କଂଗ୍ରେସ ସାଂସଦଙ୍କ ପତ୍ନୀଙ୍କୁ ନେଇ ଆସାମରେ ରାଜନୈତିକ ଝଡ଼: ଆଇଏସଆଇ ଲିଙ୍କ୍ ଅଭିଯୋଗ ଅଣିଲେ ହିମନ୍ତ
ଗୁଆହାଟୀ: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଜୋରହାଟର କଂଗ୍ରେସ ସାଂସଦ ଗୌରବ ଗୋଗୋଇ ଏବଂ ତାଙ୍କ ପତ୍ନୀଙ୍କୁ ଟାର୍ଗେଟ କରିବା ଜାରି ରଖିଛନ୍ତି। ତାଙ୍କର ଅଭିଯୋଗକୁ ଦୋହରାଇ ହିମନ୍ତ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ୨୦୧୫ ମସିହାରେ, ଭାରତରେ ପାକିସ୍ତାନ ହାଇକମିସନର ଅବଦୁଲ ବାସିତ ପ୍ରଥମ ଥର ପାଇଁ ସାଂସଦ ଗୌରବ ଗୋଗୋଇ ଏବଂ ତାଙ୍କ ଷ୍ଟାର୍ଟଅପ୍ ପଲିସି ଫର୍ ୟୁଥ୍ ଭାରତ-ପାକିସ୍ତାନ ସମ୍ପର୍କ ଉପରେ ଆଲୋଚନା କରିବା ପାଇଁ ନୂଆଦିଲ୍ଲୀସ୍ଥିତ ପାକିସ୍ତାନ ହାଇକମିସନକୁ ନିମନ୍ତ୍ରଣ […]
Read More Text.