ସାମ୍ନାକୁ ଆସିଲା ବେଙ୍ଗାଲୁରୁ ଦଳାଚକଟାର ପ୍ରମୁଖ କାରଣ
ବେଙ୍ଗାଲୁରୁ : ବେଙ୍ଗାଲୁରୁ ଚିନ୍ନାସ୍ବାମୀ ଷ୍ଟାଡିୟମ ବାହାରେ ଦଳାଚକଟାରେ ୧୧ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ତେବେ ଷ୍ଟାଡିୟମ ବାହାରେ ଲକ୍ଷାଧିକ ଲୋକଙ୍କ ଭିଡ଼ ଯୋଗୁଁ ଏଭଳି ଅଘଟଣ ଘଟିଛି ବୋଲି ଅଧିକାରୀ କହିଛନ୍ତି । କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଦଳାଚକଟା ଘଟଣାରେ ଅତ୍ୟଧିକ ଭିଡ଼କୁ ଦାୟୀ କରିଛନ୍ତି । ଦୀର୍ଘ ୧୮ ବର୍ଷରେ ଆରସିବି ଚାମ୍ପିଅନ୍ସ ଟ୍ରଫି ଜିତିବା ପରେ ବେଙ୍ଗାଲୁରୁ ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ବିଜୟ ସମ୍ବର୍ଦ୍ଧନା ଉତ୍ସବ କାର୍ଯ୍ୟକ୍ରମ […]
Read More Text.