ତହବ୍ବୁର ରାଣାକୁ ‘ଫାଶୀ’ ଦାବି କଲେ ସହିଦଙ୍କ ବାପା
ମୁମ୍ବଇ : ୨୦୦୮ ମୁମ୍ବଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହବ୍ବୁର ରାଣାକୁ ଖୁବଶୀଘ୍ର ଆମେରିକା ଭାରତକୁ ପ୍ରତ୍ୟର୍ପଣ କରିବ। ରାଣା ଭାରତକୁ ଆସିବା ପରେ ଏଠାରେ ତା’ ବିରୋଧରେ ବିଚାର ପ୍ରକ୍ରିୟା ଆରମ୍ଭ ହେବ। ତେବେ ରାଣାକୁ ଫାଶୀ ଦଣ୍ଡ ଦେବାକୁ ଦାବି କରିଛନ୍ତି ଆକ୍ରମଣରେ ସହିଦ ହୋଇଥିବା ଜଣେ କନଷ୍ଟେବଳଙ୍କ ବାପା। ତହବ୍ବୁର ମୂଳତଃ ପାକିସ୍ତାନୀ ହୋଇଥିବାବେଳେ କାନାଡ଼ାର ନାଗରିକତା ଗ୍ରହଣ କରି ସେଠାରେ ରହୁଥିଲା। ମୁମ୍ବଇ ଆକ୍ରମଣରେ ସହିଦ କନଷ୍ଟେବଳ ରାହୁଲ ସିନ୍ଦେଙ୍କ ବାପା […]
Read More Text.