ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ହେଗ୍ କୋର୍ଟର ରାୟକୁ ଭାରତର ପ୍ରତ୍ୟାଖ୍ୟାନ
ନୂଆଦିଲ୍ଲୀ:ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ହେଗ୍ସ୍ଥିତ ମଧ୍ୟସ୍ଥତା କୋର୍ଟ ଦେଇଥିବା ରାୟକୁ ଭାରତ ସ୍ପଷ୍ଟ ଭାବେ ପ୍ରତ୍ୟାଖ୍ୟାନ କରିଛି। ଭାରତର କହିବା ଅନୁଯାୟୀ, ଏହି ତଥାକଥିତ ମଧ୍ୟସ୍ଥତା କୋର୍ଟର ଭାରତର ସାର୍ବଭୌମ ନିଷ୍ପତ୍ତି ଉପରେ କୌଣସି ଅଧିକାର ନାହିଁ। ଚୁକ୍ତିନାମା ସ୍ଥଗିତ ରଖିବା ନେଇ ଭାରତର ନିଷ୍ପତ୍ତି ଉପରେ ମଧ୍ୟ ଏହି ସଂସ୍ଥା ହସ୍ତକ୍ଷେପ କରିପାରିବ ନାହିଁ ବୋଲି ନୂଆଦିଲ୍ଲୀ କହିଛି। ସୋମବାର ମଧ୍ୟସ୍ଥତା କୋର୍ଟ ପକ୍ଷରୁ ସିନ୍ଧୁ ଜଳ ଚୁକ୍ତିନାମା ସମ୍ପର୍କିତ ଅନ୍ତରୀଣ ପଦକ୍ଷେପ ଓ […]
Read More Text.