କୋଇଲା ଖଣିରେ ବିସ୍ଫୋରଣ, ୩୨ ଶ୍ରମିକ ମୃତ
ନୂଆଦିଲ୍ଲୀ: ଦକ୍ଷିଣ-ପଶ୍ଚିମ ପାକିସ୍ତାନର ଏକ କୋଇଲା ଖଣି ଭିତରେ ହୋଇଛି ଭୟଙ୍କର ବିସ୍ଫୋରଣ । ଏହି ଘଟଣାରେ ଅତି କମରେ ୩୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଏହାଛଡ଼ା ଆହୁରି ୧୦ ଜଣ ଶ୍ରମିକ ଭୂମି ତଳେ ଫସି ରହିଥିବା ଜଣାପଡ଼ିଛି । ଅଧିକାରୀମାନଙ୍କ କହିବା ଅନୁସାରେ, ସେମାନେ ଅତ୍ୟନ୍ତ ବିପଜ୍ଜନକ ପରିସ୍ଥିତିରେ ଫସି ରହିଛନ୍ତି ଏବଂ ଉଦ୍ଧାରକାରୀ ଦଳ ସେମାନଙ୍କ ନିକଟରେ ପହଞ୍ଚିବାକୁ ଚେଷ୍ଟା ଜାରି ରଖିଛନ୍ତି । ସରକାରୀ ଖଣି ନିରୀକ୍ଷକ ଗନି ବାଲୋଚ […]
Read More Text.