୪ ହଜାର ତଳକୁ ଖସିଲା ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ: ଧୀରେ ଧୀରେ ନଷ୍କ୍ରିୟ ହେବାରେ ଲାଗିଛି କରୋନା। ପୂରା ଦେଶବାସୀଙ୍କ ପାଇଁ ଏହା ଏକ ସୁଖବର। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଉପଲବ୍ଧ ସରକାରୀ ତଥ୍ୟ ଅନୁଯାୟୀ, ସୋମବାର (ଜୁନ୍ ୨୩) ଭାରତରେ ସକ୍ରିୟ କରୋନାଭାଇରସ୍ ମାମଲା ୪,୪୨୫କୁ ହ୍ରାସ ପାଇଛି। ତେବେ ରବିବାର ଦିନ ଏହି ମାମଲା ୫,୦୧୨ ଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ଜଣେ ନୂତନ ମୃତ୍ୟୁ ରେକର୍ଡ କରାଯାଇଛି, ଯାହା ଫଳରେ ଚଳିତ ବର୍ଷ ମୋଟ ମୃତ୍ୟୁ ସଂଖ୍ୟା […]
Read More Text.