ଜମ୍ମୁ-କଶ୍ମୀରର ମହିଳାମାନଙ୍କୁ ମାଗଣା ବସ୍ ସେବା
ଜମ୍ମୁ-କଶ୍ମୀର,୭।୩: ଜମ୍ମୁ-କଶ୍ମୀର ବିଧାନସଭାରେ ଶୁକ୍ରବାର ବଜେଟ ଉପସ୍ଥାପିତ ହୋଇଛି। ବଜେଟ ଉପସ୍ଥାପନ ବେଳେ ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲ୍ଲା ଅନେକ ବଡ଼ ଘୋଷଣା କରିଛନ୍ତି। ଜମ୍ମୁ-କଶ୍ମୀରର ମହିଳାମାନଙ୍କୁ ମାଗଣା ବସ୍ ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲ୍ଲା କହିଛନ୍ତି। ଏପରିକି ପ୍ରତି ପରିବାରକୁ ମାଗଣାରେ ୨୦୦ ୟୁନିଟ ବିଜୁଳି ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଗୃହରେ ପ୍ରକାଶ କରିଛନ୍ତି। ଏପରିକି ବଜେଟରେ ୧୫ ହଜାର ସରକାରୀ ସ୍କୁଲ ଖୋଲିବାକୁ ବ୍ୟବସ୍ଥା କରାଯାଇଛି। ପ୍ରତି ଜିଲା ହସ୍ପିଟାଲରେ ସିଟି […]
Read More Text.