ଏତେ ବଡ଼ ପ୍ଲେନକ୍ରାଶ୍ର କାରଣକୁ ନେଇ ଚର୍ଚ୍ଚା
ଅହମଦାବାଦ, ୧୩।୬: ଗୁରୁବାର ଅହମଦାବାଦରୁ ଲଣ୍ଡନର ଗାଟୱିକ ବିମାନବନ୍ଦରକୁ ଯାଉଥିବା ଏୟାର ଇଣ୍ଡିଆର ବିମାନ ଏଆଇ-୧୭୧ ଉଡ଼ାଣ ପରେ କିଛି ମୁହୂର୍ତ୍ତରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ୨୪୨ ଜଣ ଯାତ୍ରୀ ଓ କ୍ରୁ ସଦସ୍ୟଙ୍କ ମଧ୍ୟରୁ ୨୪୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ବ୍ରିଟିଶ ନାଗରିକ ବିଶ୍ୱାସ କୁମାର ରମେଶ ଏକମାତ୍ର ବଞ୍ଚିଥିବା ଯାତ୍ରୀ ଭାବେ ଚିହ୍ନଟ ହୋଇଛନ୍ତି। ବିମାନଟି ଅହମଦାବାଦର ବିଜେ ମେଡିକାଲ କଲେଜ ଓ ହସ୍ପିଟାଲର ହଷ୍ଟେଲ ଉପରେ ଖସିଥିଲା, ଯେଉଁଠାରେ […]
Read More Text.