ମହିଳା ଡାକ୍ତରଙ୍କ ସମେତ ୭ଜଣ କରୋନା ପଜିଟିଭ
ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସମ୍ପ୍ରତି ମିଳିଥିବା ସୂଚନା ଅନୁଯାୟୀ ବିହାରରେ ୭ଜଣ ଲୋକ କରୋନା ସଂକ୍ରମିତ ହୋଇଥିବା ଚିହ୍ନଟ ହୋଇଛି। ଏମାନଙ୍କ ମଧ୍ୟରେ ଏମ୍ସର ମହିଳା ଡାକ୍ତର ବି ସାମିଲ ଅଛନ୍ତି। ସଂକ୍ରମିତ ହୋଇଥିବା ସମସ୍ତ ରୋଗୀଙ୍କୁ ଆଇସୋଲେସନରେ ରଖାଯାଇଛି। ଚିହ୍ନଟ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ମଧ୍ୟ ଖୋଜା ଚାଲିଛି। ଭାରତରେ ଗତ ସପ୍ତାହକ ମଧ୍ୟରେ କୋଭିଡ-୧୯ର ୭୫୨ଟି ନୂଆ ମାମଲା ସାମ୍ନାକୁ ଆସିଛି। ନୂଆ […]
Read More Text.