ପାକିସ୍ତାନ ମସଜିଦରେ ବିସ୍ଫୋରଣ

ଇସ୍ଲାମାବାଦ: ପାକିସ୍ତାନର ଦକ୍ଷିଣ ୱାଜିରିସ୍ତାନରେ ଥିବା ଏକ ମସଜିଦରେ ଶୁକ୍ରବାର ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଗତ ୪ ଦିନ ମଧ୍ୟରେ ପାକିସ୍ତାନରେ ଏହା ହେଉଛି ତୃତୀୟ ବଡ଼ ଆତଙ୍କବାଦୀ ଆକ୍ରମଣ। ଜିଲ୍ଲା ପୁଲିସ ଅଧିକାରୀ ଆସିଫ୍ ବାହାଦାରଙ୍କ ସୂଚନା ଅନୁଯାୟୀ, ଆଜମ ୱାର୍ସାକ ବାଇପାସ୍ ରାସ୍ତାରେ ଥିବା ମୌଲାନା ଅବଦୁଲ ଅଜିଜ୍ ମସଜିଦରେ ଅପରାହ୍ନ ୧ଟା ୪୫ ମିନିଟ୍ ରେ ଏକ ଆଇଇଡି ବିସ୍ଫୋରଣ ହୋଇଥିଲା। ଏହି ବିସ୍ଫୋରଣରେ ଜମିୟତ ଉଲେମା ଇସଲାମ-ଫଜଲ (ଜେୟୁଆଇ)ର […]

Read More Text.

ଗ୍ରୀନ କାର୍ଡକୁ ନେଇ ଏଭଳି କହିଲେ ଉପରାଷ୍ଟ୍ରପତି, ବଢ଼ିଲା ପ୍ରବାସୀ ଭାରତୀୟଙ୍କ ଟେନସନ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ‘ଗୋଲ୍ଡ କାର୍ଡ’ ପଦକ୍ଷେପର ପ୍ରସ୍ତାବ ପରେ, ଏବେ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ଗ୍ରୀନ କାର୍ଡ ଧାରକଙ୍କ ଅଧିକାର ଉପରେ ମନ୍ତବ୍ୟ ଦେଇ ଏକ ନୂତନ ବିତର୍କ ଆରମ୍ଭ କରିଛନ୍ତି। ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରସ୍ତାବିତ ଗୋଲ୍ଡ କାର୍ଡ ପଦକ୍ଷେପ ଧନୀ ବିଦେଶୀମାନଙ୍କ ପାଇଁ ପ୍ରବାସର ଏକ ସମ୍ପୂର୍ଣ୍ଣ ନୂତନ ପଦ୍ଧତି ସୃଷ୍ଟି କରିବ। ଆମେରିକାରେ ସ୍ଥାୟୀ ବାସିନ୍ଦା କାର୍ଡକୁ ସରକାରୀ ଭାବରେ ଗ୍ରୀନ କାର୍ଡ କୁହାଯାଏ, ଯାହା ମାଧ୍ୟମରେ […]

Read More Text.

ଟ୍ରେନ ଅପହରଣ ଘଟଣାରେ ଅନ୍ୟକୁ ଦୋଷ ଦେଇ ନିଜ ବିଫଳତା ଲୁଚାଉଛି ପାକିସ୍ତାନ : ଭାରତ

ନୂଆଦିଲ୍ଲୀ : ବେଲୁଚିସ୍ତାନରେ ଟ୍ରେନ୍ ଅପହରଣ ଘଟଣା ପାଇଁ ପାକିସ୍ତାନ ଭାରତକୁ ଦାୟୀ କରୁଥିବାବେଳେ ଏନେଇ ଭାରତ ପକ୍ଷରୁ ମଧ୍ୟ କଡ଼ା ଜବାବ ମିଳିଛି। ଅନ୍ୟକୁ ଦୋଷଦେଇ ନିଜ ବିଫଳତା ଲୁଚାଉଛି ବୋଲି ଭାରତ କହିଛି । ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟ ଜାଫର ଏକ୍ସପ୍ରେସ ଅପହରଣ ଘଟଣାରେ ଭାରତର ସମ୍ପୃକ୍ତି ଥିବା ଅଭିଯୋଗ କରିଥିଲା। ପାକିସ୍ତାନର ଏହି ଭିତ୍ତିହୀନ ଦାବିକୁ ଭାରତ ଦୃଢ଼ତାର ସହ ଖଣ୍ଡନ କରିଛି। ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସ୍ୱାଲ […]

Read More Text.

ସିସୋଦିଆ ଏବଂ ସତ୍ୟୈନ୍ଦ୍ରଙ୍କ ପାଇଁ ବଢିଲା ଅଡୁଆ, ଏଫଆଇଆର୍ ପାଇଁ ରାଷ୍ଟ୍ରପତିଙ୍କ ଅନୁମତି

ନୂଆଦିଲ୍ଲୀ: ଦୁର୍ନୀତିର ଶେଷ ସୀମାରେ ଥିଲେ ଆପ ନେତା ମନିଷ ସିସୋଦିଆ । ୧୩ଶହ କୋଟି ଟଙ୍କାର ଶ୍ରେଣୀକକ୍ଷ ଦୁର୍ନୀତି ମାମଲାରେ ଆପ୍‌ ନେତା ମନିଷ ସିସୋଦିଆ ଏବଂ ସତ୍ୟୈନ୍ଦ୍ର ଜୈନଙ୍କ ବିରୋଧରେ ଏଫ୍‌ଆଇଆର ରୁଜୁ କରିବାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଅନୁମତି ପ୍ରଦାନ କରିଛନ୍ତି । ଆପ୍‌ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ ମୁଖ୍ୟମନ୍ତ୍ରୀ ଥିବା ସମୟରେ, ୨୦୧୫ରେ ଦିଲ୍ଲୀର ୧୯୪ ସରକାରୀ ସ୍କୁଲରେ ପ୍ରାୟ ୯ ହଜାର କ୍ଲାସ୍‌ରୁମ ଓ ଶୌଚାଳୟ ଆଦି ନିର୍ମାଣ […]

Read More Text.

ଗୋରଖନାଥ ମନ୍ଦିରରେ ରଙ୍ଗ ଖେଳ ସହ ପକ୍ଷୀଙ୍କୁ ଖୁଆଇଲେ ଯୋଗୀ

ଲକ୍ଷ୍ନୌ: ପକ୍ଷୀ ପ୍ରେମରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ପବିତ୍ର ହୋଲି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଗୋରଖନାଥ ମନ୍ଦିର ଯାଇଥିବା ବେଳେ ସେଠାରେ ସେ ବତକମାନଙ୍କୁ ଖାଦ୍ୟ ଖୁଆଇଥିଲେ । ଖାଲି ବତକ ନୁହଁନ୍ତି ମୟୂରକୁ ନିଜ ହାତରେ ଖାଦ୍ୟ ଖୁଆଉଥିବାର ଏକ ଫଟୋ ବି ଯୋଗୀ ନିଜ ସୋସିଆଲ ମିଡିଆରେ ସେୟାର କରିଛନ୍ତି । ପୂର୍ବରୁ ଯୋଗୀଙ୍କୁ ବିଭିନ୍ନ ସମୟରେ ଗୋରୁଗାଈଙ୍କୁ ଖୁଆଇବା ଏବଂ ସେମାନଙ୍କ ଯତ୍ନ ନେବାର ଦୃଶ୍ୟ ଦେଖିବାକୁ ମିଳିଛି । ହୋଲି […]

Read More Text.

ସିବିଏସଇର ଘୋଷଣା – ହୋଲି ଯୋଗୁ ପରୀକ୍ଷା ଦେଇ ନପାରିଲେ ଆଉଥରେ ସୁଯୋଗ ମିଳିବ

ନୂଆଦିଲ୍ଲୀ: ହୋଲି ଯୋଗୁଁ ମାର୍ଚ୍ଚ ୧୫ରେ ସିବିଏସଇ ବୋର୍ଡ ପରୀକ୍ଷା ଦେଇ ନପାରିବା ନେଇ ଚିନ୍ତିତ ଛାତ୍ରଛାତ୍ରୀ ଏବଂ ସେମାନଙ୍କ ଅଭିଭାବକଙ୍କୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏକ ଉପହାର ଦେଇଛି। ପରୀକ୍ଷା ଦେଇ ପାରୁନଥିବା ଛାତ୍ରଛାତ୍ରୀଙ୍କ ପାଇଁ ସିବିଏସଇ ସ୍ୱତନ୍ତ୍ର ପରୀକ୍ଷା କରିବାକୁ ଘୋଷଣା କରିଛି। ପ୍ରକୃତରେ, ୧୫ ମାର୍ଚ୍ଚରେ ଅନେକ ସ୍ଥାନରେ ହୋଲି ପାଳନ କରାଯିବ, ଯାହା କାରଣରୁ ବହୁ ସଂଖ୍ୟକ ଛାତ୍ରଛାତ୍ରୀ ଏହି ଦିନ ହେବାକୁ ଥିବା ପରୀକ୍ଷାକୁ ନେଇ ଚିନ୍ତିତ […]

Read More Text.

ଏଆଇଏମଆଇଏମ ଘୋଷଣାକୁ ନେଇ ଚିନ୍ତାରେ ଟିଏମସି

ନୂଆଦିଲ୍ଲୀ: ଅସଦୁଦ୍ଦିନ ଓୱେସିଙ୍କ ଦଳ ଅଲ୍ ଇଣ୍ଡିଆ ମଜଲିସ୍-ଏ-ଇତ୍ତେହାଦ-ଉଲ୍-ମୁସଲିମିନ୍ (AIMIM) ଦାବି କରିଛି ଯେ ପଶ୍ଚିମବଙ୍ଗର ମୁସଲିମ୍ ଜନସଂଖ୍ୟା ୪୦% ଅତିକ୍ରମ କରିଛି। ଦଳ ୨୦୨୬ ବିଧାନସଭା ନିର୍ବାଚନରେ ​​ସମସ୍ତ ଆସନରେ ଲଢ଼ିବାକୁ ଘୋଷଣା କରିଛି। ସାମ୍ବାଦିକ ସମ୍ମିଳନୀରେ ଦଳ ମୁସଲମାନ, ଦଳିତ ଏବଂ ଆଦିବାସୀଙ୍କ ସହ ଜଡିତ ପ୍ରସଙ୍ଗ ଉଠାଇଥିଲା। ମୁଖପାତ୍ର ଇମ୍ରାନ ସୋଲାଙ୍କି କହିଛନ୍ତି ଯେ ଦଳ ମହାରାଷ୍ଟ୍ର, ଉତ୍ତର ପ୍ରଦେଶ, ବିହାର ଏବଂ ଦିଲ୍ଲୀରେ ନିର୍ବାଚନ ଲଢ଼ିଛି ଏବଂ ଏବେ ପଶ୍ଚିମବଙ୍ଗରେ ପୂର୍ଣ୍ଣ […]

Read More Text.

‘ଯେଉଁମାନଙ୍କୁ ରଙ୍ଗ ଭଲ ଲାଗେନି, ସେମାନେ ଘର ନୁହେଁ ଦେଶ ଛାଡ଼ି ଚାଲି ଯାଆନ୍ତୁ’

ଲକ୍ଷ୍ନୌ,୧୩।୩: ଉତ୍ତରପ୍ରଦେଶରେ ହୋଲି ଏବଂ ଜୁମାର ନମାଜ୍‌କୁ ନେଇ ଆଲର୍ଟରେ ପ୍ରଶାସନ। ଉଭୟ ଗୋଟିଏ ଦିନରେ ପଡ଼ୁଥିବାରୁ ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖିବାକୁ ନେଇ ପୋଲିସକର୍ମୀମାନଙ୍କୁ ନିୟୋଜିତ କରାଯାଇଛି। ଏହି ସମୟରେ ଯୋଗୀ ସରକାରଙ୍କ ମନ୍ତ୍ରୀ ତଥା ନିଷାଦ ପାର୍ଟିର ଅଧ୍ୟକ୍ଷ ସଞ୍ଜୟ ନିଷାଦ ବଡ଼ ବୟାନ ଦେଇଛନ୍ତି। ଯେଉଁ ଲୋକମାନଙ୍କୁ ହୋଲି ରଙ୍ଗ ଖେଳିବାକୁ ନେଇ ଅସୁବିଧା ଉପୁଜୁଛି, ସେମାନେ ଦେଶ ଛାଡ଼ି ଚାଲି ଯାଆନ୍ତୁ ବୋଲି ସେ କହିଛନ୍ତି। ସଞ୍ଜୟ ନିଷାଦ ବିରୋଧୀଙ୍କୁ […]

Read More Text.

ବିଜେପି ନୁହେଁ କଂଗ୍ରେସ ଆରମ୍ଭ କରିଥିଲା ହିନ୍ଦୀର ବ୍ୟବହାର: ଏଆଇଏଡିଏମକେ ନେତା

ଚେନ୍ନାଇ: ନୂଆ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ କାର୍ଯ୍ୟକାରୀ କରିବା ସହ ଭାଷା ପ୍ରସଙ୍ଗକୁ ନେଇ କେନ୍ଦ୍ର ସରକାର ଓ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ବିବାଦ ଚରମସୀମାରେ ପହଂଚିଛି | ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ର ସରକାରଙ୍କୁ କଡା ସମାଲୋଚନା କରୁଥିବାବେଳେ ଏବେ ଏହି ବିବାଦକୁ ନେଇ ନୂଆ ଯୁକ୍ତି ବାଢ଼ିଛି ଏଆଇଏଡିଏମକେ | ଏଆଇଏଡିଏମକେ ନେତା ଏମ୍ ଥାମ୍ବିଦୁରାଇ କଂଗ୍ରେସ ଉପରେ ତାମିଲନାଡୁରେ ହିନ୍ଦୀ ପ୍ରଚଳନ କରିବାର ଅଭିଯୋଗ ଆଣିଛନ୍ତି। ସେ କଂଗ୍ରେସ ସହିତ […]

Read More Text.

ୟୁକ୍ରେନ ସହ ଯୁଦ୍ଧ ବନ୍ଦ କରିବା ଚୁକ୍ତିକୁ ସହମତି ଦେବା ପୂର୍ବରୁ ଦୁଇଟି ସର୍ତ୍ତ ରଖିଛନ୍ତି ପୁଟିନ୍

ନୂଆଦିଲ୍ଳୀ: ଦୀର୍ଘ ୩ ବର୍ଷ ହେବ ଚାଲିଆସିଥିବା ଯୁଦ୍ଧରେ ବିରାମ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋରଦାର ପ୍ରୟାସ କରୁଛନ୍ତି । ଉଭୟ ୟୁକ୍ରେନ୍ ଓ ଋଷ ରାଷ୍ଟ୍ରପତିଙ୍କୁ ଆଲୋଚନା କରି ଯୁଦ୍ଧ ବନ୍ଦ କରିବା ପାଇଁ ବାରମ୍ୱାର ବୁଝାଇଆସିଛନ୍ତି ଟ୍ରମ୍ପ । ଏହାରି ଭିତରେ ଯୁଦ୍ଧ ବନ୍ଦ ପାଇଁ ପ୍ରସ୍ତୁତ ହୋଇଥିଲା ଏକ ଚୁକ୍ତି ପତ୍ର । କିନ୍ତୁ ଏଥିରେ ପୁଣି କେଁ ପୁରାଇଛନ୍ତି ଋଷ ରାଷ୍ଟ୍ରପତି ପୁଟିନ୍ । ରିପୋର୍ଟ ଆଧାରରେ, […]

Read More Text.