ଦୈନିକ କରୋନା ପଜିଟିଭ ସଂଖ୍ୟା ୪ ହଜାର ଟପିଲା: ତାଲିକାରେ ଶୀର୍ଷରେ କେରଳ
ନୂଆଦିଲ୍ଲୀ: ଦେଶରେ ପୁଣି ଡରାଇଲାଣି କରୋନା ମହାମାରୀ। ଦୈନିକ ୧ ହଜାରରୁ ଅଧିକ ପିଜିଟିଭ୍ ଚିହ୍ନଟ ହେଉଛନ୍ତି। ଏକାଧିକ ଲୋକଙ୍କର ମୃତ୍ୟୁ ହେଉଛି। ଗତ ୨୪ ଘଣ୍ଟାରେ ଦେଶରେ କରୋନା ପଜିଟିଭ୍ ସଂଖ୍ୟା ୪ ହଜାର ଅତିକ୍ରମ କରିଛି। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସରକାରୀ ଡ୍ୟାସବୋର୍ଡ ସୂଚନା ଅନୁଯାୟୀ, ଦିନକରେ ୪୦୨୬ କରୋନା ପଜିଟିଭ ସଂଖ୍ୟା ଚିହ୍ନଟ ହୋଇଛନ୍ତି। ଅନ୍ୟ ରାଜ୍ୟ ଅପେକ୍ଷା କେରଳ ଏବେ ବି ତାଲିକାର ଶୀର୍ଷରେ ରହିଛି। କେରଳରେ ପୁଣି ୧୭୧ ନୂଆ […]
Read More Text.