ପହଲଗାଓଁ ଆକ୍ରମଣ ପରେ ପାକ୍ ଦୂତାବାସକୁ କେକ୍ ନେଇ ଯାଉଥିବା ବ୍ୟକ୍ତିଙ୍କ ସହ ଜ୍ୟୋତିଙ୍କର ରହିଛି ସମ୍ପର୍କ, ସାମ୍ନାକୁ ଆସିଲା ଉଭୟଙ୍କ ଫଟୋ
ନୂଆଦିଲ୍ଲୀ : ପହଲଗାଓଁ ଆକ୍ରମଣ ପରେ ନୂଆଦିଲ୍ଲୀସ୍ଥିତ ପାକିସ୍ତାନ ଦୂତାବାସରେ କେକ୍ କଟାଯାଇଥିଲା। ଏହାକୁ ନେଇ ସେତେବେଳେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଦୂତାବାସକୁ କେକ୍ ନେଇ ଯାଉଥିବା ବ୍ୟକ୍ତିଙ୍କୁ ଜନସାଧାରଣ ଏବଂ ଗଣମାଧ୍ୟମ ପ୍ରତିନିଧିମାନେ ଘେରିଯାଇ ନାନା ପ୍ରଶ୍ନ କରିଥିଲେ। ତେବେ ସେହି ବ୍ୟକ୍ତି ଜଣଙ୍କ ଗିରଫ ହୋଇଥିବା ପାକ୍ ଗୁପ୍ତଚର ଜ୍ୟୋତି ମାଲହୋତ୍ରାଙ୍କ ଘନିଷ୍ଠ ବୋଲି ଜଣାପଡ଼ିଛି। ଉକ୍ତ ବ୍ୟକ୍ତିଙ୍କ ସହିତ ଜ୍ୟୋତିଙ୍କ ସମ୍ପର୍କ ରହିଛି। ଉଭୟଙ୍କର ଏକ ଫଟୋ ସାମ୍ନାକୁ ଆସିବା ପରେ […]
Read More Text.