Jasbir jyoti 1749014834021 1749014850050

ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେବା ଅଭିଯୋଗରେ ଜ୍ୟୋତି ମାଲହୋତ୍ରାଙ୍କ ପରେ ଗିରଫ ହେଲେ ଆଉ ଜଣେ ୟୁଟ୍ୟୁବର

ଚଣ୍ଡିଗଡ଼,୪।୬: ଜ୍ୟୋତି ମାଲହୋତ୍ରାଙ୍କ ପରେ ଆଉ ଜଣେ ୟୁଟ୍ୟୁବରଙ୍କୁ ଭାରତ ସହ ବିଶ୍ୱାସଘାତକତା କରିବା ଅଭିଯୋଗରେ ଗିରଫ କରାଯାଇଛି। ସେ ପାକିସ୍ତାନ ପାଇଁ ଗୁପ୍ତଚର କରୁଥିବା ସନ୍ଦେହ କରାଯାଉଛି। ପୋଲିସ ତାଙ୍କୁ ପଞ୍ଜାବର ରୂପନଗରରୁ ଗିରଫ କରିଛି। କୁହାଯାଉଛି ଯେ ଜସବୀର ସିଂହଙ୍କର ଜ୍ୟୋତି ମାଲହୋତ୍ରାଙ୍କ ସହିତ ମଧ୍ୟ ସମ୍ପର୍କ ଅଛି। ଜସବୀର ସିଂହ ‘ଜାନ ମହଲ’ ନାମକ ଏକ ୟୁଟ୍ୟୁବ ଚ୍ୟାନେଲ ଚଲାନ୍ତି। ତାଙ୍କର ଏଥିରେ ୧୧ ଲକ୍ଷରୁ ଅଧିକ ସବସ୍କ୍ରାଇବର୍‌ ଅଛନ୍ତି। ପଞ୍ଜାବ ପୋଲିସର […]

Read More Text.
Cov

ଦୈନିକ କରୋନା ପଜିଟିଭ ସଂଖ୍ୟା ୪ ହଜାର ଟପିଲା: ତାଲିକାରେ ଶୀର୍ଷରେ କେରଳ

ନୂଆଦିଲ୍ଲୀ: ଦେଶରେ ପୁଣି ଡରାଇଲାଣି କରୋନା ମହାମାରୀ। ଦୈନିକ ୧ ହଜାରରୁ ଅଧିକ ପିଜିଟିଭ୍ ଚିହ୍ନଟ ହେଉଛନ୍ତି। ଏକାଧିକ ଲୋକଙ୍କର ମୃତ୍ୟୁ ହେଉଛି। ଗତ ୨୪ ଘଣ୍ଟାରେ ଦେଶରେ କରୋନା ପଜିଟିଭ୍ ସଂଖ୍ୟା ୪ ହଜାର ଅତିକ୍ରମ କରିଛି। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସରକାରୀ ଡ୍ୟାସବୋର୍ଡ ସୂଚନା ଅନୁଯାୟୀ, ଦିନକରେ ୪୦୨୬ କରୋନା ପଜିଟିଭ ସଂଖ୍ୟା ଚିହ୍ନଟ ହୋଇଛନ୍ତି। ଅନ୍ୟ ରାଜ୍ୟ ଅପେକ୍ଷା କେରଳ ଏବେ ବି ତାଲିକାର ଶୀର୍ଷରେ ରହିଛି। କେରଳରେ ପୁଣି ୧୭୧ ନୂଆ […]

Read More Text.
Images

କମଲଙ୍କୁ ଭର୍ତ୍ସନା କଲେ କର୍ଣ୍ଣାଟକ ହାଇକୋର୍ଟ

ନୂଆଦିଲ୍ଲୀ: କନ୍ନଡ-ତାମିଲ ଭାଷାକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଅଭିନେତା କମଲ ହାସନଙ୍କୁ କର୍ଣ୍ଣାଟକ ହାଇକୋର୍ଟ ଭର୍ତ୍ସନା କରିଛନ୍ତି। ହାଇକୋର୍ଟ କମଲଙ୍କୁ କଡ଼ା ସମାଲୋଚନା କରି କହିଛନ୍ତି,‘ “ଆପଣଙ୍କର କହିବାର ଅଧିକାର ଅଛି, କିନ୍ତୁ ଲୋକଙ୍କ ଭାବନାକୁ ଆଘାତ ଦେବାରେ କୌଣସି ଅଧିକ‌ାର ନାହିଁ। ତୁମେ କମଲ ହାସନ ହୁଅ କି, ଅନ୍ୟ କେହି ଅଭିବ୍ୟକ୍ତିର ସ୍ୱାଧୀନତା ନାମରେ ଲୋକଙ୍କ ଭାବନାକୁ ଆଘାତ ଦିଆଯାଇପାରିବ ନାହିଁ । ଆମେ ଏବେ ଏହା ଆପଣଙ୍କ ଉପରେ ଛାଡି ଦେଉଛୁ। […]

Read More Text.
Manojsinha

ଆତଙ୍କୀ ଲିଙ୍କ୍‌ରେ ସରକାରୀ କର୍ମଚାରୀ, ଲଶ୍କର ଓ ହିଜବୁଲ ପାଇଁ କରୁଛନ୍ତି କାମ

ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ। କଥାଟି ଆଶ୍ଚର୍ଯ୍ୟ ଲାଗୁଥିବ। କିନ୍ତୁ ଜାମ୍ମୁ-କାଶ୍ମୀରରୁ ଏଭଳି ତଥ୍ୟ ସାମ୍ନାକୁ ଆସିଛି। ଆତଙ୍କବାଦୀ ସଂଗଠନ ସହିତ ସମ୍ପର୍କ ରଖିଥିବା ଜଣାପଡ଼ିବା ପରେ ୩ କର୍ମଚାରୀଙ୍କୁ ସରକାର ଚାକିରିରୁ ବିଦା କରିଛନ୍ତି। ଜାମ୍ମୁ-କାଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ୩ କର୍ମଚାରୀଙ୍କୁ ଚାକିରିରୁ ବହିସ୍କାର କରିଛନ୍ତି। ଏମାନେ ଲଶ୍କର-ଇ-ତଇବା, ହିଜବୁଲ ମୁଜାହିଦିନ ଭଳି ଆତଙ୍କବାଦୀ ସଂଗଠନ ପାଇଁ କାମ କରୁଥିଲେ। କେବଳ ଏହି ୩ ଜଣ ନୁହନ୍ତି, ଅନ୍ୟ କିଛି ସରକାରୀ […]

Read More Text.
ମେ

ଆତଙ୍କୀ ଶିବିର ଧ୍ବଂସ କରିବାର ୫ ମିନିଟ ପରେ ପାକିସ୍ତାନକୁ ସୂଚୀତ କରାଯାଇଥିଲା : ସିଡିଏସ୍

ନୂଆଦିଲ୍ଲୀ : ଭାରତର ଅପରେସନ ସିନ୍ଦୂର ବିଷୟରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ (ସିଡିଏସ୍) ଅନିଲ ଚୌହାନ ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ ଆତଙ୍କବାଦୀ ଆଡ୍ଡାଗୁଡ଼ିକୁ ନଷ୍ଟ କରିବାର ପାଞ୍ଚ ମିନିଟ୍ ପରେ ପାକିସ୍ତାନକୁ ସୂଚନା ଦିଆଯାଇଥିଲା। ଆକ୍ରମଣ ପରେ ଭାରତ ପାକିସ୍ତାନକୁ ଫୋନ୍ କରି କହିଥିଲା ଯେ ଯଦି ଏହା ପ୍ରତି ଆକ୍ରମଣ କରେ, ତେବେ ତାହାର ଅଧିକ କଡ଼ା ଜବାବ ଦିଆଯିବ। ସିଡିଏସ୍ ଅନିଲ ଚୌହାନ କହିଛନ୍ତି ଯେ ଭାରତର […]

Read More Text.
As

ପାକ୍ ଆତଙ୍କବାଦୀର ରହସ୍ୟଜନକ ମୃତ୍ୟୁ

ଇସ୍ଲାମାବାଦ : ପାକିସ୍ତାନୀ ଆତଙ୍କବାଦୀଙ୍କ ରହସ୍ୟମୟ ମୃତ୍ୟୁ ଜାରି ରହିଛି । ଏବେ ଏହି ତାଲିକାରେ ଜୈଶ-ଏ-ମହମ୍ମଦର ଜଣେ ଶୀର୍ଷ କମାଣ୍ଡର ଅବଦୁଲ ଅଜିଜ ଏସାରର ନାମ ଯୋଡା ଯାଇଛି। ପାକିସ୍ତାନର ପଞ୍ଜାବ ଜିଲ୍ଲାରେ ରହସ୍ୟମୟ ପରିସ୍ଥିତିରେ ତାହାର ମୃତଦେହ ମିଳିଛି। ଅବଦୁଲ ଅଜିଜ ଏସାର ଭାରତ ବିରୋଧୀ ଭାଷଣ ଦେବା ପାଇଁ ଜଣାଶୁଣା ଥିଲା। ତା ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ତାର ଅନ୍ତିମ ସଂସ୍କାର ଜୁନ୍ ୩, ମଙ୍ଗଳବାର ଦିନ ଜୈଶ-ଏ-ମହମ୍ମଦର ମୁଖ୍ୟାଳୟ […]

Read More Text.
Add

ଅପରେସନ ସିନ୍ଦୂରରେ ୨୦ ନୁହେଁ ଧ୍ୱଂସ ପାଇଛି ଆତଙ୍କୀସ୍ତାନର ୨୮ ଠିକଣା

ଇସ୍‌ଲାମ୍‌ବାଦ୍‌: ପାକିସ୍ତାନର ଦସ୍ତାବିଜରୁ ସାମ୍ନାକୁ ଆସିଛି ଆଶ୍ଚର୍ଯ୍ୟଜନକ ତଥ୍ୟ, ଯେଉଁଥିରେ ଦାବି କରାଯାଇଛି ଯେ ଭାରତର ଅପରେସନ୍ ସିନ୍ଦୂର ମେ ୭ ତାରିଖରେ ପାକିସ୍ତାନ ଓ ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)ରେ ନଅଟି ଆତଙ୍କବାଦୀ ଶିବିର ବ୍ୟତୀତ ଅନ୍ୟ ଆଠଟି ସ୍ଥାନରେ ଭାରତୀୟ ବାୟୁସେନା ଆକ୍ରମଣ କରି ଏହାକୁ ଧ୍ୱଂସ କରିଛି । ଏହି ସୂଚନା ପାକିସ୍ତାନର ସେନା ଓ ସରକାରୀ ସୂତ୍ରମାନଙ୍କ ରିପୋର୍ଟକୁ ଉଲ୍ଲେଖ କରି ପ୍ରସ୍ତୁତ କରାଯାଇଛି। ଅପରେସନ୍ ସିନ୍ଦୂର ଥିଲା ଏପ୍ରିଲ ୨୨ […]

Read More Text.
Pot

ରୁଷିଆରେ ଆଳୁ ସଙ୍କଟ: ଚିନ୍ତାରେ ପୁଟିନ୍

ମସ୍କୋ:ୟୁକ୍ରେନ ପକ୍ଷରୁ ରୁଷିଆ ଉପରେ ଡ୍ରୋନ୍ ଆକ୍ରମଣ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ଅସ୍ଥିର କରିଦେଇଛି। ଆକ୍ରମଣ ଏପରି ଥିଲା ଯେ, ଏହା ରୁଷିଆର ଆଭ୍ୟନ୍ତରରେ ପହଞ୍ଚିଥିଲା। ଯାହାକୁ ନେଇ ରୁଷିଆ କଳ୍ପନା ମଧ୍ୟ କରି ନଥିଲା। କିନ୍ତୁ ଏବେ ବିଶ୍ୱର ସବୁଠାରୁ ଅଧିକ ଆଳୁ ଖାଉଥିବା ଦେଶ ରୁଷିଆର ଲୋକଙ୍କ ଥାଳିରୁ ଆଳୁ ଅଦୃଶ୍ୟ ହେବା ଆରମ୍ଭ କରିଛି। ଦେଶରେ ଆଳୁ ଦର ଏବେ ଆକାଶଛୁ୍ଆଁ ହେବରେ ଲାଗିଛି। ଏହି ସଙ୍କଟ ନେଇ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ […]

Read More Text.
Jee

JEE ଆଡଭାନ୍ସ ୨୦୨୫ ରେଜଲ୍ଟ ପ୍ରକାଶିତ, ରଜିତ ଗୁପ୍ତା ସର୍ବଭାରତୀୟ ଟପ୍ପର

JEE ଆଡଭାନ୍ସ ରେଜଲ୍ଟ ପ୍ରକାଶିତ ହୋଇଛି । ଚଳିତବର୍ଷ ପରୀକ୍ଷାର ଆୟୋଜନ ଆଇଆଇଟି କାନପୁରରେ ହୋଇଥିଲା । ପରୀକ୍ଷାର୍ଥୀ ନିଜର ରେଜଲ୍ଟ ଅଫିସିଆଲ ୱେବସାଇଟ jeeadv.ac.in କୁ ଯାଇ ଚେକ୍ କରିପାରିବେ । ରଜିତ ଗୁପ୍ତା ଚଳିତବର୍ଷ ଅଲ ଇଣ୍ଡିଆ ରାଙ୍କ ୧ ହାସଲ କରି ସମଗ୍ର ଦେଶରେ ଟପର ହୋଇଛନ୍ତି । ତାଙ୍କ ସହିତ କୋଟାର ଅନ୍ୟ ୪ ଜଣ ଛାତ୍ର ଟପର ରହିଛନ୍ତି । ଆଇଆଇଟି ଦିଲ୍ଲୀ ଜୋନର ରଜିତ ଟପ୍ପର ହୋଇଛନ୍ତି । […]

Read More Text.
Landslide

ସିକ୍କିମ ଭୂସ୍ଖଳନରେ ୩ ଯବାନ ସହିଦ, ୬ ଜଣ ନିଖୋଜ

ସିକ୍କିମ: ପ୍ରବଳ ବର୍ଷା ପରେ ସିକ୍କିମରେ ଭୟଙ୍କର ଭୂସ୍ଖଳନ । ଭୂସ୍ଖଳନରେ ଧସିଲା ଯବାନଙ୍କ କ୍ୟାମ୍ପ୍ । ଉତ୍ତର ସିକ୍କିମର ଛାଟେନ୍ ଅଞ୍ଚଳରେ ଭୟଙ୍କର ଭୂସ୍ଖଳନରେ ଧସିଛି ଯବାନଙ୍କ କ୍ୟାମ୍ପ୍ । ଯେଉଁଥିରେ ୩ ଜଣ ଯବାନ ସହିଦ ହୋଇଥିବା ବେଳେ ୬ ଜଣ ଯବାନ ଏବେବି ନିଖୋଜ ଅଛନ୍ତି । ଘଟଣା ପରେ ୪ ଜଣ ଯବାନଙ୍କୁ ଗୁରୁତର ଭାବେ ଉଦ୍ଧାର କରାଯାଇଥିବା ବେଳେ ସହିଦ ୩ ଯବାନଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସହିଦ […]

Read More Text.