ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବାୟୋପିକ ନିର୍ମାଣ ପାଇଁ ମୋର ଦାବି: ପୂର୍ବତନ କ୍ରିକେଟର
ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଟିମ୍ ଇଣ୍ଡିଆର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ଏକ ବାୟୋପିକ୍ ନିର୍ମାଣ କରିବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି।। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବାୟୋପିକରେ ଦେଖାଯିବା ଉଚିତ ଯେ ଅଲରାଉଣ୍ଡର ତାଙ୍କ ସଂଘର୍ଷମମୟ ଯାତ୍ରାରେ କଠୋର ସମାଲୋଚନାର ସମ୍ମୁଖୀନ ହେବା ସତ୍ତ୍ୱେ କିପରି ଏକ ଦୃଢ଼ ପ୍ରତ୍ୟାବର୍ତ୍ତନ କରିଥିଲେ। ଗତ ଆଇପିଏଲ ସିଜିନରେ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସକୁ ଫେରିଥିଲେ। ଏହା ପୂର୍ବରୁ ସେ ଗୁଜରାଟ ଟାଇଟାନ୍ସ ପାଇଁ ଖେଳିଥିଲେ। […]
Read More Text.