ମହଙ୍ଗା ହେବ କର୍କଟ, ମଧୁମେହ ଔଷଧ
ନୂଆଦିଲ୍ଲୀ: କର୍କଟ, ମଧୁମେହ, ହୃଦ୍ରୋଗ ଓ ଅନ୍ୟ ଆଣ୍ଟିବାୟୋଟିକ୍ ସହିତ ସରକାରୀ ନିୟନ୍ତ୍ରଣରେ ଥିବା ଅନ୍ୟ ଔଷଧ ଦର ବୃଦ୍ଧି ହେବାକୁ ଯାଉଛି। ଔଷଧ ଦର ପ୍ରାୟ ୧.୭ ପ୍ରତିଶତ ମହଙ୍ଗା ହେବ ବୋଲି ସୂଚନା ମିଳିଛି। ସରକାରୀ ନିୟନ୍ତ୍ରଣରେ ଥିବା କର୍କଟ, ମଧୁମେହ, ହୃଦ୍ରୋଗ ଓ ଅନ୍ୟ ଆଣ୍ଟିବାୟୋଟିକ୍ ଔଷଧ ଦର ଖୁବ୍ଶୀଘ୍ର ବଢ଼ିବାକୁ ଯାଉଛି। ଏହି ସମସ୍ତ ଔଷଧ ଦର ପ୍ରାୟ ୧.୭ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ହୋଇପାରେ ବୋଲି ଆଶା କରାଯାଉଛି। ତେବେ […]
Read More Text.