ମହାମହିମଙ୍କ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାଦେଶ, ସୁପ୍ରିମକୋର୍ଟରେ ବଢ଼ିଲା ବିଚାରପତିଙ୍କ ସଂଖ୍ୟା 

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ୪ ନୂଆ ବିଚାରପତି । ମୋଟ ୩୮ ଜଣ ହେବେ ବିଚାରପତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଏକ ଅତି ଗୁରୁତ୍ୱପୂର୍ଣ୍ଣ ଅଧ୍ୟାଦେଶ ଜାରି କରିଛନ୍ତି । ଏହା ଦ୍ୱାରା ସୁପ୍ରିମକୋର୍ଟର ମୋଟ ବିଚାରପତି ସଂଖ୍ୟା ୩୪ରୁ ବଢ଼ି ୩୮ କରାଯାଇଛି। ଏଥିରେ ପ୍ରଧାନ ବିଚାରପତି ମଧ୍ୟ ସାମିଲ୍ ଅଛନ୍ତି । ୨୦୨୬ ମସିହାର ଏହି ପଦକ୍ଷେପ ଦେଶର ସର୍ବୋଚ୍ଚ ନ୍ୟାୟାଳୟର ଇତିହାସରେ ଏକ ବଡ଼ ମାଇଲ୍ ଷ୍ଟୋନ୍ ହୋଇ ରହିବ। କେନ୍ଦ୍ର କ୍ୟାବିନେଟ୍ […]

Read More Text.

ସିବିଏସଇର ବଡ଼ ନିଷ୍ପତ୍ତି, ନବମ ଓ ଦଶମରେ ୩ଟି ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ଜୁଲାଇ ୧ରୁ ୯ମ ଏବଂ ୧୦ମ ଶ୍ରେଣୀ ଛାତ୍ରଙ୍କ ପାଇଁ ୩ଟି ଭାଷା ଜାଣିଥିବା ବାଧ୍ୟତାମୂଳକ କରାଯାଇଛି । ଏହି ନୂଆ ନିୟମ ଜୁଲାଇ ୧, ୨୦୨୬ ଶିକ୍ଷାବର୍ଷ ୨୦୨୬-୨୭ରୁ ଆରମ୍ଭ ହେବ । ବୋର୍ଡ ଦ୍ବାରା ଜାରି ହୋଇଥିବା ସର୍କୁଲାର ଅନୁସାରେ, ରାଷ୍ଟ୍ରୀୟ ଶିକ୍ଷା ନୀତି ୨୦୨୦ ଏବଂ ନ୍ୟାସନାଲ କରିକୁଲମ ଫ୍ରେମୱାର୍କ ୨୦୨୩ ଅଧିନରେ ଏହି ନିଷ୍ପତ୍ତି ନିଆଯାଇଛି । ନୂଆ ଶିକ୍ଷାବର୍ଷ ପାଇଁ ୯ମ […]

Read More Text.
Ceasefire

ଯୁଦ୍ଧବିରତିକୁ ୪୫ ଦିନକୁ ବୃଦ୍ଧି କଲା ଆମେରିକା

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି । ଆମେରିକା ମଧ୍ୟସ୍ଥତାରେ ୱାଶିଂଟନରେ ଦୁଇ ଦିନିଆ ଉଚ୍ଚସ୍ତରୀୟ ଆଲୋଚନା ପରେ ଇସ୍ରାଏଲ ଏବଂ ଲେବାନନ ସେମାନଙ୍କର ଅସ୍ତ୍ରବିରତିକୁ ଆଉ ୪୫ ଦିନ ପାଇଁ ବୃଦ୍ଧି କରିବାକୁ ରାଜି ହୋଇଛନ୍ତି । ରବିବାରରେ ଶେଷ ହେଉଥିବା ଏହି ଯୁଦ୍ଧବିରାମର ସମୟ ସୀମାକୁ ବଢାଇବାର ଉଦ୍ଦେଶ୍ୟ ହେଉଛି ଦୁଇ ଦେଶ ମଧ୍ୟରେ ସୀମାରେ ହିଂସାର ପୁନରାବୃତ୍ତିକୁ ରୋକିବା ଏବଂ ସ୍ଥାୟୀ ଶାନ୍ତି ପାଇଁ ଏକ […]

Read More Text.

ପ୍ରତିରକ୍ଷା, ଗ୍ୟାସ ଓ ତୈଳ ଭଣ୍ଡାର କ୍ଷେତ୍ରରେ ଭାରତ-ୟୁଏଇ ରାଜିନାମା ସ୍ବାକ୍ଷରିତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୫ ଦେଶୀୟ ଗସ୍ତରେ ଯାଇ ପ୍ରଥମ ପର୍ଯ୍ୟାୟରେ ସଂଯୁକ୍ତ ଆରବ ଏମିରେଟସରେ ପହଞ୍ଚିଛନ୍ତି। ସେଠାରେ ତାଙ୍କର ମାତ୍ର ଅଢ଼େଇ ଘଣ୍ଟାର ରହଣି ମଧ୍ୟରେ ଦୁଇ ଦେଶ ମଧ୍ୟରେ ପ୍ରତିରକ୍ଷା, ଏଲ୍‌ପିଜି ଯୋଗାଣ ଓ ରଣନୈତିକ ତୈଳ ଭଣ୍ଡାର କ୍ଷେତ୍ରରେ ଅନେକଗୁଡ଼ିଏ ଗୁରୁତ୍ବପୂର୍ଣ୍ଣ ରାଜିନାମା ସ୍ବାକ୍ଷର ହୋଇଛି। ଏଥିସହିତ ଭାରତର ଭିତ୍ତିଭୂମି ଏବଂ ଆର୍ଥିକ ପ୍ରତିଷ୍ଠାନଗୁଡ଼ିକରେ ୟୁଏଇ ୫ ବିଲିଅନ ଡଲାରର ନିବେଶ କରିବ ବୋଲି ମଧ୍ୟ ପ୍ରତିଶ୍ରୁତ ଦେଇଛି। ଗୁଜରାଟର […]

Read More Text.
Dharmendra pradhan

ଏଣିକି ଓଏମ୍ଆର ସିଟ୍ ବଦଳରେ ଅନଲାଇନ ହେବ ନିଟ୍ ପରୀକ୍ଷା

ନୂଆଦିଲ୍ଲୀ : ନିଟ୍ ପେପର ଲିକ୍ ପ୍ରସଙ୍ଗରେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ ବୟାନ ଦେଇଛନ୍ତି । ସେ କହିଛନ୍ତି, ସରକାରଙ୍କ ପ୍ରାଥମିକତା ହେଉଛି ଛାତ୍ରଛାତ୍ରୀଙ୍କ କଲ୍ୟାଣ । କିଛି ଲୋକ ସୋସିଆଲ ମିଡିଆରେ ଭ୍ରମ ସୃଷ୍ଟି କରୁଛନ୍ତି । ଆସନ୍ତା ବର୍ଷ ଠାରୁ ନିଟ୍ ପରୀକ୍ଷାରେ ବଡ଼ ପରିବର୍ତ୍ତନ ହେବ । ନିଟ୍ ପରୀକ୍ଷା ଓଏମ୍ଆର ସିଟ୍ ବଦଳରେ କମ୍ପ୍ୟୁଟର ଆଧାରିତ ହେବ । ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଏନଟିଏ ଜୁନ […]

Read More Text.

ପ୍ରଧାନମନ୍ତ୍ରୀଙ୍କ ୬ ଦିନିଆ ବିଦେଶ ଗସ୍ତ, ୫ଟି ଗୁରୁତ୍ବପୂର୍ଣ୍ଣ ରାଷ୍ଟ୍ର ସହ ମଜବୁତ ହେବ ସଂପର୍କ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ୬ ଦିନିଆ ବିଦେଶ ଗସ୍ତରେ ରହିଛନ୍ତି । ୫ଟି ଗୁରୁତ୍ୱପୂର୍ଣ୍ଣ ରାଷ୍ଟ୍ର ସହ ଭାରତର ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ଏହା ଏକ ବଡ଼ କୂଟନୈତିକ ପଦକ୍ଷେପ । ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପ୍ରଥମେ ୟୁଏଇରୁ ଆରମ୍ଭ ହେବ । ଗସ୍ତର ପ୍ରଥମ ପର୍ଯ୍ୟାୟରେ ପିଏମ୍ ମୋଦି ଆବୁଧାବିରେ ପହଞ୍ଚି ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜାୟେଦ ଅଲ ନାହୟାନଙ୍କୁ ଭେଟିବେ । ଶକ୍ତି ସୁରକ୍ଷା, ବାଣିଜ୍ୟ ଏବଂ ପ୍ରାୟ […]

Read More Text.

ଜୁନ ୨୧ରେ NEET-UG ୨୦୨୬ ପରୀକ୍ଷା

ନୂଆଦିଲ୍ଲୀ : NEET-UG ୨୦୨୬ ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା । ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ NEET-UG ୨୦୨୬ ପୁନଃ ପରୀକ୍ଷା ପାଇଁ ନୂଆ ତାରିଖ ଘୋଷଣା କରାଯାଇଛି । ନୂତନ ନିଷ୍ପତ୍ତି ଅନୁଯାୟୀ, NEET (UG) 2026 ପୁନଃ ପରୀକ୍ଷା ୨୦୨୬, ଜୁନ୍ ୨୧ (ରବିବାର) ଦିନ ଅନୁଷ୍ଠିତ ହେବ । ପୂର୍ବରୁ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ଯୋଗୁଁ ବାତିଲ ହୋଇଥିବା ଏହି ପରୀକ୍ଷା ଏବେ ପୁଣି ଥରେ ଅନୁଷ୍ଠିତ ହେବାକୁ ଯାଉଛି । […]

Read More Text.
Dewas

ବାଣ କାରଖାନାରେ ବିସ୍ଫୋରଣ, ୧୫ ମୃତ

ମଧ୍ୟପ୍ରଦେଶ : ଦେଓ୍ବାସର ଏବି ରୋଡ ସ୍ଥିତ ଟୋଙ୍କକଲାରେ ଥିବା ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣ ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି । ବିସ୍ଫୋରଣରେ ଆଖପାଖର ଘର ସବୁ ଦୋହଲିଯାଇଥିଲା । କାରଖାନାରେ କାମ କରୁଥିବା ଶ୍ରମିକଙ୍କ ଅବସ୍ଥା ଗୁରୁତର ରହିଛି । ବିସ୍ଫୋରଣରେ ୧୫ ଜଣଙ୍କ ଜୀବନ ଯାଇଥିବା କୁହାଯାଉଛି । ଏହି ସଂଖ୍ୟା ଆଗକୁ ବଢିପାରେ । ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ, ବିସ୍ଫୋରଣ ପରେ ଶ୍ରମିକଙ୍କ ଶରୀରର ଅଂଶ ରାସ୍ତାରେ […]

Read More Text.

ଭିଡି ସତୀଶନ କେରଳମର ନୂଆ ମୁଖ୍ୟମନ୍ତ୍ରୀ

କେରଳ : କେରଳ ବିଧାନସଭା ନିର୍ବାଚନ ଫଳାଫଳ ଆସିବାର ୧୦ ଦିନ ପରେ କଂଗ୍ରେସ ମୁଖ୍ୟମନ୍ତ୍ରୀ ଘୋଷଣା କରିଛି । ଭିଡି ସତୀଶନଙ୍କ କେରଳମର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରିଛି କଂଗ୍ରେସ । ଭି.ଡି ସତୀଶନ ୬ ଥର ବିଧାୟକ ରହିଥିଲେ । ଦିଲ୍ଲୀରେ କଂଗ୍ରେସ ନେତାଙ୍କ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା । ଏଥିରେ ମଲ୍ଲିକାର୍ଜୁନ ଖଡଗେ, ରାହୁଲ ଗାନ୍ଧି ସମେତ ପାର୍ଟିର ଅନ୍ୟ ବରିଷ୍ଠ ନେତା ସାମିଲ ଥିଲେ । ଏହି ବୈଠକରେ କଂଗ୍ରେସ ନେତା […]

Read More Text.

ଉତ୍ତରପ୍ରଦେଶରେ କାଳବୈଶାଖୀର ମହାତାଣ୍ଡବ ; ୧୦୦ରୁ ଅଧିକ ମୃତ

ନୂଆଦିଲ୍ଲୀ : ଉତ୍ତରପ୍ରଦେଶରେ ଦେଖାଯାଇଛି କାଳବୈଶାଖୀର ମହାତାଣ୍ଡବ। ଏଥିରେ ପ୍ରାୟ ୧୦୦ ଜଣଙ୍କ ମୃତ୍ୟୁ ହୋଇଥିବା ଖବର ମଧ୍ୟ ସାମ୍ନାକୁ ଆସିଛି। ଏହାସହ ସରକାରଙ୍କ ପକ୍ଷରୁ ତୁରନ୍ତ ୪ ଲକ୍ଷ ସହାୟତା ରାଶି ପ୍ରଦାନ କରିବାକୁ ନିର୍ଦ୍ଦେଶ ହୋଇଛି। କାଳବୈଶାଖୀ ତାଣ୍ଡବର ଅନେକ ଭିଡିଓ ଏବେ ସୋସିଆଲ ମିଡିଆରେ ଘୂରି ବୁଲିଛି। ଯାହାକୁ ଦେଖିଲେ ଭୟ ମଧ୍ୟ ଲାଗୁଛି। କାରଣ ଏଥିରେ ବଡ ବଡ ଗଛ ଭାଙ୍ଗିବା ସହ ମଣିଷକୁ ମଧ୍ୟ ପବନ ଅନେକ ଉଚ୍ଚ ସ୍ଥାନକୁ […]

Read More Text.