ୟୁକ୍ରେନ ସହ ଯୁଦ୍ଧ ବନ୍ଦ କରିବା ଚୁକ୍ତିକୁ ସହମତି ଦେବା ପୂର୍ବରୁ ଦୁଇଟି ସର୍ତ୍ତ ରଖିଛନ୍ତି ପୁଟିନ୍

ନୂଆଦିଲ୍ଳୀ: ଦୀର୍ଘ ୩ ବର୍ଷ ହେବ ଚାଲିଆସିଥିବା ଯୁଦ୍ଧରେ ବିରାମ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋରଦାର ପ୍ରୟାସ କରୁଛନ୍ତି । ଉଭୟ ୟୁକ୍ରେନ୍ ଓ ଋଷ ରାଷ୍ଟ୍ରପତିଙ୍କୁ ଆଲୋଚନା କରି ଯୁଦ୍ଧ ବନ୍ଦ କରିବା ପାଇଁ ବାରମ୍ୱାର ବୁଝାଇଆସିଛନ୍ତି ଟ୍ରମ୍ପ । ଏହାରି ଭିତରେ ଯୁଦ୍ଧ ବନ୍ଦ ପାଇଁ ପ୍ରସ୍ତୁତ ହୋଇଥିଲା ଏକ ଚୁକ୍ତି ପତ୍ର । କିନ୍ତୁ ଏଥିରେ ପୁଣି କେଁ ପୁରାଇଛନ୍ତି ଋଷ ରାଷ୍ଟ୍ରପତି ପୁଟିନ୍ । ରିପୋର୍ଟ ଆଧାରରେ, […]

Read More Text.

ଷ୍ଟାଲିନ ତୁମେ କେତେ ବଡ ମୂର୍ଖ: ଅନ୍ନାମଲାଇ

ଚେନ୍ନାଇ: ଏମକେ ଷ୍ଟାଲିନଙ୍କ ନେତୃତ୍ୱାଧୀନ ଡିଏମକେ ସରକାରଙ୍କର ଜାତୀୟ ଶିକ୍ଷା ନୀତି, ସୀମା ନିର୍ଦ୍ଧାରଣ ଏବଂ ତିନି ଭାଷା ସୂତ୍ର ଭଳି ଅନେକ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ସହିତ ନିରନ୍ତର ବିବାଦ ଲାଗିରହିଛି । ତାମିଲନାଡୁର ଡିଏମକେ ସରକାର ତାମିଲନାଡୁ ବଜେଟର ଲୋଗୋରେ ଟଙ୍କାର ପ୍ରତୀକ ପରିବର୍ତ୍ତନ କରିଦେଇଛି । ତାମିଲନାଡୁ ସରକାର ଶୁକ୍ରବାର, ମାର୍ଚ୍ଚ ୧୪ ତାରିଖରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିବାକୁ ଯାଉଛନ୍ତି। ଏହି ବଜେଟ୍ ସମ୍ପର୍କରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ୍ ଗୁରୁବାର […]

Read More Text.

ହୋଲି ରଙ୍ଗ ଲଗାଇବାକୁ ବାରଣ କରିବାରୁ 25 ବର୍ଷୀୟ ଯୁବକଙ୍କ ଗଳାକାଟି ହତ୍ୟା

ଜୟପୁର,୧୩ା୩: ରାଜସ୍ଥାନର ଦୌସା ଜିଲାରେ ହୋଲି ପୂର୍ବରୁ ରଙ୍ଗ ଲଗାଇବାକୁ ତିନି ଜଣ ବ୍ୟକ୍ତିଙ୍କୁ ବାରଣ କରିବାରୁ ଜଣେ ୨୫ ବର୍ଷୀୟ ଯୁବକଙ୍କୁ ଗଳାକାଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିବା ପୋଲିସ କହିଛି। ବୁଧବାର ସନ୍ଧ୍ୟାରେ ରାଲୱାସ ଗ୍ରାମରେ ଏହି ଘଟଣା ଘଟିଥିବା ବେଳେ ଅଶୋକ, ବବଲୁ ଏବଂ କାଲୁରାମ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ହଂସରାଜଙ୍କ ଉପରେ ରଙ୍ଗ ଲଗାଇବାକୁ ଏକ ସ୍ଥାନୀୟ ପାଠାଗାରରେ ପହଞ୍ଚିଥିଲେ ବୋଲି ଅଧିକାରୀମାନେ କହିଛନ୍ତି। ହଂସରାଜ ରଙ୍ଗ ଲଗାଇବାକୁ […]

Read More Text.

ଦେଶବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩।୩: ଶୁକ୍ରବାର (୧୪ ମାର୍ଚ୍ଚ, ୨୦୨୫) ରଙ୍ଗର ପର୍ବ ହୋଲି ପାଳନ କରିବାକୁ ସାରା ଦେଶ ପ୍ରସ୍ତୁତ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର (୧୩ ମାର୍ଚ୍ଚ) ଦେଶବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆରେ ପୋଷ୍ଟ କରି ଲେଖିଛନ୍ତି, ‘ଆପଣମାନଙ୍କୁ ସମସ୍ତଙ୍କୁ ହୋଲିର ବହୁତ ବହୁତ ଶୁଭକାମନା। ଆନନ୍ଦ ଏବଂ ଖୁସିରେ ପରିପୂର୍ଣ୍ଣ ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନରେ ନୂତନ ଉତ୍ସାହ ଏବଂ ଶକ୍ତି ସଞ୍ଚାର କରୁ ଏବଂ ଦେଶବାସୀଙ୍କ […]

Read More Text.

ବଜେଟରୁ ‘₹’ ର ପ୍ରତୀକ ହଟାଇଦେଲେ ଷ୍ଟାଲିନ ସରକାର, ଭାଷା ବିବାଦ ମଧ୍ୟରେ ବଡ଼ ପଦକ୍ଷେପ

ଚେନ୍ନାଇ,୧୩।୩: ତାମିଲନାଡ଼ୁରେ ଚାଲିଥିବା ଭାଷା ବିବାଦ ମଧ୍ୟରେ ଷ୍ଟାଲିନ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ବଜେଟ ସମୟରେ ସରକାର ଟଙ୍କାର ପ୍ରତୀକକୁ ହଟାଇ ଦେଇ ‘ரூ’ ରଖିଛନ୍ତି। ସାରା ଦେଶରେ ଟଙ୍କାର ପ୍ରତୀକକୁ ଆଧିକାରୀକ ଭାବେ ଆପଣାଯାଇଛି। ହେଲେ ଷ୍ଟାଲିନ ସରକାର ଭିନ୍ନ ପ୍ରତୀକ ଆଣିଛନ୍ତି। ବଜେଟ ସମୟରେ ସେ ନୂଆ ପ୍ରତୀକ ଜାରି କରିଛନ୍ତି। ପ୍ରଥମ ରାଜ୍ୟ ଭାବେ ଏଠାକାର ସରକାର ବଡ଼ ପଦକ୍ଷେପ ନେଇଥିବା କୁହାଯାଉଛି। ତେବେ ଷ୍ଟାଲିନ ସରକାରଙ୍କ ଏହି ପଦକ୍ଷେପ ଏଭଳି […]

Read More Text.

ଭାରତର ‘ଅସ୍ତ୍ର’ ଦେଖି ଚାଇନା-ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୧୩।୩: ଭାରତର ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ହାଲୁକା ଯୁଦ୍ଧ ବିମାନ ତେଜସ ଆକାଶରୁ ଆକାଶ ସ୍ବଦେଶୀ କ୍ଷେପଣାସ୍ତ୍ର ‘ଅସ୍ତ୍ର’ର ସଫଳ ପରୀକ୍ଷଣ କରିଛି। ଏହି ପରୀକ୍ଷଣ ପଡ଼ୋଶୀ ଦେଶ ଚାଇନା ଏବଂ ପାକିସ୍ତାନ ପାଇଁ ଉତ୍ତେଜନା ସୃଷ୍ଟି କରିପାରେ। ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ଏହି କ୍ଷେପଣାସ୍ତ୍ରଟି ଓଡ଼ିଶାର ଚାନ୍ଦିପୁର ଉପକୂଳରେ ପରୀକ୍ଷଣ କରାଯାଇଥିଲା। ମନ୍ତ୍ରଣାଳୟ କହିଛି, ଏହି ପରୀକ୍ଷଣରେ, କ୍ଷେପଣାସ୍ତ୍ରଟି ଆକାଶରେ ଉଡ଼ୁଥିବା ଲକ୍ଷ୍ୟକୁ ସିଧାସଳଖ ଆଘାତ କରିଥିଲା। ଫଳରେ ଏହାର ପରୀକ୍ଷଣ ସଫଳ ହୋଇଛି। ମନ୍ତ୍ରଣାଳୟ […]

Read More Text.

ମରିସସ୍ ରାଷ୍ଟ୍ରପତିଙ୍କୁ ଗଙ୍ଗାଜଳ ଉପହାର ଦେବାରୁ ମୋଦୀଙ୍କୁ ପ୍ରଶଂସା କଲେ ଯୋଗୀ

ଲକ୍ଷ୍ନୌ: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଙ୍ଗଳବାର ମରିସସର ରାଷ୍ଟ୍ରପତି ଧରମବୀର ଗୋଖୁଲଙ୍କୁ ଉପହାର ମାଧ୍ୟମରେ ଭାରତର ସାଂସ୍କୃତିକ ଐତିହ୍ୟକୁ ଉଜ୍ଜ୍ୱଳ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ପୋଷ୍ଟରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, “ପ୍ରୟାଗରାଜରେ ହୋଇଥିବା ମାନବତାର ମହାନ କାର୍ଯ୍ୟକ୍ରମ ମହାକୁମ୍ଭ-୨୦୨୫ ସମଗ୍ର ବିଶ୍ୱକୁ ‘ବସୁଧୈବ କୁଟୁମ୍ବକମ’ ଧାରାରେ ବାନ୍ଧିପାରିଛି। ବିଶ୍ୱର ସବୁଠାରୁ ଲୋକପ୍ରିୟ ନେତା, ସମ୍ମାନୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ମରିସସର ରାଷ୍ଟ୍ରପତିଙ୍କୁ ମାତା ଗଙ୍ଗା, […]

Read More Text.

ଏଣିକି ଟଙ୍କା ପରି ଏଟିଏମ୍‌ରୁ କାଢିପାରିବେ ସୁନା

ନୂଆଦିଲ୍ଲୀ,୧୨।୩: ଏଟିଏମରୁ ନୋଟ ବାହାରୁଥିବା କଥା ତ ସମସ୍ତେ ଜାଣନ୍ତି। କିନ୍ତୁ ସୁନା ଓ ରୂପା ବାହାରିବା କେବେ ଶୁଣିଛନ୍ତି କି? ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ତିରୁପତି ମନ୍ଦିର ଦର୍ଶନ କରିବାକୁ ଯାଉଥିବା ଭକ୍ତମାନଙ୍କୁ ଏବେ ଏଠାରେ ଏକ ନୂଆ ସୁବିଧା ମିଳିବ। ଏଠାରେ ସେମାନେ ଏଟିଏମ ମେସିନ ମାଧ୍ୟମରେ ସୁନା ଏବଂ ରୂପା ପେଣ୍ଡେଣ୍ଟ ପାଇପାରିବେ। ତିରୁମାଳା ତିରୁପତି ଦେବସ୍ଥାନମ ତିରୁମାଳା ମନ୍ଦିରରେ ବିଶ୍ୱର ପ୍ରଥମ ସୁନା ଏବଂ ରୂପା ପେଣ୍ଡେଣ୍ଟ ଏଟିଏମ ଲଞ୍ଚ […]

Read More Text.

ସ୍ତ୍ରୀଙ୍କ ସହ ଭାରତ ଆସିବେ ଜେଡି ଭାନ୍ସ, ଶ୍ୱଶୁର ଘରେ ହେବ ଚର୍ଚ୍ଚା

ନୂଆଦିଲ୍ଲୀ,୧୨।୩: ନୂତନ ଆମେରିକୀୟ ପ୍ରଶାସନର ଦୁଇଜଣ ଶୀର୍ଷ ଅଧିକାରୀ ଖୁବ ଶୀଘ୍ର ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଆମେରିକାର ଜାତୀୟ ଗୁଇନ୍ଦା ନିର୍ଦ୍ଦେଶକ ତୁଳସୀ ଗବାର୍ଡ ଆସନ୍ତା ସପ୍ତାହରେ ଭାରତ ଗସ୍ତରେ ଆସିବେ। ତାଙ୍କ ବ୍ୟତୀତ, ଆମେରିକାରେ ଟ୍ରମ୍ପଙ୍କ ବିଶ୍ୱସ୍ତ ଅର୍ଥାତ ଉପରାଷ୍ଟ୍ରପତି ଜେଡି ଭାନ୍ସ ମଧ୍ୟ ଏହି ମାସ ଶେଷରେ ଭାରତ ଗସ୍ତରେ ଆସୁଛନ୍ତି। ଆମେରିକାର ଉପରାଷ୍ଟ୍ରପତି ହେବା ପରେ ଏହା ଜେଡି ଭାନ୍ସଙ୍କର ଦ୍ୱିତୀୟ ବିଦେଶ ଯାତ୍ରା ହେବ। ଏକ ରିପୋର୍ଟ ଅନୁଯାୟୀ, […]

Read More Text.

ବିଶ୍ବର ସବୁଠୁ ପ୍ରଦୂଷିତ ଦେଶ ମଧ୍ୟରେ ପଞ୍ଚମ ସ୍ଥାନରେ ଭାରତ

ନୂଆଦିଲ୍ଲୀ: ଦୁନିଆର ସବୁଠୁ ଅଧିକ ୨୦ଟି ପ୍ରଦୂଷିତ ସହର ମଧ୍ୟରେ ଭାରତ ୧୩ଟି ସହର ସ୍ଥାନ ପାଇଛି । ତେବେ ବିଶେଷଜ୍ଞଙ୍କ ମତରେ ଏଣିକି ଭାରତକୁ ୫ଟି ଦିଗ ଉପରେ ବିଶେଷ ଧ୍ୟାନ ଦେବାକୁ ହେବ । ବାୟୁକୁ ନିର୍ମଳ ରଖିବା ପାଇଁ ଯଥାସମ୍ଭବ ଚେଷ୍ଟା , ପବ୍ଲିକ ଟ୍ରାନପୋର୍ଟ ବଢ଼ାନ୍ତୁ,ନିର୍ମାଣ କାମରେ କମ ପ୍ରଦୂଷଣ କରାଯାଉ , ଏଲପିଜି ବ୍ୟବହାର ବଢ଼ାଯାଉ,ଲୋକଙ୍କ ମଧ୍ୟରେ ସଚେତନତା । -କ୍ୟୁଆର ରିପୋର୍ଟ ୨୦୨୪ ପ୍ରକାଶିତ -ଦିଲ୍ଲୀ ସମେତ ଏମିତି […]

Read More Text.