Nits

ବିହାର ସରକାରଙ୍କ ବଡ ଘୋଷଣା, ବଢିଲା ସାମ୍ବାଦିକଙ୍କ ପେନ୍‌ସନ୍‌

ପାଟନା : ସାମ୍ବାଦିକଙ୍କ ପାଇଁ ଖୁସି ଖବର । ବଢିଲା ସାମ୍ବାଦିକଙ୍କ ପେନ୍‌ସନ୍‌ । ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଉ ଏକ ଭେଟି ଦେଇଛନ୍ତି । ସାମାଜିକ ସୁରକ୍ଷା ପେନ୍‌ସନ୍‌ ପରେ ଏବେ ମାନ୍ୟତାପ୍ରାପ୍ତ ସାମ୍ବାଦିକଙ୍କୁ ବିହାର ‘ସାମ୍ବାଦିକ ସମ୍ମାନ ପେନ୍‌ସନ୍‌ ଯୋଜନା’ର ରାଶି ମଧ୍ୟ ବୃଦ୍ଧି ହୋଇଛି । ବର୍ତ୍ତମାନ ସାମ୍ବାଦିକ ସମ୍ମାନ ଯୋଜନା ପେନ୍‌ସନ୍‌ ଅନୁଯାୟୀ, ୬ ହଜାର ବଦଳରେ ୧୫ ହଜାର ପ୍ରତି ମାସରେ ମିଳିବ । […]

Read More Text.
Chitw

ମୁଁ ଏଭଳି ସରକାରଙ୍କୁ ସମର୍ଥନ କରୁଥିବାରୁ ଦୁଃଖିତ:ନୀତିଶଙ୍କୁ ଘେରିଲେ ଚିରାଗ

ପାଟନା: ଆଗାମୀ ଦୁଇ ମାସ ପରେ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ରାଜ୍ୟରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇବାରେ ଲାଗିଛି। ବିରୋଧୀ ଏବଂ ସରକାର ପରସ୍ପର ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣୁଛନ୍ତି। ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ) ମୁଖ୍ୟ ତଥା କେନ୍ଦ୍ର ମନ୍ତ୍ରୀ ଚିରାଗ ପାସୱାନ ରାଜ୍ୟରେ କ୍ରମାଗତ ଭାବେ ବୃଦ୍ଧି ପାଉଥିବା ଅପରାଧ ଘଟଣା ନେଇ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ସରକାରଙ୍କ ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ମୁଁ […]

Read More Text.
Met

ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କେନ୍ଦ୍ର ପାଖକୁ କୌଣସି ପ୍ରସ୍ତାବ ଯାଇନାହିଁ

ଭୁବନେଶ୍ୱର: ଓଡ଼ିଶାରେ ମେଟ୍ରୋ ଗଡ଼ିବା ନେଇ ଯେଉଁ ଅନିଶ୍ଚିତତା ଦେଖାଦେଇଛି ତାହା ସତ ବୋଲି ପ୍ରମାଣିତ ହୋଇଛି | ବାସ୍ତବରେ ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ ଆଜି ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି | ମିଳିଥିବା ସୂଚନା ମୁତାବକ ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କେନ୍ଦ୍ରକୁ କୌଣସି ପ୍ରସ୍ତାବ ଯାଇନାହିଁ | ସଂସଦରେ ଏନେଇ ଉତ୍ତର ରଖିଛନ୍ତି ମନ୍ତ୍ରୀ | ମନ୍ତ୍ରୀଙ୍କ କହିବା କଥା ଯେ କେନ୍ଦ୍ର ସରକାରଙ୍କ ପାଖକୁ ୧୭ଟି ପ୍ରସ୍ତାବ ବିଭିନ୍ନ ରାଜ୍ୟରୁ […]

Read More Text.
France 1068x601

ଆମେରିକା ଓ ଇସ୍ରାଏଲକୁ ବଡ଼ ଝଟକା ଦେଲା ଫ୍ରାନ୍ସ

ଆମେରିକା ଏବଂ ଇସ୍ରାଏଲକୁ ଏକ ବଡ଼ ଝଟ୍‌କା ଦେଇଛି ଫ୍ରାନ୍ସ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକ୍ରନଙ୍କ ଏକ ଘୋଷଣା ଆରେମିକାର ନିଦ ହଜାଇ ଦେଇଛି। କେବଳ ଏତିକି ନୁହେଁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ବି ଚିନ୍ତାରେ ପଡ଼ି ଯାଇଛନ୍ତି। ଯେଉଁଥିପାଇଁ ସେ ଫ୍ରାନ୍ସକୁ ଧମକ ଦେବାକୁ ବି ପଛାଇ ନାହାନ୍ତି। ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରନ କହିଛନ୍ତି ଯେ, ତାଙ୍କ ଦେଶ ପାଲେଷ୍ଟାଇନକୁ ଏକ ଦେଶ ରୂପେ ମାନ୍ୟତା ଦେବାକୁ ଯାଉଛି। ଚଳିତବର୍ଷ ସେପ୍ଟେମ୍ବର ମାସରେ ଫ୍ରାନ୍ସ […]

Read More Text.
B

ରାଷ୍ଟ୍ରପତିଙ୍କୁ ଭେଟିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

ନୂଆଦିଲ୍ଲୀ: ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି  ଅବସରରେ ମନମୋହନ ସାମଲ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ ବିଜେପି ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି, ଓଡ଼ିଶା ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି ମଧ୍ୟ ଉପସ୍ଥିତ ଥିଲେ।

Read More Text.
Rahul

ଆମ ସରକାର ସମୟରେ ଜାତିଗତ ଜନଗଣନା ନ କରିବା ଭୁଲ ଥିଲା : ରାହୁଲ

ନୂଆଦିଲ୍ଲୀ : ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶୁକ୍ରବାର (୨୫ ଜୁଲାଇ, ୨୦୨୫) କହିଛନ୍ତି ଯେ ତାଙ୍କ ଦଳ କ୍ଷମତାରେ ଥିବା ସମୟରେ ଜାତିଗତ ଜନଗଣନା ନକରିବା ତାଙ୍କର ଭୁଲ ଥିଲା, କିନ୍ତୁ ଏବେ ସେ ଏହି ଭୁଲକୁ ସଂଶୋଧନ କରିବା ପାଇଁ ପଦକ୍ଷେପ ନେଇଛନ୍ତି। ସେ କହିଛନ୍ତି ଯେ ଜାତିଗତ ଜନଗଣନା ପ୍ରସଙ୍ଗ ଏକ ରାଜନୈତିକ ଭୂମିକମ୍ପ ଯାହା ଦେଶର ରାଜନୈତିକ ଭୂମିକୁ ଦୋହଲାଇ ଦେଇଛି। କଂଗ୍ରେସର ‘ଓବିସି ଭାଗୀଦାରୀ ନ୍ୟାୟ ସମ୍ମିଳନୀ’କୁ […]

Read More Text.
8f7eab62 fdb8 11ea 8138 f17bb4c2

ପୁଣି ତଳମୁହାଁ ହେଲା ସେୟାର ମାର୍କେଟ; ସେନ୍‌ସେକ୍ସ ୭୦୦ ପଏଣ୍ଟ୍‌ ହ୍ରାସ

ମୁମ୍ବାଇ: ଲଗାତାର ଭାବେ ସେୟାର୍‌ ବଜାର ହ୍ରାସ ହେବା‌ରେ ଲାଗିଛି। ସେନ୍‌ସେକ୍ସ ୭୨୦ରୁ ଅଧିକ ପଏଣ୍ଟ୍‌ ହ୍ରାସ ପାଇଛି। ଯେତେବେଳେ କି ନିଫ୍‌ଟିରେ ୨୨୫ ପଏଣ୍ଟ୍‌ ହ୍ରାସ ପାଇଛି। ନିଫ୍‌ଟିରେ ୨୨୫ ପଏଣ୍ଟ୍‌ ହ୍ରାସ ପାଇ ୨୪୮୩୭ରେ ବନ୍ଦ୍‌ ହୋଇଛି। ବିଏସଇ ସେନ୍‌ସେକ୍ସର କଥା କହିବା ତ ଟପ୍‌ ୩୦ରୁ କେବଳ ଏକମାତ୍ର ସେୟାର୍‌ ଉପରମୁହାଁ ରହିଛି। ବାକି ସବୁ ତଳମୁହାଁ। ଏମମାତ୍ର ସନ୍‌ଫାର୍ମାକୁ ଛାଡ଼ି ଦେଲେ ବାକି କେଉଁଟିର ଅବସ୍ଥା ଭଲ ନାହିଁ। ସବୁଠାରୁ ବେଶି […]

Read More Text.
Air

ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି

ଜୟପୁର: ଜୟପୁରରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି ପରିଲକ୍ଷିତ ହେବାପରେ ଜରୁରୀ ଅବତରଣ କରିଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ଏୟାର ଇଣ୍ଡିଆ ବିମାନକୁ ଶନିଦଶା ଲାଗିଛି କି? ବୋଲି ଲୋକେ ପ୍ରଶ୍ନ କରିଛନ୍ତି। କାରଣ ୨୦୨୫ ଜୁନ ୧୨ ତାରିଖରେ ଅହମଦାବାଦରେ ଏୟାର ଇଣ୍ଡିଆର ବିମାନ ଉଡ଼ିବାର କିଛି ସମୟରେ ପରେ ଭୟାବହ ଦୁର୍ଘଟଣାର ଶିକାର ହୋଇଥିଲା। ଏହି ଦୁର୍ଘଟଣାରେ ବିମାନରେ ଥିବା ୨୪୨ଜଣଙ୍କ ଯାତ୍ରୀଙ୍କ ମଧ୍ୟରୁ ୨୪୧ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ […]

Read More Text.
T 2025 07 25 16 42 09

ଜମ୍ମୁ-କଶ୍ମୀରରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ: ଜଣେ ଯବାନ ସହିଦ୍, ୨ ଆହତ

ନୂଆଦିଲ୍ଲୀ: ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ନେଲା ଯବାନଙ୍କ ଜୀବନ। ଶୁକ୍ରବାର ଦିନ ଜମ୍ମୁ ଓ କଶ୍ମୀରର ପୁଞ୍ଚରେ ଥିବା ନିୟନ୍ତ୍ରଣ ରେଖା ନିକଟରେ ଏକ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ଘଟି ଭାରତୀୟ ସେନାର ଜଣେ ଯବାନ ସହିଦ୍ ହୋଇଛନ୍ତି। ଜାଟ୍ ରେଜିମେଣ୍ଟର ଜଣେ ସୈନିକ (ଅଗ୍ନିବୀର)ଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଜେସିଓ ଏବଂ ଜଣେ ସୈନିକ ଆହତ ହୋଇଛନ୍ତି। ଆହତ ସୈନିକମାନଙ୍କୁ ଚିକିତ୍ସା ପାଇଁ ବିମାନ ଯୋଗେ ଉଧମପୁରର ସେନା ବେସ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ମୁତାବକ, […]

Read More Text.
Cds

ଶାସ୍ତ୍ର ଓ ଶସ୍ତ୍ର ଉଭୟ ଜରୁରୀ : ସିଡିଏସ୍

ନୂଆଦିଲ୍ଲୀ : ଚିଫ ଅଫ ଡିଫେନ୍ସ ଷ୍ଟାଫ୍ ( ସିଡିଏସ ) ଜେନେରାଲ ଅନିଲ ଚୌହାନ କହିଛନ୍ତି ଯେ ‘ଅପରେସନ୍ ସିନ୍ଦୂର’ ଏବେ ବି ଚାଲିଛି ଏବଂ ସେନାକୁ ସବୁବେଳେ ସର୍ବାଧିକ ସତର୍କ ସ୍ଥିତିରେ ରହିବାକୁ ପଡିବ। ସେ କହିଛନ୍ତି ଯେ ଯୁଦ୍ଧ ପାଇଁ ଶସ୍ତ୍ର ଏବଂ ଶାସ୍ତ୍ର (ଜ୍ଞାନ) ଉଭୟ ଆବଶ୍ୟକ। ସେ କହିଛନ୍ତି ଯେ ଆଜିର ଯୁଦ୍ଧ ପାରମ୍ପରିକ ଏବଂ ଆଧୁନିକ ପଦ୍ଧତିର ମିଶ୍ରଣ, ଯେଉଁଥିରେ କାଇନେଟିକ୍  (ଅସ୍ତ୍ର-ଆଧାରିତ) ଏବଂ ନନ୍-କାଇନେଟିକ୍ (ସୂଚନା-ଆଧାରିତ) ରଣନୀତି […]

Read More Text.