ଚେନ୍ନାଇରେ ଚାଞ୍ଚଲ୍ୟ: ଯୁବତୀଙ୍କୁ ଛୁରୀ ଦେଖାଇ ଚଳନ୍ତା ଅଟୋରେ ଯୌନ ନିର୍ଯାତନା
ଚେନ୍ନାଇ,୫ା୨: ସୋମବାର ବିଳମ୍ବିତ ରାତିରେ ଚେନ୍ନାଇରେ ଏକ ଚଳନ୍ତା ଅଟୋରିକ୍ସାରେ ଜଣେ 18 ବର୍ଷୀୟ ପ୍ରବାସୀ ଯୁବତୀଙ୍କୁ ଯୌନ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ପୋଲିସ କହିଛି ଯେ ଅପରାଧ ସ୍ଥାନ ନିକଟରେ ଥିବା CCTV ଫୁଟେଜ୍ ଯାଞ୍ଚ କରାଯାଉଛି ଏବଂ ତିନି ଜଣ ସନ୍ଦିଗ୍ଧଙ୍କୁ ଖୋଜିବା ପାଇଁ ଚଢ଼ାଉ ଜାରି ରହିଛି। ସୂଚନା ଅନୁଯାୟୀ ଚେନ୍ନାଇ ନିକଟସ୍ଥ କିଲାମ୍ବକ୍କମ୍ ବସ୍ ଟର୍ମିନସ୍ ବାହାରେ ମହିଳା ଜଣକ ବସ୍ ପାଇଁ ଅପେକ୍ଷା କରିଥିବା ବେଳେ ଜଣେ ଅଟୋ-ରିକ୍ସା ଡ୍ରାଇଭର […]
Read More Text.