ଇବୋଲା ଭାଇରସକୁ ନେଇ ଦିଲ୍ଲୀ ଏୟାରପୋର୍ଟରେ ଆଡଭାଇଜରୀ ଜାରି
ନୂଆଦିଲ୍ଲୀ : ଇବୋଲା ଭାଇରସ ସଂକ୍ରମଣକୁ ନେଇ ଦିଲ୍ଲୀ ଏୟାରପୋର୍ଟରେ ଆଡଭାଇଜରୀ ଜାରି ହୋଇଛି । ଡିଜିଏଚଏସ ଏହି ଭାଇରସକୁ ନେଇ ଆଡଭାଇଜରୀ ଜାରି କରିଛି । ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଆଡଭାଇଜରୀରେ କହିଛନ୍ତି, ଇବୋଲା ଭାଇରସରେ ପ୍ରଭାବିତ ଦେଶରୁ ଆସୁଥିବା କିମ୍ବା ସେଠାର ହୋଇ ଯାଉଥିବା ଯାତ୍ରୀଙ୍କ ଉପରେ ଧ୍ୟାନ ଦେବା ଉଚିତ । ହାଇ ଆଲର୍ଟରେ କଙ୍ଗୋ, ୟୁଗାଣ୍ଡା ଏବଂ ଦକ୍ଷିଣ ସୁଡାନ ଯାତ୍ରା କରୁଥିବା ଯାତ୍ରୀଙ୍କ ନିକଟରେ ଇବୋଲା ସମ୍ବନ୍ଧୀୟ କୌଣସି […]
Read More Text.