2

ଜଳପ୍ରଳୟ, ରାସ୍ତାରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ବେଙ୍ଗାଲୁରୁ ,୧୯।୫: ଦୁଇ ଦିନର ଲଗାଣ ବର୍ଷାରେ ବେହାଲ ହୋଇପଡିଛି ବେଙ୍ଗାଲୁରୁ ସହର । ଅନେକ ତଳିଆ ଅଞ୍ଚଳ ଜଳମଗ୍ନ ହୋଇ ରହିଛି। ଫଳରେ ସହରର ବିଭିନ୍ନ ସ୍ଥାନରେ ଟ୍ରାଫିକ ସମସ୍ୟା ଦେଖାଦେଇଛି। ଏପରିକି ରାସ୍ତାରେ ଲହଡି ଭାଙ୍ଗୁଛି ବର୍ଷା ପାଣି । ଯେଉଁ ରାସ୍ତାରେ ଯାନବାହନ ଚାଳାଚଳ କରୁଥିଲା ସେହି ରାସ୍ତାରେ ଚାଲୁଛି ଲାଇଭ ବୋଟ । ଏପରିକି ବର୍ଷା ପ୍ରଭାବିତ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ତେବେ ଡ୍ରେନେଜ ସମସ୍ୟା ପାଇଁ […]

Read More Text.
0099

ପହଲଗାଓଁ ଆକ୍ରମଣ ପରେ ପାକ୍ ଦୂତାବାସକୁ କେକ୍ ନେଇ ଯାଉଥିବା ବ୍ୟକ୍ତିଙ୍କ ସହ ଜ୍ୟୋତିଙ୍କର ରହିଛି ସମ୍ପର୍କ, ସାମ୍ନାକୁ ଆସିଲା ଉଭୟଙ୍କ ଫଟୋ

ନୂଆଦିଲ୍ଲୀ : ପହଲଗାଓଁ ଆକ୍ରମଣ ପରେ ନୂଆଦିଲ୍ଲୀସ୍ଥିତ ପାକିସ୍ତାନ ଦୂତାବାସରେ କେକ୍‌ କଟାଯାଇଥିଲା। ଏହାକୁ ନେଇ ସେତେବେଳେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଦୂତାବାସକୁ କେକ୍‌ ନେଇ ଯାଉଥିବା ବ୍ୟକ୍ତିଙ୍କୁ ଜନସାଧାରଣ ଏବଂ ଗଣମାଧ୍ୟମ ପ୍ରତିନିଧିମାନେ ଘେରିଯାଇ ନାନା ପ୍ରଶ୍ନ କରିଥିଲେ। ତେବେ ସେହି ବ୍ୟକ୍ତି ଜଣଙ୍କ ଗିରଫ ହୋଇଥିବା ପାକ୍‌ ଗୁପ୍ତଚର ଜ୍ୟୋତି ମାଲହୋତ୍ରାଙ୍କ ଘନିଷ୍ଠ ବୋଲି ଜଣାପଡ଼ିଛି। ଉକ୍ତ ବ୍ୟକ୍ତିଙ୍କ ସହିତ ଜ୍ୟୋତିଙ୍କ ସମ୍ପର୍କ ରହିଛି। ଉଭୟଙ୍କର ଏକ ଫଟୋ ସାମ୍ନାକୁ ଆସିବା ପରେ […]

Read More Text.
Prashant kishore 750x430

ଉଦୟ ସିଂହ ହେଲେ ଜନ ସୂରଜ ପାର୍ଟିର ପ୍ରଥମ ରାଷ୍ଟ୍ରୀୟ ସଭାପତି

ନୂଆଦିଲ୍ଲୀ : ପ୍ରଶାନ୍ତ କିଶୋରଙ୍କ ଜନ ସୂରଜ ପାର୍ଟିର ପ୍ରଥମ ରାଷ୍ଟ୍ରୀୟ ସଭାପତି ହୋଇଛନ୍ତି ଉଦୟ ସିଂହ। ସେ ପୂର୍ବରୁ ବିଜେପିର ସାଂସଦ ଥିଲେ। ସୋମବାର ପ୍ରଶାନ୍ତ ନିଜ ଦଳର ରାଷ୍ଟ୍ରୀୟ ସଭାପତି ଭାବେ ଉଦୟଙ୍କ ନାମ ଘୋଷଣା କରିଛନ୍ତି। ଆଗାମୀ ବିହାର ବିଧାନସଭା ନିର୍ବାଚନ ଲାଗି ପ୍ରଶାନ୍ତ ମଇଦାନକୁ ଓହ୍ଲାଇଛନ୍ତି। ଏଥିପାଇଁ ସେ ପୂର୍ବରୁ ଦଳ ଗଠନ କରିଥିଲେ ହେଁ ତାହା ବିନା କୌଣସି ସଭାପତିରେ ଚାଲୁଥିଲା। ନିଜେ ଦଳର କୌଣସି ପଦବୀ ଗ୍ରହଣ କରିବେ […]

Read More Text.
How youtuber jyoti malhotra used social media apps to pass secrets to pakistan

ବ୍ଲାକଆଉଟ୍‌ ସମୟରେ ପାକ୍‌ ଦୂତାବାସ ଅଧିକାରୀଙ୍କ ସହ ଯୋଗାଯୋଗରେ ଥିଲେ ଜ୍ୟୋତି

ନୂଆଦିଲ୍ଲୀ : ପାକିସ୍ତାନ ପାଇଁ ଗୁପ୍ତଚରି କରିବା ଅଭିଯୋଗରେ ଗିରଫ ହୋଇଥିବା ମହିଳା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଅପରେସନ ‘ସିନ୍ଦୂର’ରେ ବ୍ଲାକଆଉଟ୍ ସମୟରେ ପାକ୍‌ ଦୂତାବାସ ଅଧିକାରୀଙ୍କ ଯୋଗାଯୋଗରେ ରହିଥିଲେ। ଏପରି କି ଅପରେସନ ସିନ୍ଦୂରର ଦିନକ ପୂର୍ବରୁ ଅର୍ଥାତ ମେ ୬ରେ ବି ସେ ନୂଆଦିଲ୍ଲୀ ଯାଇ ସେଠାରେ ଅବସ୍ଥିତ ପାକ୍ ଦୂତାବାସ ଅଧିକାରୀ ଦାନିଶଙ୍କୁ ଭେଟିଥିଲେ। ଏହା ସହିତ ଅପରେସନ ଚାଲିବାର କିଛି ଦିନ ପର୍ଯ୍ୟନ୍ତ ସେ ଅନ୍ୟ ଅଧିକାରୀମାନଙ୍କ ସହିତ ବି ଯୋଗାଯୋଗରେ […]

Read More Text.
Spy 1 750x430

ନୁହରୁ ଆଉଜଣେ ପାକ୍ ଗୁପ୍ତଚର ଗିରଫ, ହ୍ୱାଟ୍ସଆପ୍ ଚାଟ୍‌ରୁ ମିଳିଲା ଦେଶଦ୍ରୋହର ପ୍ରମାଣ

ନୁହ: ପାକିସ୍ତାନୀ ଗୁପ୍ତଚର ନେଟୱର୍କ ବିରୋଧରେ ହରିୟାଣା ପୁଲିସ ଏବଂ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାଗୁଡ଼ିକୁ ଆଉ ଏକ ବଡ଼ ସଫଳତା ମିଳିଛି। ପାକିସ୍ତାନ ପାଇଁ ଗୁପ୍ତଚର କାମ କରିବା ଅଭିଯୋଗରେ ନୁହ ଜିଲାରେ ପୁଲିସ ଏବଂ ତଦନ୍ତକାରୀ ସଂସ୍ଥାଗୁଡ଼ିକ ଆଉ ଜଣେ ବ୍ୟକ୍ତିକୁ ଗିରଫ କରିଛନ୍ତି। ଦୁଇ ଦିନ ପୂର୍ବରୁ ସମାନ ଅଭିଯୋଗରେ ପୁଲିସ ନୁହ ଜିଲାର ରାଜାକା ଗାଁରୁ ଅରମାନ ନାମକ ବ୍ୟକ୍ତିକୁ ଗିରଫ କରିଥିଲା। ଏଥର ପୁଲିସ ନୁହ ଜିଲା ତାୱଡୁ ସବଡିଭିଜନର କାଙ୍ଗରକା […]

Read More Text.
Rgcbv5e7w0nvm1cbutus

ଦେଶର ସର୍ବବୃହତ୍ ଫ୍ରେଞ୍ଚ ଫ୍ରାଇଜ କାରଖାନା ଉଦ୍‌ଘାଟିତ, ଗୁଜରାଟରେ ୧୦୦୦ କୋଟି ନିବେଶ କଲା ଫାଲକନ ଏଗ୍ରିଫ୍ରିଜ୍

ମେହସାନା : ଓଡ଼ିଶାର ଅଗ୍ରଣୀ ବ୍ୟବସାୟ ପ୍ରତିଷ୍ଠାନ ଫାଲକନ ଗ୍ରୁପ ପକ୍ଷରୁ ଫାଲକନ ଏଗ୍ରିଫ୍ରିଜ ଫୁଡ୍ସ ପ୍ରାଇଭେଟ୍ ଲିମିଟେଡ ଜରିଆରେ ଗୁଜରାଟର ମେହସାନାରେ ନୂଆ ଫ୍ରୋଜେନ ପଟାଟୋ କାରଖାନା ସ୍ଥାପନ କରାଯାଇଛି। ତାହା ହେଉଛି ଦେଶର ସର୍ବବୃହତ ଫ୍ରେଞ୍ଚ ଫ୍ରାଇଜ କାରଖାନା, ଯେଉଁଥିରେ ୩୫୦ ମିଟରର ବୃହତ୍ ଉତ୍ପାଦନ ଲାଇନ୍ ରହିଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହାକୁ ଉଦଘାଟନ କରିଛନ୍ତି। ଦୁଇ ବର୍ଷ ମଧ୍ୟରେ ସ୍ଥାପନ କରାଯାଇଥିବା ଏହି କାରଖାନାର ଉତ୍ପାଦନ କ୍ଷମତା ଘଣ୍ଟା ପିଛା […]

Read More Text.
0000

କାର୍‌ ଭିତରେ ଶ୍ଵାସରୁଦ୍ଧ ହୋଇ ୪ ଶିଶୁ ମୃତ

ବିଜୟନଗରମ୍ : ଆନ୍ଧ୍ରପ୍ରଦେଶ ବିଜୟନଗରମ୍ ଦ୍ଵାରପୁଡି ଗାଁରେ ଅଘଟଣ। ଏକ କାର୍ ଭିତରେ ଶ୍ଵାସରୁଦ୍ଧ ହୋଇ ୪ ଜଣ ପିଲାଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ପୁଅ ଏବଂ ୩ ଜଣ ଝିଅ ଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ, ପିଲାମାନେ ଘର ବାହାରେ ଖେଳୁଥିବା ସମୟରେ ପାଖରେ ଠିଆ ହୋଇଥିବା କାର ଭିତରେ ପ୍ରବେଶ କରିଥିଲେ। କବାଟ ଗୁଡ଼ିକ ବନ୍ଦ ହୋଇ ପଡିବାରୁ ପିଲାମାନେ ସେଗୁଡ଼ିକୁ ଖୋଲିପାରି ନଥିଲେ । ଶ୍ବାସରୁଦ୍ଧ ହୋଇ ଗାଡ଼ି […]

Read More Text.

ସବୁ ବିଚାରପତି ପୂର୍ଣ୍ଣକାଳୀନ ପେନସନ ପାଇବାକୁ ହକଦାର : ସୁପ୍ରିମ କୋର୍ଟ

ନୂଆଦିଲ୍ଲୀ: ଅତିରିକ୍ତ ବିଚାରପତି ଭାବରେ ଅବସର ନେଇଥିବା ବ୍ୟକ୍ତିଙ୍କ ସମେତ ସମସ୍ତ ହାଇକୋର୍ଟ ବିଚାରପତି ପୂର୍ଣ୍ଣ ପେନସନ ପାଇବାକୁ ହକଦାର। ଜଣେ ବିଚାରପତି ଜିଲା ନ୍ୟାୟାଳୟରୁ ପଦୋନ୍ନତି ପାଇଛନ୍ତି କି ବାରରୁ ଉନ୍ନୀତ ହୋଇଛନ୍ତି ତାହା ଉପରେ କୌଣସି ପାର୍ଥକ୍ୟ କରାଯାଇପାରିବ ନାହିଁ ବୋଲି ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତିମାନେ ବାର୍ଷିକ ୧୫ ଲକ୍ଷ ଟଙ୍କା ପେନସନ ଭାବରେ ପାଇବେ। ସେହିପରି ଅତିରିକ୍ତ ବିଚାରପତି […]

Read More Text.
Jyoti

ପହଲଗାମ୍ ଆତଙ୍କୀ ହମଲା: ନିରୀହ ପର୍ଯ୍ୟଟକଙ୍କୁ ଦୋଷ ଦେଇଥିଲେ ଜ୍ୟୋତି

ନୂଆଦିଲ୍ଲୀ: ପହଲଗାମ୍ ଆତଙ୍କୀ ହମଲା ନେଇ ଯେତେବେଳେ ସାରା ବିଶ୍ବ ଆତଙ୍କବାଦୀଙ୍କୁ ଏ ଘୃଣ୍ୟ କାମକୁ ନିନ୍ଦା କରୁଥିଲା ଆଉ ପାକିସ୍ତାନ ବିରୋଧରେ ସ୍ବର ତେଜୁଥିଲା ଠିକ୍ ସେତେବେଳେ ଭାରତରେ ରହି ଜଣେ ଭାରତୀୟ ହୋଇ ପହଲଗାମ୍ ହମଲାରେ ଆତଙ୍କୀଙ୍କୁ ନୁହେଁ ବରଂ ନିରୀହ ପର୍ଯ୍ୟଟକଙ୍କୁ ଦୋଷ ଦେଇଥିଲେ ଏ ଦେଶଦ୍ରୋହୀ । ହମଲାରେ ଆତଙ୍କବାଦ ବିରୋଧରେ ନକହି ବରଂ ପର୍ଯ୍ୟଟକଙ୍କ ମୁଣ୍ଡକୁ ଦୋଷ ଠେଲିଥିଲେ ପାକିସ୍ତାନର ଏ ଗୁପ୍ତଚର ଜ୍ୟୋତି ମଲହୋତ୍ରା । ପାକିସ୍ତାନ ପାଇଁ […]

Read More Text.
121234920

ଲସ୍କର-ଏ-ତୋଏବାର ହେଡକ୍ବାର୍ଟରରେ ଟ୍ରେନିଂ ନେଇଥିଲେ ଜ୍ୟୋତି, ଆତଙ୍କୀ ଆଡ୍ଡାରେ ରହିଥିଲେ ୧୪ ଦିନ !

ନୂଆଦିଲ୍ଲୀ: ଆତଙ୍କୀ ଶିବିରରେ ଥିଲେ ପାକିସ୍ତାନୀ ଗୁପ୍ତଚର ଦିନେ କି ଦୁଇ ଦିନ ନୁହେଁ ଦୀର୍ଘ ୧୪ ଦିନ ଧରି ସେଠାରେ ରହିଥିଲେ ଆଉ ଆତଙ୍କୀ ଆଡ୍ଡାରେ ତାଲିମ ନେଉଥିଲେ । ପାକିସ୍ତାନର ମୁରିଦକେ ସହର ଯାହାକୁ ଲସ୍କର-ଏ-ତୋଏବାର ହେଡକ୍ବାର୍ଟର କୁହାଯାଏ ଆଉ କୁଖ୍ୟାତ ଆତଙ୍କୀ ହାଫିଜ ସଇଦର ଘର ବୋଲି ମଧ୍ୟ କୁହାଯାଏ, ସେଠାରେ ଜ୍ୟୋତି ମାଲହୋତ୍ରା ତାଲିମ ନେଉଥିଲେ ବୋଲି ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । ଟ୍ରେନିଂ ପରେ ଯୁବତୀଙ୍କୁ ଏହି […]

Read More Text.