କାନାଡାରେ ଭାରତୀୟ ଯୁବତୀଙ୍କ ଉପରେ ଆକ୍ରମଣ
ଓଟାଓ୍ବା: କାନାଡାର କାଲଗାରିରେ ଜଣେ ଭାରତୀୟ ଯୁବତୀଙ୍କ ଉପରେ ଆକ୍ରମଣ ହୋଇଛି । ଏହି ଆକ୍ରମଣର ଭିଡିଓ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ଜଣେ ବ୍ୟକ୍ତି ବୋ ଭ୍ୟାଲି କଲେଜ ଟ୍ରେନ୍ ଷ୍ଟେସନର ପ୍ଲାଟଫର୍ମରେ ଜଣେ ଝିଅକୁ ଜୋରରେ ଠେଲି ଦେଉଥିବାର ଓ ତାହାର ବେକ ଚିପୁଥିବାର ଦେଖିବାକୁ ମିଳୁଛି। ଭାଇରାଲ ହୋଇଥିବା ଭିଡିଓରେ, ନୀଳ ଜ୍ୟାକେଟ୍ ଏବଂ ଗାଢ଼ ମାଟିଆ ପ୍ୟାଣ୍ଟ ପିନ୍ଧିଥିବା ଜଣେ ବ୍ୟକ୍ତି ଷ୍ଟେସନରେ ଠିଆ ହୋଇଥିବା ଜଣେ ଝିଅକୁ […]
Read More Text.