ଅପରେସନ ସିନ୍ଦୂରରେ ବିମାନ ନଷ୍ଟ ନେଇ ଜବାବ ରଖିଲେ ରାଜନାଥ, କହିଲେ-ପରୀକ୍ଷାର ଫଳ ଗୁରୁତ୍ୱପୂର୍ଣ୍ଣ, ପେନସିଲ ଭାଙ୍ଗିବା ନୁହେଁ
ନୂଆଦିଲ୍ଲୀ ୨୮।୭: ସଂସଦର ମୌସୁମୀ ଅଧିବେଶନରେ ସୋମବାର ‘ଅପରେସନ ସିନ୍ଦୂର’ ଉପରେ ଆଲୋଚନା ଚାଲିଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଲୋଚନା ଆରମ୍ଭ କରିଥିବା ବେଳେ ବିରୋଧୀ ଦଳ ସାମରିକ ଅଭିଯାନ କାଳରେ ଭାରତୀୟ ବାୟୁସେନାର କେତୋଟି ବିମାନ ନଷ୍ଟ ହୋଇଛି ବୋଲି ପ୍ରଶ୍ନ କରିଛନ୍ତି। ଗୃହରେ ଏହାର ଜବାବ ରଖିଛନ୍ତି ରାଜନାଥ, କହିଛନ୍ତି ଲାଗୁଛି ବିରୋଧୀ ଦଳଙ୍କ ଏହି ପ୍ରଶ୍ନ ଜାତୀୟ ଜନଭାବନାର ଉଚିତ ପ୍ରତିନିଧିତ୍ୱ କରୁ ନାହିଁ। ରକ୍ଷାମନ୍ତ୍ରୀ କହିଛନ୍ତି ଯେ ବିରୋଧୀ ଦଳ ଥରେ […]
Read More Text.