ମହାକୁମ୍ଭରୁ ଫେରୁଥିବା ବେଳେ ସାଂସଦ ପପୁ ଯାଦବଙ୍କ ଭାଣିଜୀଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ

ଲକ୍ଷ୍ମୌ: ଉତ୍ତରପ୍ରଦେଶର ଗାଜିପୁରରେ ହୋଇଥିବା ସଡ଼କ ଦୁର୍ଘଟଣାରେ ସାଂସଦ ପପୁ ଯାଦବଙ୍କ ଭାଣିଜୀଙ୍କ ମୃତ୍ୟୁ ହୋଇଛି। ଏହି ଦୁଃଖଦ ଖବର ପାଇବା ପରେ ବିହାରର ପୁର୍ଣ୍ଣିୟା ସାଂସଦ ‌ଧୌର୍ଯ୍ୟ ଧରି ରହି ପାରୁ ନାହାନ୍ତି। ଭୋଭୋ ହୋଇ କାନ୍ଦୁଛନ୍ତି। ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାଦବଙ୍କ ଭାଣିଜୀଙ୍କ ନାମ ଡାକ୍ତର ସୋନି ଯାଦବ। ସୂଚନାଯୋଗ୍ୟ, ଅରରିଆ ଜିଲ୍ଲାର ଡାକ୍ତର ସୋନି ଯାଦବ ତାଙ୍କ ପିଉସୀ, ଜଣେ ଆସିଷ୍ଟାଣ୍ଟଙ୍କ ସହିତ ପ୍ରୟାଗରାଜର ମହାକୁମ୍ଭକୁ ବୁଲିବାକୁ ଯାଇଥିଲେ। ଖୁବ ଖୁସିରେ […]

Read More Text.

ଭାରତ-ପାକିସ୍ତାନ ମ୍ୟାଚ୍ ପୂର୍ବରୁ ଆଇଆଇଟି ବାବାଙ୍କ ଭବିଷ୍ୟବାଣୀ, ଜିତିବ ଏହି ଦଳ

ପ୍ରୟାଗରାଜ: ପ୍ରୟାଗରାଜରେ ହେଉଥିବା ମହାକୁମ୍ଭରେ ଆଇଆଇଟି ବାବା ଅର୍ଥାତ୍ ଅଭୟ ସିଂହଙ୍କ ବିଷୟରେ ବହୁତ ଆଲୋଚନା ହୋଇସାରିଛି। ଅଭୟ ସିଂହ ପ୍ରଥମେ ଆଇଆଇଟିରେ ପଢ଼ିଥିଲେ, ପରେ ସେ ଚାକିରି କରିବାକୁ ବିଦେଶ ଚାଲିଯାଇଥିଲେ। କିନ୍ତୁ ଏବେ ସେ ଧର୍ମ ପଥରେ ଅଛନ୍ତି। ଏବେ ଅଭୟ ସିଂହ ଇଣ୍ଟରନେଟରେ ଆଇଆଇଟି ବାବା ନାମରେ ପ୍ରସିଦ୍ଧ। ଆଇଆଇଟି ବାବାଙ୍କ ଜୀବନ ସହିତ, ତାଙ୍କର ବିଭିନ୍ନ ଦାବି ଉପରେ ବହୁତ ଆଲୋଚନା ହେଉଛି। ସେ ଏବେ ଏକ ଭବିଷ୍ୟବାଣୀ କରି ଚର୍ଚ୍ଚାରେ […]

Read More Text.

ଦିଲ୍ଲୀରେ ରେଖା ସରକାର: ମୁଖ୍ୟମନ୍ତ୍ରୀ ନିଜ ପାଖରେ ରଖିଲେ ୧୦ ବିଭାଗ

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀଙ୍କ ସହ ୬ କ୍ୟାବିନେଟ୍ ମନ୍ତ୍ରୀଙ୍କ ଶପଥ ପରେ ଭାଗବଣ୍ଟା ହୋଇଛି ବିଭାଗ । ବିଭାଗ ବଣ୍ଟନ ପରେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ସବୁଠୁ ବ୍ୟସ୍ତ ମନ୍ତ୍ରୀ ଭାବେ ଉଭା ହୋଇଛନ୍ତି । ତାଙ୍କ ଅଧିନରେ ଅର୍ଥ, ରାଜସ୍ବ, ମହିଳା ଓ ଶିଶୁ ବିକାଶ ସହ ୧୦ ଟି ବିଭାଗ ରହିଛି । ସେହିପରି କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଥିବା କପିଲ ମିଶ୍ରା, ଆଷିଶ ସୁଦଙ୍କୁ ୬ଟି ଲେଖାଏଁ ବିଭାଗ ମିଳିଛି । ଉପମୁଖ୍ୟମନ୍ତ୍ରୀ […]

Read More Text.

‘ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ୍‌’ ମାମଲାରେ ନୂଆ ବିବାଦ, ରାକ୍ଷୀ ସାୱନ୍ତଙ୍କୁ ପଠାଗଲା ସମନ

ସମୟ ରୈନାଙ୍କ ଶୋ’ ‘ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ୍‌’ରେ ରଣବୀର ଆଲ୍ଲାହାବାଦିଆ ଏକ ଅଶାଳୀନ ପ୍ରଶ୍ନ ପଚାରିବା ପରେ ବିବାଦ ସୃଷ୍ଟି ହୋଇଛି । ସେ ବାପାମାଆଙ୍କ ବିଷୟରେ ଏକ ଅରୁଚିକର ତଥା ଅଶାଳୀନ ପ୍ରଶ୍ନ ପଚାରିଥିଲେ, ଯାହାକୁ ନେଇ ସୁପ୍ରିମକୋର୍ଟ ତାଙ୍କୁ କଡ଼ା ଭର୍ତ୍ସନା କରିଥିଲେ । ମାମଲାଟି ସୋସିଆଲ ମିଡିଆରେ ମଧ୍ୟ ବହୁତ ଆଲୋଚନାର ବିଷୟ ହୋଇଛି । ରଣବୀର ଆଲ୍ଲାହାବାଦିଆଙ୍କ ପରେ ଏବେ ୟୁଟ୍ୟୁବର ଆଶିଷ ଚଞ୍ଚଲାନି ବି ସୁପ୍ରିମକୋର୍ଟରେ ହାଜର ହେବାକୁ ଯାଉଛନ୍ତି […]

Read More Text.

ଦୁର୍ଘଟଣାର ଶିକାର ପରେ କାର୍ଯ୍ୟକ୍ରମରେ ସାମିଲ ହୋଇ କଥା ରଖିଲେ ସୌରଭ ଗାଙ୍ଗୁଲି

ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ ଅଧିନାୟକ ଏବଂ ପୂର୍ବତନ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଏକ ସଡ଼କ ଦୁର୍ଘଟଣାର ଶିକାର ହୋଇଛନ୍ତି। ସୌଭାଗ୍ୟବଶତଃ ଦୁର୍ଘଟଣାରୁ ସୌରଭ ଗାଙ୍ଗୁଲି ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତାଙ୍କୁ କୌଣସି ପ୍ରକାର ଆଘାତ ଲାଗିନାହିଁ। ପ୍ରକାଶିତ ରିପୋର୍ଟ ଅନୁସାରେ, ବର୍ଦ୍ଧମାନରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଦୁର୍ଗାପୁର ଏକ୍ସପ୍ରେସୱେ ଦେଇ ଯାଉଥିବା ସମୟରେ ଦନ୍ତନପୁରରେ ସୌରଭ ଗାଙ୍ଗୁଲି ଦୁର୍ଘଟଣାର ଶିକାର ହୋଇଥିଲେ । ଏକ ଲରି ହଠାତ୍ ସୌରଭଙ୍କ କାରକୁ ଓଭରଟେକ୍ କରିବାକୁ ଚେଷ୍ଟା […]

Read More Text.

ଗିଲ୍‌ଙ୍କ ଜବରଦସ୍ତ ଶତକ: ବାଂଲାଦେଶକୁ ପରାସ୍ତ କଲା ଭାରତ

ଦୁବାଇ,୨୦।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ମ୍ୟାଚ୍‌ରେ, ଭାରତୀୟ ଦଳ ବାଂଲାଦେଶକୁ ୬ ଉଇକେଟ୍‌ରେ ପରାସ୍ତ କରିଛି। ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ବାଂଲାଦେଶ ଦଳର ଅଧିନାୟକ ନାଜମୁଲ ହୋସେନ ସାଣ୍ଟୋ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ବାଂଲାଦେଶ ଭାରତ ପାଇଁ ୨୨୯ ରନର ଟାର୍ଗେଟ ରଖିଥିଲା। ବାଂଲାଦେଶ ଦଳ ୨୨୮ ରନରେ ଅଲଆଉଟ ହୋଇଯାଇଥିଲା। ଜବାବରେ, ଭାରତ ଗିଲଙ୍କ ୧୨୯ ବଲ ରୁ ୯ ଚୌକା ଏବଂ ୨ଟି […]

Read More Text.

ନାଗପୁରରେ ବାଂଲାଦେଶୀ ବିମାନର ଜରୁରୀକାଳୀନ ଅବତରଣ, ଅନ୍ୟ ଏକ ବିମାନରେ ଗଲେ ଯାତ୍ରୀ

ନାଗପୁର: ପ୍ରାୟ ୪୦୦ ଯାତ୍ରୀ ଥିବା ବାଂଲାଦେଶ ଏୟାରଲାଇନ୍ସ ‘ବିମାନ ବାଂଲାଦେଶ’ର ଏକ ବିମାନ ବୁଧବାର ରାତିରେ ମହାରାଷ୍ଟ୍ରର ନାଗପୁର ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିଥିଲା। ଏହି ବିମାନରେ ଧୂଆଁ ଦେଖିବା ପରେ ନାଗପୁର ବିମାନ ବନ୍ଦରରେ ଅବତରଣ କରାଯାଇଥିଲା। ବିମାନଟି ବାଂଲାଦେଶର ରାଜଧାନୀ ଢାକାରୁ ଦୁବାଇ ଅଭିମୁଖେ ଉଡ଼ାଣ ଭରିଥିଲା। ଏହି ଘଟଣାର ୧୯ ଘଣ୍ଟା ପରେ ବିମାନର ଯାତ୍ରୀମାନଙ୍କୁ ଆଉ ଏକ ବିମାନରେ ଦୁବାଇ ନିଆଯାଇଥିଲା । ନାଗପୁର ବିମାନ ବନ୍ଦରର ଜଣେ ବରିଷ୍ଠ […]

Read More Text.

ସମ୍ଭଲରେ ଆଇନଜୀବୀ ବିଷ୍ଣ ଶଙ୍କର ଜୈନଙ୍କୁ ହତ୍ୟା ଷଡ଼ଯନ୍ତ୍ର ହୋଇଥିଲା

ସମ୍ବଲ : ଗତବର୍ଷ ଶେଷ ଆଡ଼କୁ ଉତ୍ତରପ୍ରଦେଶର ସମ୍ଭାଲ ଜିଲ୍ଲା ଚର୍ଚ୍ଚାରେ ରହିଥିଲା। ଗତ ନଭେମ୍ବର ମାସରେ ଏଠାରେ ଥିବା ସାହି ଜାମା ମସଜିଦର ସର୍ଭେ ବେଳେ ହିଂସା କାଣ୍ଡ ଘଟିଥିଲା, ଯେଉଁଥିରେ କିଛି ଲୋକ ପ୍ରାଣ ହରାଇଥିଲେ ଏବଂ ଅନେକ ଆହତ ହୋଇଥିଲେ। ପୋଲିସ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ସମ୍ଭାଲ ହିଂସାରେ ସମ୍ପୃକ୍ତ ଅନେକ ଅଭିଯୁକ୍ତଙ୍କୁ ଗିରଫ କରିଥିଲା । ସେପଟେ ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ହିଂସା ମାମଲାକୁ ନେଇ ଏପର୍ଯ୍ୟନ୍ତ […]

Read More Text.

ଓଟିଟି ପ୍ଲାଟ୍‌ଫର୍ମ ପାଇଁ ଆସିଲା କେନ୍ଦ୍ରର ନୂଆ ଆଡଭାଇଜରି: କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୦।୨: ସୋସିିଆଲ ମିଡିଆରେ ଅଶ୍ଳୀଳ ମଜାକ୍‌ ବିବାଦକୁ ନେଇ କେନ୍ଦ୍ର ସରକାର ଓଭର ଦି ଟପ୍‌ (ଓଟିଟି) ପ୍ଲାଟ୍‌ଫର୍ମଗୁଡ଼ିକ ଉପରେ କଟକଣା ଜାରି କରିଛନ୍ତି। ଆଇନ ଦ୍ୱାରା ନିଷିଦ୍ଧ ହୋଇଥିବା ବିଷୟବସ୍ତୁ ପ୍ରସାରଣ ନ କରିବା ପାଇଁ ଉକ୍ତ ପ୍ଲାଟ୍‌ଫର୍ମଗୁଡ଼ିକୁ ଚେତାବନୀ ଦିଆଯାଇଛି। ଓଟିଟି ପ୍ଲାଟ୍‌ଫର୍ମ ଏବଂ ସ୍ବନିୟନ୍ତ୍ରିତ ସଂସ୍ଥାକୁ ଆଡଭାଇଜରି ଜାରି କରି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସେମାନଙ୍କୁ ଆଇଟି ରୁଲ୍ସ-୨୦୨୧ର ନୀତିନିୟମକୁ କଡ଼ାକଡ଼ି ଅନୁପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ନିୟମାବଳୀର ଉଲ୍ଲଂଘନ ହେଲେ […]

Read More Text.

ବଡ଼ ପରିବର୍ତ୍ତନ କଲା କଂଗ୍ରେସ, ୬ ରାଜ୍ୟ ପାଇଁ ୬ ମହିଳାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୦।୨: କଂଗ୍ରେସ ଦଳ ସାରା ଦେଶରେ ସଂଗଠନକୁ ମଜବୁତ କରିବା ପାଇଁ ବଡ଼ ପରିବର୍ତ୍ତନ କରୁଛି। କଂଗ୍ରେସ ଏବେ ଅନେକ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ମହିଳା ମୋର୍ଚ୍ଚା ପାଇଁ ସଭାପତି ଘୋଷଣା କରିଛି। କଂଗ୍ରେସ ସାରିକା ସିଂଙ୍କୁ ରାଜସ୍ଥାନ ମହିଳା କଂଗ୍ରେସର ସଭାପତି କରିଛି। ଏହା ବ୍ୟତୀତ ଗୀତା ପଟେଲଙ୍କୁ ଗୁଜରାଟ ଏବଂ ଡ. ପ୍ରତୀକ୍ଷା ଏନ. ଖଲପଙ୍କୁ ଗୋଆ ମହିଳା କଂଗ୍ରେସର ସଭାପତି କରାଯାଇଛି। କଂଗ୍ରେସ ମଣିପୁର ପାଇଁ ଜୋଡିନଲିଆନିଙ୍କୁ, ଏ. ରହମାଥୁନ୍ନିସାଙ୍କୁ ପୁଡୁଚେରୀର […]

Read More Text.