ମହାକୁମ୍ଭ ନଦୀରୁ ମିଳିଲା ମଣିଷ ଓ ପଶୁ ମଳରେ ଥିବା ଜୀବାଣୁ
ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଛି ମହାକୁମ୍ଭ। ସେଠାରେ ଥିବା ନଦୀର ଏକାଧିକ ସ୍ଥାନରେ କୋଟି କୋଟି ଲୋକ ପୁଣ୍ୟ ଅର୍ଜନ କରିବା ଆଶାରେ ବୁଡ଼ ପକାଉଛନ୍ତି। ହେଲେ ଲୋକମାନେ ବୁଡ଼ ପକାଉଥିବା ନଦୀର ପାଣିରୁ ମିଳିଛି ମଣିଷ ଓ ପଶୁ ମଳର ଥିବା ଜୀବାଣୁ। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ସିପିସିବି) ଜରିଆରେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲଙ୍କୁ ଏପରି ତଥ୍ୟ ଦିଆଯାଇଛି। ଏଥିରେ କୁହାଯାଇଛି ଯେ ମହାକୁମ୍ଭ ଚାଲିଥିବା ପ୍ରୟାଗରାଜର ବିଭିନ୍ନ ସ୍ଥାନର ନଦୀ ଜଳ ଗାଧୋଇବା ଯୋଗ୍ୟ […]
Read More Text.