“ହିନ୍ଦୁମାନଙ୍କୁ କରାଯାଇଥିଲା ଟାର୍ଗେଟ, ମୁର୍ଶିଦାବାଦ ହିଂସା ପଛରେ ଟିଏମସି ନେତାଙ୍କ ହାତ”: ଆସିଲା ରିପୋର୍ଟ
କୋଲକାତା,୨୦।୫: ଗତ ମାସରେ ମୁର୍ଶିଦାବାଦରେ ସଂଘଟିତ ହିଂସାରେ ପଶ୍ଚିମବଙ୍ଗର ଶାସକ ତୃଣମୂଳ କଂଗ୍ରେସର ଜଣେ ନେତା ସାମିଲ ଥିଲେ ବୋଲି କୋଲକାତା ହାଇକୋର୍ଟ ଦ୍ୱାରା ଗଠିତ ତଦନ୍ତ କମିଟିର ରିପୋର୍ଟରେ ଦାବି କରାଯାଇଛି। ଓ୍ଵାକଫ୍ ସଂଶୋଧନ ବିଲ୍ ପାସ ସମୟରେ ଘଟିଥିବା ଏହି ଆକ୍ରମଣ ହିନ୍ଦୁମାନଙ୍କ ଉପରେ କେନ୍ଦ୍ରୀଭୂତ ଥିଲା ଏବଂ ଯେତେବେଳେ ଆକ୍ରାନ୍ତ ଲୋକେ ସାହାଯ୍ୟ ପାଇଁ ଡାକିଥିଲେ, ପୋଲିସ କୌଣସି ସାହାଯ୍ୟ କରିବାରେ ବିଫଳ ହୋଇଥିଲା ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି। ରିପୋର୍ଟରେ ଅଗ୍ନିସଂଯୋଗ, ଲୁଟପାଟ […]
Read More Text.