ଭାରତର ଚେତାବନୀ ପରେ ପାକ୍ ଥରହର, ଡାକିଲା ରୁଦ୍ଧଦ୍ଵାର ବୈଠକ
ନୂଆଦିଲ୍ଲୀ: ପହଲଗାମ ଆକ୍ରମଣର ଦୃଢ଼ ଜବାବ ଦିଆଯିବ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଚେତାବନୀ ଦେବା ପରେ ପାକିସ୍ତାନ ଭୟଭୀତ ହୋଇପଡ଼ିଛି। ଭାରତର ପାଲଟା ଜବାବ ଆଶଙ୍କାରେ ପାକ୍ ପ୍ରତିରକ୍ଷା ମନ୍ତ୍ରୀ ବୁଧବାର ରୁଦ୍ଧଦ୍ଵାର ବୈଠକ ଡକାଇ ବାୟୁସେନା ଏବଂ ନୌସେନାକୁ ସଜାଗ ରହିବାକୁ ସତର୍କ କରାଇଛି। ଆକ୍ରମଣ ପରେ ପାକିସ୍ତାନ ପକ୍ଷରୁ ପ୍ରଥମ ବିବୃତି ଜାରି କରାଯାଇ ଏହି ଘଟଣାରେ ତା’ର ସମ୍ପୃକ୍ତି ନାହିଁ ବୋଲି କହିଛି। […]
Read More Text.