟ ମଧ୍ୟ ଦିଆଯାଇଛି। ଏଥିରେ ଜଣେ ପାଇଲଟ ଅନ୍ୟ ଜଣକୁ ତୁମେ ଇନ୍ଧନ […]
Read More Text.